ଯାତ୍ରା ଦେଖି ଫେରୁଥିବାବେଳେ ଜୀବନ ଗଲା

ଫୁଲବାଣୀ ଅଫିସ, ଫିରିଙ୍ଗିଆ,୮ା୬- ଫିରିଙ୍ଗିଆରେ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣାରେ ଜଣେ ବାଇକ ଚାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପଦିଙ୍ଗିଆ ପଞ୍ଚାୟତର ପ୍ରସନ୍ନ କହଁର। ବନ୍ଧଗଡ ଯାତ୍ରା ଦେଖି ପ୍ରସନ୍ନ ବାଇକରେ ଫେରୁଥିବାବେଳେ ରରଙ୍ଗ ସ୍କୁଲ ନିକଟରେ ରାତି ପ୍ରାୟ ସାଢେ ୧୦ଟାରେ ତାଙ୍କ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବାବେଳେ ବାଇକ ପଛରେ ବସିଥିବା ଆକାଶ ପ୍ରଧାନ ଗୁରୁତର ହୋଇଥିଲେ। ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା, ଟଙ୍କା ଚୋରି ବେଳେ ଜେଜେଙ୍କୁ ହତ୍ୟା, ଗୃହଦାହ: ନାତି ଗିରଫ

ନିଶ୍ଚିନ୍ତକୋଇଲି,୧୦।୧୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଲେଣ୍ଡୁରା ଭଗବାନପୁର ଗାଁରେ ଘଟିଥିବା ଏକ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଟଙ୍କା ଏବଂ...

କୃଷି ଆଇନକୁ ବରଗଡ଼ରେ ବିରୋଧ: ରାଜରାସ୍ତାରେ ଜଳିଲା ନିଆଁ

ବରଗଡ଼ ଅଫିସ,୮।୧୨: କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ...

ଗଞ୍ଜାମ ଏସ୍‌ପି ଅଫିସ ଆଗରେ ଆତ୍ମାହୁତି ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଗଞ୍ଜାମ,୨୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ବୋରିଗାଁ ଅଞ୍ଚଳର ବାଦଲ ସାହୁ ନାମକ ଜଣେ ଯୁବକ ଛତ୍ରପୁରସ୍ଥିତ ଏସ୍‌ପି ଅଫିସ ଆଗରେ ଗତ ୧୪ରେ ଆତ୍ମାହୁତି...

କଲେଜ ପଡ଼ିଆ ପାଲଟିଛି ଷ୍ଟକ୍‌ୟାର୍ଡ

କେନ୍ଦୁଝର,୧୬।୭(ସ୍ବ.ପ୍ର.) କେନ୍ଦୁଝରସ୍ଥିତ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟ ପରିସରରେ ପାଣି ପାଇପ୍‌ ଜମା କରାଯାଇଥିବାରୁ ନାନା ସମସ୍ୟା ସୃଷ୍ଟି ହେଉଛି। ପାଇପ୍‌ଗୁଡ଼ିକ ବିପଦପୂର୍ଣ୍ଣ ଅବସ୍ଥାରେ ଗଛିତ...

ନିଶାଶକ୍ତ ଚାଳକଙ୍କ ଲାଇସେନ୍ସ ରଦ୍ଦ

ଦାରିଙ୍ଗବାଡ଼ି,୪।୭(ଡି.ଏନ.ଏ.)- ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଜଣେ କାର ଚାଳକଙ୍କୁ ଦାରିଙ୍ଗବାଡ଼ି ପୋଲିସ ଥାନାକୁ ଆଣିଛି। ଚାଳକ...

୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍‌

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି...

ରିଲାଏନ୍ସର ୩ ବିଦ୍ୟୁତ୍‌ ବିତରଣ କମ୍ପାନୀ ବକେୟା ୪୨୩୪ କୋଟି

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ବିଦ୍ୟୁତ୍‌ ଦର ବୃଦ୍ଧି ପାଇଁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି)ରେ ଶୁଣାଣି ଚାଲିଥିବା ବେଳେ ଖାଉଟି ଏହାର ପ୍ରବଳ ବିରୋଧ କରୁଛନ୍ତି।...

୭ ମେଡିକାଲ କଲେଜର ୭ ବରିଷ୍ଠ ଡାକ୍ତରଙ୍କ ବଦଳି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନ ୭ଟି ମେଡିକାଲ କଲେଜର ୭ଜଣ ପ୍ରଫେସର ଏବଂ ସହକାରୀ ପ୍ରଫେସରଙ୍କର ଗୁରୁବାର ବଦଳି କରାଯାଇଛି। ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜର...

Advertisement
Archives

Model This Week