ଯାତ୍ରା ନ ହେଲେ କ’ଣ ହେବ ତିନିରଥ

ପୁରୀ ଅଫିସ,୧୯ା୬: ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଏଥର ରଥଯାତ୍ରା ହେବ ନାହିଁ। ରାଜ୍ୟ କ୍ୟାବିନେଟ ମଧ୍ୟ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବା ଲାଗି ନିଷ୍ପତ୍ତି ନେଇଛି। ତେବେ ରଥଯାତ୍ରା ନ ହେଲେ କଣ ହେବ ତିନିରଥ? ଏମିତି ପ୍ରଶ୍ନ ଏବେ ସମସ୍ତଙ୍କ ମନରେ ଉଙ୍କି ମାରୁଛି। ପୂର୍ବରୁ କେବେ ଏଭଳି ସ୍ଥିତି ଉପୁଜି ନ ଥିବାବେଳେ ଏକ ନୂଆ ପରମ୍ପରାକୁ ନେଇ ସମସ୍ତେ ଦ୍ୱନ୍ଦ୍ୱରେ। ଯଦିଓ ପ୍ରତିବର୍ଷ ରଥଯାତ୍ରା ପରେ ତିନିରଥକୁ ଭଙ୍ଗାଯାଇ ମହାପ୍ରସାଦ ପ୍ରସ୍ତୁତିରେ ବ୍ୟବହାର କରାଯାଏ, ଏଥର କିନ୍ତୁ ସ୍ଥିତି ସମ୍ପୂର୍ଣ୍ଣ ଭିନ୍ନ। ସମ୍ପୂର୍ଣ୍ଣ ଭାବେ ନୂଆ ତିନିରଥ ପ୍ରସ୍ତୁତ ଅଛନ୍ତି। କ’ଣ ହେବ ତିନିରଥ? ଏହାକୁ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ବି ହେଉଛି। ଯେହେତୁ ପ୍ରତିଷ୍ଠା ହୋଇନାହିଁ ତିନିରଥକୁ ଆସନ୍ତା ବର୍ଷ ପାଇଁ ସୁରକ୍ଷିତ ରଖାଯିବା ଲାଗି ବ୍ୟବସ୍ଥା କରାଯିବା ଦରକାର ବୋଲି ଅନେକେ କହୁଛନ୍ତି। ଏହା ଯଦି ପରମ୍ପରା ବିରୋଧୀ ହୋଇ ନ ଥିବ ତେବେ ଆସନ୍ତା ବର୍ଷ ରଥ ନିର୍ମାଣ ପାଇଁ ଆଉ ଶହଶହ ଗଛ କାଟିବାକୁ ପଡିବ ନାହିଁ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପିପିଲି ଉପନିର୍ବଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳେ ସେ ପିପିଲି ବିଜେଡି କାର୍ୟ୍ୟାଳୟରୁ...

୫୦ ସରକାରୀ ଡିଗ୍ରୀ କଲେଜରେ ନାହାନ୍ତି ନିୟମିତ ଅଧ୍ୟକ୍ଷ

ଭୁବନେଶ୍ୱର, ୪ା୩(ବ୍ୟୁରୋ): ଓଡ଼ିଶାରେ ଉଚ୍ଚଶିକ୍ଷାକୁ ବିଶ୍ୱସ୍ତରୀୟ କରିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଆପଣାଯାଉଛି। କିନ୍ତୁ ବାସ୍ତବଚିତ୍ର କିଛି ଅଲଗା ରହୁଛି। ରାଜ୍ୟ ସରକାରଙ୍କ ଦ୍ୱାରା...

ଫ୍ଲିପ୍‌କାର୍ଟ ସହ ହାତ ମିଳାଇଲା ଓଡ଼ିଶା

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ବିକ୍ରିବଟା ଏବଂ ପ୍ରଚାର ପ୍ରସାର ଲାଗି ଦେଶର ଲୋକପ୍ରିୟ ଇ-କମର୍ସ ପ୍ଲାଟ୍‌ଫର୍ମ ‘ଫ୍ଲିପ୍‌କାଟ’ ସହ ରାଜ୍ୟ ସରକାର ଏକ...

ପୁରୀରେ ପର୍ଯ୍ୟଟକ ଦମ୍ପତିଙ୍କୁ ମାଡ଼

ପୁରୀ ଅଫିସ,୨।୨: ପଶ୍ଚିମବଙ୍ଗରୁ ପୁରୀ ଆସିଥିବା ପର୍ଯ୍ୟଟକ ଦମ୍ପତିଙ୍କୁ ସୋମବାର ମାଡ଼ ମରାଯାଇଛି। ଏ ନେଇ ସମୁଦ୍ରକୂଳ ଥାନାରେ ଲିଖିତ ଅଭିଯୋଗ ହୋଇଛି। ପୋଲିସ ଏହି...

ନିୟମ ମାନୁନାହାନ୍ତି ପେଟ୍ରୋଲ ପମ୍ପ୍‌ କର୍ତ୍ତୃପକ୍ଷ: ଗ୍ରାହକଙ୍କ ପାଇଁ ନାହିଁ ଆନୁଷଙ୍ଗିକ ସୁବିଧା

ନୟାଗଡ ଅଫିସ,୨୬ା୨: ନୟାଗଡ଼ ଜିଲାରେ ପେଟ୍ରୋଲ ପମ୍ପ କର୍ତ୍ତୃପକ୍ଷ ସରକାରୀ ନିୟମ ପାଳନ କରୁନାହାନ୍ତି। ଗ୍ରାହକଙ୍କୁ ଆନୁଷଙ୍ଗିକ ସୁବିଧା ନ ଯୋଗାଇ କେବଳ ପେଟ୍ରୋଲ ଓ...

ନାଲ୍‌କୋରେ ହେବ ଏଚ୍‌ଆଇଭି ସ୍କ୍ରିନିଂ

ଅନୁଗୋଳ ଅଫିସ୍‌, ୯।୮ : ଏଡ୍‌ସ ଓ ଏଚ୍‌ଆଇଭି ସଂକ୍ରାନ୍ତୀୟ କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା...

ଜବରଦଖଲ ଉଚ୍ଛେଦ ପ୍ରତିବାଦରେ ଧାରଣା, ରାସ୍ତାରୋକୋ

ଆସିକା,୧୫ା୨ (ଡି.ଏନ୍‌.ଏ.) – ଆସିକା ଏନ୍‌ଏସି ପକ୍ଷରୁ ଗୁରୁବାର ଆସିକା ସହରର ଜନଗହଳିପୂର୍ଣ୍ଣ କୁମ୍ଭାରସାହି ଛକ, ବିନାୟକ ବଜାର, ଲକ୍ଷ୍ମୀ ବଜାର, ବସ୍‌ଷ୍ଟାଣ୍ଡ, କଳିଙ୍ଗା ରୋଡ...

ବାତ୍ୟା ଅମ୍ଫନ: ଭଦ୍ରକରେ ବର୍ଷା, ମତ୍ସଜୀବୀଙ୍କୁ ସମୁଦ୍ର ମନା

ଭଦ୍ରକ,୧୯।୫(ବ୍ୟୁରୋ)-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମହାବାତ୍ୟା ଅମ୍ଫନ ଉତ୍ତର ଦିଗରେ ପଶ୍ଚିମବଙ୍ଗ ଆଡକୁ ମୁହାଁଉଛି। ବର୍ତ୍ତମାନ ଘଣ୍ଟାକୁ ୧୭ କି.ମି. ବେଗରେ ଏହା ଗତି କରୁଛି। ସକାଳୁ...

Advertisement


Archives

Model This Week