ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ୍‌: ୩୬ ମୃତ

ବେଜିଂ,୨୯।୯: ଚାଇନାର ପୂର୍ବ ଜିଆଙ୍ଗ୍‌ସୁ ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୩୬ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛିଏକ୍ସପ୍ରେସ୍‌ ଓ୍ବେରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଟ୍ରକ୍‌ ଧକ୍କା ଦେବାରୁ ଏଭଳି ଘଟିଛି। ବସ୍‌ରେ ୬୯ ଜଣ ଯାତ୍ରୀ ଥିଲେ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶ ଗସ୍ତରେ ଥାଇ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ବିଶ୍‌କେକ୍‌/ଗାନ୍ଧୀନଗର,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ) ସମ୍ମିଳନୀରେ ଯୋଗ ଦେବା ଲାଗି କିର୍‌ଗିଜସ୍ଥାନ ରାଜଧାନୀ ବିଶ୍‌କେକ୍‌ ଯାତ୍ରା କରିଛନ୍ତି। ହେଲେ...

କିଛି ଘଣ୍ଟାର ସର୍ଜରୀ ପରେ ଭେଣ୍ଟିଲେଟରରେ ସଲମାନ, ହରାଇ ପାରନ୍ତି ଆଖି

ନ୍ୟୁୟର୍କ,୧୩ ।୮: ନାମୀଦାମୀ ଲେଖକ ସଲମାନ ରୁଶିଦଙ୍କ ଉପରେ ଆମେରିକାର ନ୍ୟୁୟର୍କରେ ଆକ୍ରମଣ ହୋଇଛି । ଭାରତୀୟ ମୂଳ ବାସିନ୍ଦା ସଲମାନ ରୁଶିଦଙ୍କ ଉପରେ ହଠାତ୍...

ଚାଇନା-ପାକିସ୍ତାନର ମିଳିତ ୫୧ ହଜାର କୋଟିର ରେଳ ପ୍ରୋଜେକ୍ଟ, ଭାରତ ପାଇଁ ଚିନ୍ତାର କାରଣ

ନୂଆଦିଲ୍ଲୀ,୯ା୮: ଚାଇନା ଏବଂ ପାକିସ୍ତାନ ମିଳିତ ଭାବେ ଭାରତ ସହିତ ଜଡ଼ିତ ବିବାଦୀୟ କ୍ଷେତ୍ର ଉପରେ ହଇରାଣ ହରକତ କରୁଛନ୍ତି। ବର୍ତ୍ତମାନ ଚାଇନା ଏବଂ ପାକିସ୍ତାନ...

କାଲିଫର୍ନିଆ ଜଙ୍ଗଲରେ ନିଆଁ: ଅନ୍ଧାରରେ ୨ ଲକ୍ଷ ପରିବାର

କଲିଫର୍ନିଆ,୨୫।୧୦: ଆମେରିକାର କାଲିଫର୍ନିଆରେ ଥିବା ଜଙ୍ଗଲରେ ଗତ ବୁଧବାର ଲାଗିଥିବା ନିଆଁ ବେଳକୁ ବେଳ ବଢିବାରେ ଲାଗିଛି। ଏହା ଏବେ ଏତେ ଭୟଙ୍କର ହୋଇଯାଇଛି ଯେ...

ଏଲନ ମସ୍କଙ୍କ ମ୍ୟାନେମେଣ୍ଟ ଉପରେ ଅସନ୍ତୁଷ୍ଟ ହୋଇ ଏହି ଦେଶର ଶାସକ ଦଳ ଛାଡିଲା ଟୁଇଟର

ଲ୍‌ୟୁବ୍ଲୟାନା,୨୭ ।୧୧: ଟୁଇଟରର ନୂଆ ମାଲିକ ଏଲନ ମସ୍କ ଏହି ମାଇକ୍ରୋ ବ୍ଲଗିଙ୍ଗ ସାଇଟରେ ଲାଗତାର ପରିବର୍ତ୍ତନ କରି ଚାଲିଛନ୍ତି । ଏଥିରେ ବ୍ଲୁ ଟିକକୁ...

୮୦୦ କୋଟି ଜନସଂଖ୍ୟା ସମ୍ମୁଖରେ ଭୋକ-ଦାରିଦ୍ର୍ୟ-ବୃଦ୍ଧାବସ୍ଥା ସମସ୍ୟା…

ନୂଆଦିଲ୍ଲୀ,୧୫।୧୧ : ଦୁନିଆର ମାନବ ଜନସଂଖ୍ୟା ବର୍ତ୍ତମାନ ୮୦୦ କୋଟି ଅତିକ୍ରମ କରିଛି। ୧୯୫୦ ମସିହାରେ ଯେଉଁ ମାନବଙ୍କ ସଂଖ୍ୟା ମାତ୍ର ଅଢ଼େଇଶହ କୋଟି ଥିଲା,...

କରୋନା ଭାଇରସ: ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଲା ଇଟାଲୀର ଭୋ ସହର

ରୋମ,୨୮।୩: କରୋନା ଭାଇରସ ଏବେ ଇଟାଲୀର ମେରୁଦଣ୍ଡକୁ ଭାଙ୍ଗି ଦେଇଛି କହିଲେ ଚଳେ। ଏବେ ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୯ହଜାର ଅତିକ୍ରମ କରିଥିବା ବେଳେ...

ଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଆମେରିକା ଆଇନ ସଂସ୍ଥା

ଲଣ୍ଡନ,୨୨।୨:ଉତ୍ତରପ୍ରଦେଶ ପୋଲିସ ୨୦୧୭ରୁ ୨୦୨୧ ମଧ୍ୟରେ ବେଆଇନ ଭାବେ ଏନ୍‌କାଉଣ୍ଟରରେ କେତେଜଣ ଅପରାଧୀଙ୍କୁ ହତ୍ୟା କରିଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭୂମିକା ରହିଥିବାରୁ ତାଙ୍କ...

Advertisement
Archives

Model This Week