ଯାତ୍ରୀବାହୀ ବସ୍‌ରେ ନିଆଁ: ଯୁବତୀ ଆହତ

ତିହିଡ଼ି,୭।୩(ଡି.ଏନ୍‌.ଏ.): ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ବଜାରରେ ଏକ ଯାତ୍ରୀବାହୀ ବସ୍‌ରେ ଶନିବାର ନିଆଁ ଲାଗିଛି। ବ୍ୟାଟେରି ଜଳିଯିବାରୁ ଜଣେ ଯୁବତୀ ସାମାନ୍ୟ ଆହତ ହୋଇଛନ୍ତି। ତାଙ୍କୁ ତିହିଡ଼ି ଗୋଷ୍ଠୀ ଚିକିତ୍ସାଳୟକୁ ନିଆଯାଇଛି। ଓମ ବାବା ଟ୍ରାଭେଲ୍‌ସ ନାମକ ବସ୍‌ଟି ସକାଳେ ଚାନ୍ଦବାଲିରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ବ୍ୟାଟେରିରେ ନିଆଁ ଲାଗିଥିବା ଚାଳକ ଜାଣିବା ପରେ ବସ୍‌ ଅଟକାଇ ସମସ୍ତ ଯାତ୍ରୀଙ୍କୁ ଓହ୍ଲାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋପରେ ବନ୍ଦର ଆଶିଂକ ପ୍ରଭାବ

ଗୋପ,୮।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ସମ୍ମୁଖରେ ବୁଧବାର ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ଓ ସିପିଆଇ ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି। ଏଥିରେ...

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରି ୨ ମହିଳା ଗୁରୁତର

ଝାରସୁଗୁଡ଼ା ଅଫିସ୍‌,୪।୩: ସ୍ବାସ୍ଥ୍ୟ ବିଭାଗ ତରଫରୁ ଝାରସୁଗୁଡ଼ା ଜିଲା ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମହିଳାଙ୍କ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଯାଇଥିଲ। ଏଥିରେ ତ୍ରୁଟି ଦେଖାଦେବାରୁ ୨ଜଣ...

ଡାକ୍ତର ନିଯୁକ୍ତି ପାଇଁ ୪୦ କି.ମି. ଚାଲିଲେ

ଭଦ୍ରକ ଅଫିସ, ୧୬।୧- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳର କେତେକ ଯୁବଗୋଷ୍ଠୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ୧୫।୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...

ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା

ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର...

ଜେଇଙ୍କୁ ଦୁର୍ବ୍ୟବହାର ମାମଲା: ବିଧାୟକଙ୍କ ଗିରଫ ଦାବି

ଢେଙ୍କାନାଳ ଅଫିସ, ୧୨।୬- କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ବଲାଙ୍ଗୀର ଜିଲା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ଦୁର୍ବ୍ୟବହାର ଏବଂ ସର୍ବସମ୍ମୁଖରେ ବସ୍‌ଉଠ କରାଇବା ଘଟଣାକୁ...

ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୭।୧୨(ଡି.ଏନ୍‌.ଏ.): ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା...

ଶଟ୍‌ଡାଉନ୍‌ରେ ଚାରିଆଡ଼େ ଖାଁ ଖାଁ: ଗୋପିିନୀ ସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ପାରଳାଖେମୁଣ୍ଡି:୨।୫(ଡି.ଏନ୍‌.ଏ.): ଗଜପତି ଜିଲାର ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍‌ଏସିରେ ଶଟ୍‌ଡାଉନ୍‌ କଡ଼ାକଡ଼ି କରାଯାଇଛି। ଏହାର ପ୍ରଭାବରେ ସହର ଖାଁ ଖାଁ ହୋଇଯାଇଛି। ମେଡିକାଲ...

Advertisement
Archives

Model This Week