ଯାନ ଦର ବଢାଇବ ହ୍ୟୁଣ୍ଡାଇ

ନୂଆଦିଲ୍ଲୀ,୧୨-୧୨: ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆ ଲିମିଟେଡ ପକ୍ଷରୁ ଏହାର ବିଭିନ୍ନ ମଡେଲ ଯାନ ଉପରେ ଦରବୃଦ୍ଧି ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୦ ଜାନୁୟାରୀ ଠାରୁ ଏହି ଦରବୃଦ୍ଧି ଲାଗୁ ହେବ। ଇନପୁଟ ଏବଂ ମାଟେରିଆଲ କଷ୍ଟ ବୃଦ୍ଧିକୁ ଧ୍ୟାନରେ ରଖି କମ୍ପାନୀ ଏଭଳି ନିଷ୍ପତ୍ତି ନେଇଛି। ବିଭିନ୍ନ ମଡେଲ ଏବଂ ଇନ୍ଧନ ପ୍ରକାର ଭେଦକୁ ନେଇ ମୂଲ୍ୟ ବୃଦ୍ଧି ହେବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ବିଭିନ୍ନ ସେଗମେଣ୍ଟରେ କମ୍ପାନୀ ବର୍ତ୍ତମାନ ୧୨ ମଡେଲ ପ୍ରଦାନ କରୁଛି। ଏହା ମଧ୍ୟରେ ସାଣ୍ଟ୍ରୋ, ଗ୍ରାଣ୍ଡ ଆଇ୧୦ ନିଓସ, ଇଲାଇଟ ଆଇ୨୦, ଆକ୍ଟିଭ ଆଇ୨୦, ଏକ୍ସେଣ୍ଟ, ଭର୍ନା, ଏଲାଣ୍ଟ୍ରା,ଭେନ୍ୟୁ, କ୍ରେଟା, ଟକ୍‌ସନ, କୋନା ଇଲେକ୍ଟ୍ରିକ ଭଳି ମଡେଲ ରହିଛି। ଚେନ୍ନାଇଠାରେ ଏକ ଷ୍ଟେଟ ଅଫ୍‌ ଆର୍ଟ ମାନୁଫାକଚରିଂ ପ୍ଲାଣ୍ଟ ଦ୍ୱାରା ଏହା ସେବା ଯୋଗାଇ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜୁକିର ନୂଆ ଜିକ୍ସର ଏସ୍‌ଏଫ୍‌ ୨୫୦, ଜିକ୍ସର ଏସ୍‌ଏଫ୍‌

ନୂଆଦିଲ୍ଲୀ,୮-୬: ସୁଜୁକି ମୋଟର ସାଇକେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ(ଏସ୍‌ଏମ୍‌ଆଇପିଏଲ) ପକ୍ଷରୁ ନୂଆ ଜିକ୍ସର ଏସ୍‌ଏଫ୍‌ ୨୫୦ ଏବଂ ଜିକ୍ସର ଏସ୍‌ଏଫ୍‌ ମଡେଲ ଓଡ଼ିଶା ବଜାରରେ ପ୍ରବେଶ...

ସୁଇସ ବ୍ୟାଙ୍କରୁ ତଥ୍ୟ ମଗାଗଲା

ନୂଆଦିଲ୍ଲୀ: ସୁଇସ୍‌ ବ୍ୟାଙ୍କରେ ଭାରତୀୟଙ୍କ ଜମା ବଢିଥିବା ଏକ ରିପୋର୍ଟ ନିକଟରେ ଆସିଥିଲା। ଭାରତୀୟଙ୍କ କଳାଧନ ବଢିଥିବା ଏହି ରିପୋର୍ଟକୁ ଆଧାର କରି ସାରା ଦେଶରେ...

ଫ୍ୟାକ୍ଟ୍ରି ଉତ୍ପାଦନ ୧.୯% କମିଲା

ନୂଆଦିଲ୍ଲୀ: କରୋନାର ପ୍ରଭାବ ବଜାରରୁ ବର୍ତ୍ତମାନ ଯାଏ ଯାଇନାହିଁ। ଫଳରେ ଦେଶର ଫ୍ୟାକ୍ଟ୍ରିଗୁଡିକର ଉତ୍ପାଦନ ନଭେମ୍ବରରେ ୧.୯% ହ୍ରାସ ପାଇଛି। ସେହିଭଳି ଡିସେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି...

୨୦ରେ ହାଲଓ୍ବା ସେରିମନି

ନୂଆଦିଲ୍ଲୀ,୧୯-୧: ଚଳିତ ମାସ ୨୦ ତାରିଖରେ ହାଲଓ୍ବା ସେରିମନି ଅନୁଷ୍ଠିତ ହେବ। ପ୍ରଥା ଅନୁସାରେ ଏହି ଦିନ ବଜେଟ ଦସ୍ତାବିଜ ପ୍ରିଣ୍ଟ ଆରମ୍ଭ ହୋଇଥାଏ। ଫେବୃୟାରୀ...

ଏନ୍‌ସିଏଲ୍‌ଟିର ଦ୍ୱାରସ୍ଥ ହେଲେ କେନ୍ଦ୍ର; ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଅଡିଟର, ଅନ୍ୟ ୨୧ଙ୍କ ଆକାଉଣ୍ଟ ହେବ ଅଚଳ

ନୂଆଦିଲ୍ଲୀ,୭-୮: ଅର୍ଥ ସଙ୍କଟର ସମ୍ମୁଖୀନ ହୋଇଥିବା ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍‌(ଆଇଏଲ୍‌ଆଣ୍ଡଏଫ୍‌ଏସ୍‌)ର ଅଡିଟର ଡେଲଏଟ ଓ ବିଏସ୍‌ଆରଙ୍କର ଅଡୁଆ ବଢ଼ିବାକୁ ଯାଉଛି। ସେମାନଙ୍କ ସହ...

ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଫେରାଇ ଆଣିବା ପ୍ରୟାସ;ସରକାର ନେବେ ଟେକ୍ନୋଲୋଜି ସହାୟତା

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ୍‌ ଲାଗି କ୍ଷତିଗ୍ରସ୍ତ ହୋଇଥିବା ଅର୍ଥ ବ୍ୟବସ୍ଥାରେ ଜୀବନ ସଞ୍ଚାର କରିବା ଲାଗି କେନ୍ଦ୍ର ସରକାର ପ୍ରୟାସ ଜାରି ରଖିଛନ୍ତି। ଟେକ୍ନୋଲୋଜିର ସହାୟତା...

ବ୍ୟବସାୟିକ କାର୍ଯ୍ୟକଳାପକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧୯।୨: ବର୍ତ୍ତମାନର ଭୌଗୋଳିକ ପରିସ୍ଥିତି ମଧ୍ୟରେ ବିଶ୍ୱ ଅର୍ଥନୀତି ଏକ ପ୍ରକାର ଅସ୍ଥିର ପରିସ୍ଥିତିର ସମ୍ମୁଖୀନ ହେଉଥିବାବେଳେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ନିରନ୍ତର ଭାବେ ମଜଭୁତ...

ରପ୍ତାନିକାରୀଙ୍କ ଲାଗି ଜିଏସ୍‌ଟି ରିଫଣ୍ଡ ପ୍ରକ୍ରିୟାରେ ପରିବର୍ତ୍ତନ

ନୂଆଦିଲ୍ଲୀ,୨୭-୫: ରପ୍ତାନିକାରୀଙ୍କ ଲାଗି ଜିଏସ୍‌ଟି ପ୍ରକ୍ରିୟାକୁ ସରଳ କରିବା ତଥା ଏଥିରେ ଗତିଶୀଳତା ଆଣିବା ଲକ୍ଷ୍ୟରେ ଅର୍ଥ ମନ୍ତ୍ରଣାଳୟ ପଦକ୍ଷେପ ନେବାକୁ ଯାଉଛି। ଏହା ଅଧୀନରେ...

Advertisement
Archives

Model This Week