Posted inଖେଳ

ଯାହାଙ୍କ ପ୍ରେମରେ ବୋଲ୍ଡ ହେଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନୂଆବର୍ଷରେ ନୂଆ ଖବର ଦେଇଛନ୍ତି। ସେ ସର୍ବିୟାନ ମଡେଲ ତଥା ଅଭିନେତ୍ରୀ ନତାଶା ଷ୍ଟାନକୋଭିକଙ୍କ ସହ ନିର୍ବନ୍ଧ କରିଛନ୍ତି। ଉଭୟ ଦୁବାଇରେ ନିର୍ବନ୍ଧ କରିଛନ୍ତି। କିନ୍ତୁ ନତାଶାଙ୍କ କିଏ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା କେମିତି ତାଙ୍କ ପ୍ରେମରେ ବୋଲ୍ଡ ହେଲେ ତାହା ହୁଏତ ସମସ୍ତଙ୍କୁ ଜଣା ନ ଥିବ। ୨୦୧୨ରେ ନାତାଶା ସର୍ବିଆରୁ ମୁମ୍ବାଇ ଆସିଥିଲେ। ନତାଶା ସର୍ବିଆର ଜଣେ ଲୋକପ୍ରିୟ ଅଭିନେତ୍ରୀ ଏବଂ ଡ୍ୟାନ୍ସର ଭାବେ ଜଣାଶୁଣା। ସେ ପ୍ରକାଶ ଝା’ଙ୍କ ଫିଲ୍ମ ସତ୍ୟାଗ୍ରହ ଜରିଆରେ ବଲିଉଡରେ ପ୍ରବେଶ କରିଥିଲେ। ଏବେ ସେ ମୁମ୍ବାଇରେ ସେଟେଲ୍‌ ହୋଇଯାଇଛନ୍ତି। ସେ ବିଗ୍‌ବସ୍‌ର ପ୍ରତିଯୋଗୀ ମଧଧ୍ୟ ରହିସାରିଛନ୍ତି। ଏବେ ସେ ମଡେଲିଂ କରିବା ସହ ବିଭିନ୍ନ ଆଇଟମ୍‌ ନମ୍ବରରେ ନଜର ଆସୁଛନ୍ତି। ମୁମ୍ବାଇ ଇଣ୍ଡଆନ୍ସ ପକ୍ଷରୁ ଆଇପିଏଲ ଖେଳୁଥିବା ହାର୍ଦ୍ଦିକ ପାଣ୍ଡ୍ୟା ନତାଶାଙ୍କୁ ଏକ ପାର୍ଟିରେ ଭେଟିଥିଲେ। ପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ପାଣ୍ଡ୍ୟାଙ୍କ ନାମ ପୂର୍ବରୁ ମଧ୍ୟ ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା, ଇଶା ଗୁପ୍ତା ଏବଂ ଏଲି ଆବ୍ରାହମଙ୍କ ସହ ଯୋଡାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳରତ୍ନ ସୁପାରିସ ନେଇ ଖୁସି ଜାହିର କଲେ ରାଣୀ

ବେଙ୍ଗାଲୁରୁ, ୩।୬ (ପି.ଟି.): ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ହକି ଇଣ୍ଡିଆ ଭାରତୀୟ ଅଧିନାୟିକା ରାନୀ ରାମପଲଙ୍କ ନାମ ସୁପାରିସ...

ଦୀନେଶ କାର୍ତ୍ତିକଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ, ୭ା୯ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ରିକେଟର ଦୀନେଶ କାର୍ତ୍ତିକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛି। ଦୀନେଶ ବଲିଉଡ ସୁପର...

କୁମ୍ବଲେ, ଭଜିଙ୍କୁ ଟପିଲେ ଅଶ୍ୱିନ

ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ତଥା ମୁମ୍ବାଇ ଟେଷ୍ଟର ତୃତୀୟ ଦିନରେ ୩ ଉଇକେଟ ନେଇ ଚଳିତ ବର୍ଷ ଟେଷ୍ଟ ଫର୍ମାଟରେ ୫୦ ଉଇକେଟ...

ଦୀପ୍‌ଗ୍ରେସ୍‌ଙ୍କୁ ହକି ଇଣ୍ଡିଆ ପୁରସ୍କାର

ନୂଆଦିଲ୍ଲୀ, ୮ା୩ (ପି.ଟି.)- ରବିବାର ହକି ଇଣ୍ଡିଆ ବାର୍ଷିକ ପୁରସ୍କାର ପ୍ରଦାନ ଉତ୍ସବ ଏଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଣୀ ରାମପାଲ ଓ ମନ୍‌ପ୍ରୀତ ସିଂ...

କାମେରନ ହ୍ବାଇଟ୍‌ଙ୍କ ଅବସର

ମେଲବୋର୍ନ,୨୨।୮(ପି.ଟି.): ପୂର୍ବତନ ଅଷ୍ଟ୍ରେଲିଆ ଅଲରାଉଣ୍ଡର କାମେରନ ହ୍ବାଇଟ୍‌ ଶୁକ୍ରବାର ପେସାଦାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଫଳରେ ଦୀର୍ଘ ଦୁଇ ଦଶନ୍ଧିର ତାଙ୍କ ଉଜ୍ଜ୍ୱଳମୟ କ୍ୟାରିୟରର...

ବିଶ୍ୱ ରେକର୍ଡଠାରୁ ୩୭ ରନ୍‌ ଦୂରରେ କୋହଲି

ମାଞ୍ଚେଷ୍ଟର,୨୬।୬- ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ଏକ ବିଶ୍ୱରେକର୍ଡର ଅଧିକାରୀ ହେବାର ସୁଯୋଗ ରହିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ମ୍ୟାଚ୍‌ରେ ସେ ଦ୍ରୁତତମ...

୧୨ ବର୍ଷ ବୟସରେ ପ୍ରଥମ ଶତକ ହାସଲ ମାରିଥିଲେ କ୍ରିକେଟର୍‌ ଯାଦୁଗର

ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌ କ୍ରିକେଟର ଏକ ପରିଚିତ ନାମ। ୧୯୦୮, ଅଗଷ୍ଟ ୨୭ରେ ଅଷ୍ଟ୍ରେଲିଆରେ ଜନ୍ମିତ ଏହି ମହାନ୍‌ କ୍ରିକେଟର ୧୯୨୮ରେ ବ୍ରିସ୍‌ବେନ୍‌ରେ ଇଂଲଣ୍ଡ ବିପକ୍ଷରେ...

ଲଳିତ ମୋଦିଙ୍କ ପ୍ରେମରେ ପଡ଼ିଛନ୍ତି ସୁସ୍ମିତା

ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ପୁଣିଥରେ ତାଙ୍କ ପ୍ରେମ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ରୋହିତମ ଶଲଙ୍କ ସହ ବ୍ରେକଅପ ପରେ ଏବେ ଆଇପିଏଲ୍‌ର ଜନକ...

Advertisement
Archives

Model This Week