ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି କୋହୀନୂର…

କୋହୀନୂର ହୀରା। ନୀଳ ରଙ୍ଗର ଏହି ହୀରା ସଭିଙ୍କୁ ଆକର୍ଷିତ କରିଥାଏ । ଉର୍ଦ୍ଦୁ ଭାଷାରେ ଏହାର ଅର୍ଥ ଔଜ୍ଜଲ୍ୟର ପାହାଡ଼। ତେବେ ଏହା ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି । ଇତିହାସରେ କୋହୀନୂରକୁ ନେଇ ଅନେକ କାହାଣୀ ରହିଛି । ଖ୍ରୀଷ୍ଟପୂର୍ବ ୩୨ଶହରେ ଏହା ଏକ ନଦୀରୁ ମିଳିଥିବା କିଛି ଐତିହାସିକ ମତ ଦିଅନ୍ତି। ତେବେ ଅନେକ କୁହନ୍ତି ଏହା ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲାରେ ଥିବା ଗୋଲକୁଣ୍ଡା ଖଣିରୁ ମିଳିଥିଲା। ଏହାର ମୂଳ ଓଜନ ୭୯୩ କ୍ୟାରେଟ ଥିଲା। ୧୩୦୬ରେ ଏହି ହୀରାକୁ ପରିଚିତି ମିଳିଥିଲା । କୁହାଯାଉଥିଲା ଏହାକୁ ପିନ୍ଧୁଥିବା ଲୋକ ଦୁନିଆ ଉପରେ ଶାସନ କରିଥାନ୍ତି। ଫଳରେ ହୀରାକୁ ପାଇବା ଲାଗି ଲୋକଙ୍କ ମଧ୍ୟରେ ପ୍ରତିଯୋଗୀତା ଆରମ୍ଭ ହୋଇଥିଲା। ବ୍ରିଟିଶ ଶାସନ ସମୟରେ ପଞ୍ଜାବ ରାଜା ରଣଜୀତ୍‌ ସିଂ ଇଂଲଣ୍ଡର ରାଣୀ ଭିକ୍ଟୋରିଆଙ୍କୁ ଏହି ହୀରା ଉପହାର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲୁରେ ବାଦଲ ଫାଟିବାରୁ ଜଣେ ମୃତ ୩ ଆହତ

କୁଲୁ,୧୭।୭: ହିମାଚଳ ପ୍ରଦେଶର କୁଲୁରେ ବାଦଲ ଫାଟିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା...

ଘରେ ଚୋରି କରିବା ଜିନିଷ କିଛି ନ ମିଳିବାରୁ, ଚୋର କାନ୍ଥରେ ଲେଖିଲେ ଏମିତି

ଭୋପାଳ,୬।୧୨: ମଧ୍ୟପ୍ରଦେଶର ଶାଜାପୁରରେ ଏକ ସରକାରୀ ଇଞ୍ଜିନିୟଙ୍କ ଘରୁ ଚୋରି ଉଦ୍ୟମ ହୋଇଛି। କିନ୍ତୁ ଚୋରି କରିବା ଜିନିଷ ନ ମିଳିବାରୁ ଚୋରକୁ ଖାଲି ହାତରେ...

ନାବାଳିକାଙ୍କୁ ବଳାତ୍କାର, ହତ୍ୟା

ଭୋପାଳ,୧୦ା୬(ପି.ଟି./ ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଆଲିଗଡ଼ ଓ ହମିରପୁର ପରେ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି ଆଉ ଏକ ଲଜ୍ଜାଜନକ ଘଟଣା। ଭୋପାଳର କମଳାନଗରରେ ଜଣେ ନାବାଳିକାଙ୍କୁ...

ବିଦେଶୀ ଯାତ୍ରୀଙ୍କ ପାଇଁ ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ

ନୂଆଦିଲ୍ଲୀ, ୨୨।୭: କରୋନା ସଂକ୍ରମଣ ଯୋଗୁ ଦିଲ୍ଲୀର ସ୍ଥିତି ଅଣାୟତ୍ତ ରହିଛି। ଏପରିସ୍ଥଳେ ଅଧିକ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦିଲ୍ଲୀ ବିମାନ ବନ୍ଦର ପକ୍ଷରୁ...

ଭାରତରେ ପ୍ରଥମ ଘଟଣା, ମହିଳା ଡାକ୍ତର ଆଲ୍ଫା-ଡେଲ୍ଟା ଭାରିଆଣ୍ଟରେ ଆକ୍ରାନ୍ତ…

ଗୁଆହାଟି,୨୦।୭: ଆସାମର ଜଣେ ମହିଳା ଡାକ୍ତରଙ୍କଠାରେ କରୋନା ମହାମାରୀ ଭୂତାଣୁର ଆଲ୍ଫା ଏବଂ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ ହୋଇଛି। ଜଣଙ୍କଠାରେ ୨ଟି ଭାରିଆଣ୍ଟ ରହିଥିବା ଭାରତରେ...

ଆଗାମୀ ୨୫ ବର୍ଷରେ ଭାରତକୁ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟ: ରୋଜଗାର ମେଳାରେ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏହି ଯୁବକମାନଙ୍କୁ ସରକାରଙ୍କ ବିଭିନ୍ନ ବିଭାଗରେ ଚାକିରି ଦିଆଯାଇଛି। ମଙ୍ଗଳବାର...

ଏବେ ହଟିବନି ଝୁମ୍ପୁଡ଼ି: ସୁପ୍ରିମ୍‌କୋର୍ଟରେ ଜବାବ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୪।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟାଇବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି...

ପଞ୍ଜାବରେ ଆଜି ପ୍ରଚାର ଶେଷ

ଚଣ୍ଡିଗଡ଼,୧୮ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ଯୋରସୋରରେ ଚାଲିଛି । ଶୁକ୍ରବାର ପ୍ରଚାର ଶେଷ ହେଉଥିବା ବେଳେ ସବୁ ରାଜନୌତିକଦଳ ଭୋଟରଙ୍କ...

Advertisement
Archives

Model This Week