ଯୁକ୍ତ ୨ ବିଜ୍ଞାନ ଟପ୍ପର ଶର୍ମିଷ୍ଠାଙ୍କ ପଢ଼ା ଖର୍ଚ୍ଚ ବହନ କରିବ ବିଏସ୍‌ଇଟି

ଭଦ୍ରକ ଅଫିସ, ୮।୬ : ଚଳିତବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଶର୍ମିଷ୍ଠା ସାମଲ ୫୨୫ ନମ୍ବର ରଖି ମହାବିଦ୍ୟାଳୟ ସମେତ ଜିଲା ଟପ୍ପର ହୋଇଛନ୍ତି। ଶନିବାର ନୂଆବଜାରସ୍ଥିତ ବିଏସ୍‌ଇଟି(ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି) ସୋସାଇଟି କାର୍ଯ୍ୟାଳୟରେ ଶର୍ମିଷ୍ଠାଙ୍କୁ ପୁଷ୍ପୁଗଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଛି। ମୁଖ୍ୟଅତିଥି ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବିଏସ୍‌ଇଟି ସୋସାଇଟି ସଭାପତି ପ୍ରୟାସକାନ୍ତି ସାମଲ, ଜିଲା ଛାତ୍ର ବିଜେଡି ସଭାପତି ତଥାଗତ ସାମଲ ଓ ଅନ୍ୟ ସଦସ୍ୟମାନଙ୍କ ଉପସ୍ଥିତିରେ ଗରିବ ମେଧାବୀ ଛାତ୍ରୀ ଶର୍ମିଷ୍ଠାଙ୍କ ସମସ୍ତ ପାଠପଢ଼ା ଖର୍ଚ୍ଚ ସୋସାଇଟି ବହନ କରିବ ବୋଲି ଘୋଷଣା କରାଯାଇଛି। ଏଥିସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରାଯାଇଛି। ଶର୍ମିଷ୍ଠାଙ୍କ ଘର ଚାନ୍ଦବାଲି ବ୍ଲକର ମତୋ ମାଳବାଡ଼ ଗ୍ରାମରେ। ତାଙ୍କ ବାପା ରତିକାନ୍ତ ଜଣେ ଶ୍ରମିକ ଓ ମା’ ଅନିତା ଗୃହିଣୀ। ଆଗକୁ ବିଏସ୍‌ସି ପଢ଼ି ଭବିଷ୍ୟତରେ ଜଣେ ଆଇଏଏସ୍‌ ଅଫିସର ହେବାକୁ ଲକ୍ଷ୍ୟ ରଖିଥିବା ଶର୍ମିଷ୍ଠା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର: ଦିବ୍ୟାଙ୍ଗ ଯୁବକ ଅଟକ

ବାହାନଗା, ୨୩ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ମଙ୍ଗଳବାର ଜଣେ ଦିବ୍ୟାଙ୍ଗ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ...

କାମରେ ଆସୁନି ପାନୀୟଜଳ ପ୍ରକଳ୍ପ

ବାହାନଗା, ୪ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ଔପଦା ବ୍ଲକର ଚଷାଖଣ୍ଡ ପଞ୍ଚାୟତରେ ଥିବା ପାନୀୟଜଳ ପ୍ରକଳ୍ପ ଲୋକଙ୍କ କାମରେ ଆସୁନି। ୧୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ...

ଅଶାନ୍ତ ସମୁଦ୍ର, ଲଗାଣ ବର୍ଷା: ପର୍ଯ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୋଗରାଇ, ୨୬।୯(ଡି.ଏନ.ଏ.)- ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ସୋମବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଭୋଗରାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା...

ଜଳବନ୍ଦୀଙ୍କ ଅବସ୍ଥା ଦୁର୍ବିସହ

ଭୋଗରାଇ, ୨୫ା୮(ଡି. ଏନ. ଏ.): ସୁବର୍ଣ୍ଣରେଖା ବନ୍ୟାକୁ ୪ଦିନ ବିତିଛି। ବନ୍ୟା ବିପନ୍ନମାନେ ପିଲାଛୁଆ ଧରି ବିଭିନ୍ନ ଆଶ୍ରୟସ୍ଥଳୀ ଏବଂ ସୁରକ୍ଷିତ ବନ୍ଧବାଡ଼ରେ ପଲିଥିନ ପକାଇ...

ଅବିଶ୍ରାନ୍ତ ବର୍ଷା, ଅଶାନ୍ତ ସମୁଦ୍ର

ଭୋଗରାଇ, ୨୫।୧୦(ଡି.ଏନ.ଏ.)-ଲଘୁଚାପ ପ୍ରଭାବରେ ଭୋଗରାଇ ସମେତ ଆଖପାଖ ଅଞ୍ଚଳରେ ବୁଧବାରଠାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ତୁହାକୁ ତୁହା ବର୍ଷା ହେବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।...

ସୁପାରିକିଲର ମାମୁଦ ଏନଏସ୍‌ଏରେ ଭର୍ତ୍ତି: ୧୪ଟି ଅପରାଧ ସହ ସମ୍ପୃକ୍ତ

ବାଲେଶ୍ୱର ଅଫିସ,୧୩।୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗଳାପୋଲ ଅଞ୍ଚଳର ସୁପାରିକିଲର ସେକ ମାମୁଦ (୨୪)ଙ୍କୁ ଜିଲା ମାଜିଷ୍ଟ୍ରେଟ୍‌ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅନୁମୋଦନକ୍ରମେ ଗୁରୁବାର...

ଗାଁର ନାମ ପିଟାପିଟି

କେନ୍ଦୁଝର, ୧୫ା୭(ସ୍ବ.ପ୍ର.)-(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝରରୁ ନରଣପୁର-ବ୍ରାହ୍ମଣୀପାଳ ରାସ୍ତାରେ ଗଲେ ହରିଚନ୍ଦନପୁର ପହଞ୍ଚିବା ପୂର୍ବରୁ ଏକ ଗ୍ରାମ ପଡେ, ଯାହାର ନାମ ପିଟାପିଟି। ରାସ୍ତାରେ ଯାତାୟାତ...

ମରାମତି ହେଉନି ଓଭରବ୍ରିଜ୍‌: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲା ସିଭିଲ ସୋସାଇଟି

ବାଲେଶ୍ୱର ଅଫିସ,୨୯।୧୦-ବାଲେଶ୍ୱର ଫକୀରମୋହନ ଗୋଲେଇରୁ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଥିବା ରାଜ୍ୟର ସର୍ବପୁରାତନ ଓ ପ୍ରଥମ ଓଭରବ୍ରିଜ୍‌ର ମରାମତି ପାଇଁ ଦୀର୍ଘଦିନ ହେଲା ସିଭିଲ୍‌ ସୋସାଇଟି ଆନ୍ଦୋଳନ...

Advertisement
Archives

Model This Week