ଯୁକ୍ରେନ୍‌କୁ ୪୦୫ କୋଟି ସହାୟତା

ଓ୍ବାଶିଂଟନ୍‌, ୨୮ା୨: ୟୁକ୍ରେନ୍‌କୁ ମାନବୀୟ ସହାୟତା ନିମନ୍ତେ ଆମେରିକା ୫୪ ମିଲିୟନ ଡଲାର (ପ୍ରାୟ ୪୦୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ପ୍ରଦାନ କରିବାକୁ ଘୋଷଣା କରିଛି। ଏହି ଅର୍ଥରେ ୟୁକ୍ରେନ୍‌ବାସୀଙ୍କ ପାଇଁ ଖାଦ୍ୟ, ପାନୀୟ, ଆଶ୍ରୟସ୍ଥଳ, ଜରୁରୀ ସ୍ବାସ୍ଥ୍ୟସେବା, ଶୀତବସ୍ତ୍ର ଓ ପୋଷାକ ଆଦି ଯୋଗାଇ ଦିଆଯିବ ବୋଲି ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ କହିଛନ୍ତି। ଏହା ପୂର୍ବରୁ ୟୁକ୍ରେନ୍‌କୁ ୩୫୦ ମିଲିୟନ ଡଲାରର ସାମରିକ ସହାୟତା ଯୋଗାଣ ନିମନ୍ତେ ବ୍ଲିଙ୍କେନ୍‌ ଘୋଷଣା କରିଥିଲେ। ତୃତୀୟ ପ୍ୟାକେଜ ସହାୟତାରେ ୟୁକ୍ରେନ୍‌କୁ ଘାତକ ପ୍ରତିରକ୍ଷା ସାମଗ୍ରୀ ଯୋଗାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣମାଧ୍ୟମର କଣ୍ଠରୋଧ କରୁଛନ୍ତି ଚାଇନା ସରକାର, ବନ୍ଦ ହେଉଛି ଏଜେନ୍ସି…

ବେଜିଂ, ୩।୧ : ଚାଇନା ସରକାର ହଂକଂରେ ଗଣମାଧ୍ୟମର କଣ୍ଠରୋଧ ପ୍ରକ୍ରିୟା ଜାରି ରଖିଛନ୍ତି। ଗଣମାଧ୍ୟମର ସ୍ବାଧୀନତାକୁ ସୀମିତ କରାଯାଉଛି। ଫଳରେ ହଂକଂରେ କାର୍ଯ୍ୟ କରୁଥିବା...

୫୫ରୁ ଅଧିକ ଆଇଏସ୍‌ ଆତଙ୍କବାଦୀଙ୍କ ଆତ୍ମସମର୍ପଣ…

କାବୁଲ,୭।୧୧: ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଫେରିବା ପରେ ପ୍ରଥମେ ପଞ୍ଜଶୀର ଏବଂ ବର୍ତ୍ତମାନ ଇସଲାମିକ ଷ୍ଟେଟ (ଆଇଏସ୍‌) ଆତଙ୍କବାଦୀତାଙ୍କ ଯୋଗୁ ସମସ୍ୟାରେ ବଡ଼ିଛି। ତେବେ ତାଲିବାନ...

ଯୁଦ୍ଧ ବିମାନ ପଠାଇବାକୁ ମନା କଲା ଜର୍ମାନୀ

ବର୍ଲିନ,୯।୩: ୟୁକ୍ରେନକୁ ଯୁଦ୍ଧ ବିମାନ ପଠାଇ ସହାୟତା କରିବାକୁ ମନା କରି ଦେଇଛନ୍ତି ଜର୍ମାନୀର ଚାନ୍‌ସେଲର ଓଲାଫ ସ୍କଲଜ। ପୋଲାଣ୍ଡର ପ୍ରସ୍ତାବକୁ ଆମେରିକାର ପ୍ରତ୍ୟାଖ୍ୟାନ ଯୋଗୁ...

ଦ୍ରୁତ ଗତିରେ ବ୍ୟାପୁଛି କରୋନାର ନୂଆ ଷ୍ଟ୍ରେନ୍‌!

ୱାଶିଂଟନ,୨୯ ।୧୨: ବ୍ରିଟେନ ଓ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଏବେ ଭାରତର ବି ପହଞ୍ଚିଗଲାଣି । ଏହାସହ ପାଖାପାଖି ୧୨ଟି...

ରୁଷିଆ ରାଷ୍ଟ୍ରପତିଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ, ମୋଟ ସମ୍ପତ୍ତି ମୂଲ୍ୟ ରହିଛି…

ମସ୍କୋ,୨୩।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦେଶକୁ ସମ୍ବୋଧନ କରି ୟୁକ୍ରେନର ପୂର୍ବ...

ବାଇଡେନ୍‌ଙ୍କ ନୂଆ କ୍ୟାବିନେଟ ଘୋଷଣା

ୱାଶିଂଟନ,୨୪ ।୧୧: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କର ନୂଆ କ୍ୟାବିନେଟ ଘୋଷଣା କରିଛନ୍ତି । ଆସନ୍ତା ଜାନୁୟାରୀ ୨୦ରେ ବାଇଡେନ୍ କାର୍ଯ୍ୟଭାର ଗ୍ରହଣ...

ରୁଷିଆ-ୟୁକ୍ରେନ ଯୁଦ୍ଧ ପାଇଁ ଅର୍ଥନୈତିକ ମନ୍ଥରତା: ବିଶ୍ୱ ବ୍ୟାଙ୍କ ମୁଖ୍ୟ

ଲଣ୍ଡନ,୮ା୬: କରୋନା ମହାମାରୀ ପ୍ରଭାବରେ ବିଶ୍ୱ ଅର୍ଥ ବ୍ୟବସ୍ଥା ଯେତିକି ଖରାପ ହୋଇ ନ ଥିଲା ରୁଷିଆ-ୟୁକ୍ରେନ ଯୁଦ୍ଧରେ ଏହା ଦ୍ୱିଗୁଣିତ ହୋଇଛି। ଏହି କାରଣରୁ...

ଭଗ୍ନାବଶେଷ ତଳେ ଜୀବନ

କ୍ୱିଭ୍‌, ୧୭ା୩: ଜିଦ୍‌ରେ ଅଟଳ ରୁଷିଆ ୨୧ ଦିନ ଧରି ୟୁକ୍ରେନ୍‌ରେ ଗୁଳିଗୋଳା, କ୍ଷେପଣାସ୍ତ୍ର ବର୍ଷା କରିଚାଲିଛି। ଆକ୍ରମଣରୁ ବାଦ୍‌ ପଡ଼ିନାହାନ୍ତି ସାଧାରଣ ନାଗରିକ, ସେମାନଙ୍କ...

Advertisement
Archives

Model This Week