ଯୁଦ୍ଧପ୍ରିୟ ନୁହେଁ, ଦେଶଭକ୍ତ

ଲସ୍‌ ଆଞ୍ଜେଲ୍ସ୍‌ : ମୁଁ ଯୁଦ୍ଧପ୍ରିୟ ନୁହେଁ, ବରଂ ଜଣେ ସଚ୍ଚୋଟ ଦେଶଭକ୍ତ ବୋଲି ଆମେରିକାର ଲସ୍‌ ଆଞ୍ଜେଲ୍ସ୍‌ରେ ଭାରତୀୟ ସିନେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା କହିଛନ୍ତି। ପ୍ରିୟଙ୍କା ପାକିସ୍ତାନ ବିପକ୍ଷରେ ଅଣୁଯୁଦ୍ଧକୁ ପ୍ରୋତ୍ସାହନ କରୁଥିବା ପାକିସ୍ତାନ ମହିଳା ପ୍ରଶଂସକ ଅଭିଯୋଗ କରିଥିଲେ। ପ୍ରକାଶଥାଉ କି, ପାକିସ୍ତାନର ବାଲାକୋଟ୍‌ସ୍ଥିତ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ଆଡ୍ଡା ଉପରେ ଭାରତୀୟ ଯୁଦ୍ଧବିମାନର ସଫଳ ଆକ୍ରମଣ ପରେ ଗତ ଫେବୃୟାରୀ ୨୬ରେ ପ୍ରିୟଙ୍କା ଟୁଇଟ୍‌ କରି ଭାରତୀୟ ବାୟୁସେନାକୁ ଅଭିନନ୍ଦନ ଜଣାଇଥିଲେ। ଏହାକୁ ନେଇ ଲସ୍‌ ଆଞ୍ଜେଲ୍ସ୍‌ରେ ପାକିସ୍ତାନ ମହିଳା ଜଣକ କହିଥିଲେ, ସେ ପ୍ରିୟଙ୍କାଙ୍କ ଜଣେ ବଡ଼ ପ୍ରଶଂସକ ହୋଇଥିଲେ ହେଁ ତାଙ୍କର ଏଭଳି ଟୁଇଟ୍‌ କରିବା ଠିକ୍‌ ନ ଥିଲା। ତେବେ ସେ ଯୁଦ୍ଧକୁ ଉତ୍ସାହିତ କରୁନାହାନ୍ତି କି ଯୁଦ୍ଧପ୍ରିୟ ନୁହନ୍ତି ବୋଲି ପ୍ରଶ୍ନର ଉତ୍ତର ଦେଇ ପ୍ରିୟଙ୍କା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬୨ ବର୍ଷରେ ପାଦ ଦେଲେ ଶୋମା ଆନନ୍ଦ: ଗୋଟିଏ ଭୁଲ ପାଇଁ ଅଭିନୟ ଜୀବନରେ ଆସିଥିଲା ଭଟ୍ଟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶୋମା ଆନନ୍ଦ ରବିବାର ୬୨ ବର୍ଷରେ ପାଦ ଦେଇଛନ୍ତି। ୧୯୫୮ ଫେବୃୟାରୀ ୧୬ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୬ରେ ବାରୁଦ...

ବିବାହ କରି ନ ପାରି ସଲମାନ୍‌ଙ୍କୁ ମାଗିଲେ ସହାୟତା, ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଯିବେ

ଉତ୍ତରପ୍ରଦେଶର ଶାମଲି ନିବାସୀ ଆଜୀମ ମନସୁରୀ ତାଙ୍କ ବିବାହକୁ ନେଇ ବହୁତ ବ୍ୟସ୍ତ ହୋଇପଡ଼ିଛନ୍ତି। ବର୍ତ୍ତମାନ ଆଜୀମଙ୍କ ବୟସ ୨୬। ମାତ୍ର ତାଙ୍କର ଉଚ୍ଚତା ବୟସ...

ଏହି କ୍ରିକେଟରଙ୍କ ପ୍ରେମରେ ସୁନୀଲ ସେଟ୍ଟୀଙ୍କ ଝିଅ ଆଥିୟା

ମୁମ୍ବାଇ: ସୁନୀଲ ସେଟ୍ଟୀ ଏବଂ ମାନାଙ୍କ ଝିଅ ଆଥିୟା ଏବେ ପ୍ରେମରେ ପଡ଼ିଛନ୍ତି।୨୦୧୫ରେ ନିଖିତ୍ଲ ଆଡଭାନୀଙ୍କ ରୋମାଣ୍ଟିକ୍‌ ଆକ୍ସନ ଫିଲ୍ମ ‘ହିରୋ’ରେ ଡେବ୍ୟୁ କରିଥିଲେ ଆଥିୟା।...

‘ବ୍ରହ୍ମାସ୍ତ୍ର’ପାର୍ଟ ୨ରେ ନଜର ଆସିପାରନ୍ତି ରଣବୀର, ହ୍ରିତିକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁର-ଆଲିଆ ଭଟ୍ଟଙ୍କ ଅଭିନୀତ ବିଗ୍‌ ବଜେଟ୍‌ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ଶୁକ୍ରବାର ରିଲିଜ୍‌ ହୋଇଯାଇଛି। ଦର୍ଶକ ଉତ୍ସାହର ସହ ଫିଲ୍ମ ଦେଖିବାକୁ...

ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରେ ମିଛ ଖବର ପ୍ରସାରଣକରି ଲକ୍ଷାଧିକ ଟଙ୍କା ଆୟ କରୁଥିଲେ ଏହି ବ୍ୟକ୍ତି; ଜଣାପଡ଼ିବା ପରେ….

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରେ ବିହାରର ରଶିଦ ସିଦ୍ଦିକି ନାମକ ଜଣେ ବ୍ୟକ୍ତି ମିଛ ଖବର ଦେଖାଇ ୪ ମାସରେ ୧୫...

ବିଦେଶୀ ପ୍ରଶଂସକଙ୍କ ପାଇଁ ସ୍ପେଶାଲ ଉପହାର ପଠାଇଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାଁଙ୍କର ଦେଶ ତଥା ବିଦେଶରେ ରହିଛନ୍ତି ଅନେକ ପ୍ରଶଂସକ । ନିକଟରେ ତାଙ୍କର ଜଣେ ବିଦେଶୀ ପ୍ରଶଂସକଙ୍କୁ ସେ ଏକ...

ହାଜର ନ ହେଲେ ଜେଲ

ମୁମ୍ବାଇ, ୨୮ା୭ : ସଙ୍ଗୀତକାର ଜାଭେଦ ଅଖତରଙ୍କ ମାନହାନି ମାମଲାରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ଅନ୍ଧେରି ମେଟ୍ରୋପଲିଟାନ କୋର୍ଟ ଚେତାବନୀ ଦେଇଛନ୍ତି। ଆସନ୍ତା ଶୁଣାଣିରେ ହାଜର...

ଜୁନିୟର ଏନଟିଆରଙ୍କ କଜିନ ନନ୍ଦମୁରି ତାରକ ରତ୍ନଙ୍କ ପରଲୋକ

ଚେନ୍ନାଇ,୧୯ ।୨:  ଜୁନିୟର ଏନଟିଆରଙ୍କ ସମ୍ପର୍କିୟ ଭାଇ ତଥା ଅଭିନେତା ଓ ରାଜନେତା ନନ୍ଦମୁରି ତାରକ ରତ୍ନଙ୍କର ଶନିବାର ପରଲୋକ ହୋଇଛି । ତାଙ୍କୁ ବେଙ୍ଗାଲୁରୁର...

Advertisement
Archives

Model This Week