ଯୁବକଙ୍କୁ ଆକ୍ରମଣ

ଧରାକୋଟ,୨୪ା୧୧(ଡି.ଏନ.ଏ.)-ଧରାକୋଟ ଥାନା ଶରଧାପୁର ଗ୍ରାମ ମୁଖ୍ୟରାସ୍ତା ପାର୍ଶ୍ୱରେ ଶୁକ୍ରବାର ସରପଞ୍ଚ ପୁଷ୍ପାଞ୍ଜଳି ପଣ୍ଡାଙ୍କ ଦିଅର ଶ୍ରୀକାନ୍ତଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା। ଶ୍ରୀକାନ୍ତଙ୍କ ସ୍ତ୍ରୀ ସଙ୍ଗୀତାଙ୍କ ଅଭିଯୋଗକୁ ଭିତ୍ତିକରି ଧରାକୋଟ ପୋଲିସ ନଂ. ୧୭୫/୧୯ରେ ମାମଲା ରୁଜୁ କରିଛି। ପୂର୍ବଶତ୍ରୁତା ଓ ଠିକାଦାରୀକୁ ନେଇ ଏହି ଆକ୍ରମଣ ହୋଇଥିବା ଥାନାଧିକାରୀ ସହଦେବ ମହାପାତ୍ର କହିଛନ୍ତି। ଶ୍ରୀକାନ୍ତ ମଧ୍ୟାହ୍ନରେ ଖାଇବାକୁ ଘରକୁ ଯାଉଥିବା ବେଳେ ଏକ ବୋଲେରୋରେ ୪ଜଣ ଯୁବକ ଆସି ଆକ୍ରମଣ କରି ଫେରାର୍‌ ହୋଇଯାଇଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ତାଙ୍କ ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?