ଯୁବକଙ୍କୁ ଗୁଳିମାଡ, କାରଣ ଅସ୍ପଷ୍ଟ

ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.): ଛତ୍ରପୁର ଥାନା ସିଙ୍ଗିପୁର ଗ୍ରାମର ସୁଶାନ୍ତ ପାତ୍ର (୪୫)ଉପରେ ଶୁକ୍ରବାର ରାତିରେ ଗୁଳିମାଡ ହୋଇଛି। ତାଙ୍କୁ ଆହତ ଅବସ୍ଥାରେ ସ୍ଥାନୀୟ ଲୋକେ ଛତ୍ରପୁର ହସ୍‌ପିଟାଲକୁ ଆଣିଥିଲେ। ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗୁଳି ମାଡର କାରଣ ଜଣାପଡିନାହିଁ। ଖବର ପାଇ ଛତ୍ରପୁର ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରେକର୍ଡ ଭାଙ୍ଗିଲେ ସତ୍ୟ: ନିର୍ମାଣ କଲେ ବିଶ୍ୱର କ୍ଷୁଦ୍ରତମ ରଥ

ବ୍ରହ୍ମପୁର ଅଫିସ,୩ା୬-ପୂର୍ବ ରେକର୍ଡକୁ ଭାଙ୍ଗିଛନ୍ତି ଶିଳ୍ପୀ ସତ୍ୟ ମହାରଣା ା ଦୁଇଦିନ ପୂର୍ବେ ସେ ୧.୩ ସିଏମ୍‌ ଉଚ୍ଚତାର ରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା...

ରାସ୍ତା ନାହିଁ ତ ଭୋଟ ନାହିଁ

ବୁଗୁଡ଼ା,୪ା୯(କାଳି ଚରଣ ଦାଶ): ସ୍ବାଧୀନତାର ୭୬ ବର୍ଷ ପରେ ବି ଗାଁକୁ ଭଲ ରାସ୍ତାଟିଏ ନାହିଁ। ଫଳରେ ଛାତ୍ରୀଛାତ୍ରଙ୍କ ସମେତ ଗ୍ରାମବାସୀ ଯାତାୟାତରେ ନାହିଁ ନ...

ପରିବାର ଲୋକେ ମନାକରିବାରୁ ସୁଧାର ଗୃହ ଗଲେ ଉଦ୍ଧାର ମହିଳା

ଆସିକା,୮।୭(ଡି.ଏନ୍‌.ଏ.): ଗାଙ୍ଗପୁର ଥାନା ଚଞ୍ଚରାପଲ୍ଲୀ ଗ୍ରାମର ସାଇବାଣୀ ଗୌଡ ୫ବର୍ଷ ହେଲା ନିଖୋଜ ଥିଲେ। ତାଙ୍କୁ ଗାଙ୍ଗପୁର ପୋଲିସ ହରିୟାଣାର ଶିର୍ଶା ଜିଲା ଅନ୍ତର୍ଗତ ଏଲାନାବାଗରୁ...

ଲକ୍‌ଡାଉନ୍‌ ଉଲ୍ଲଙ୍ଘନକାରୀ ୧୧ ଜଣଙ୍କ ନାମରେ ମାମଲା

ପାଟପୁର,୨୭।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ନିୟମକୁ ଉଲ୍ଲଙ୍ଘନ କରି...

ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି ା ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ...

ବୁଗୁଡ଼ା ବ୍ଲକର ୨୦ ଅତିଶୟ ସମ୍ବେଦନଶୀଳ ବୁଥ୍‌

ବୁଗୁଡ଼ା,୧୪ା୨(ଡି.ଏନ.ଏ.) ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ବୁଗୁଡ଼ା ବ୍ଲକର ୨୧ଟି ପଞ୍ଚାୟତର ମୋଟ ୨୮୭ ଟି ବୁଥ୍‌ ମଧ୍ୟରୁ ୧୪ ପଞ୍ଚାୟତର ୨୦ ବୁଥ୍‌...

ଗରିବ ପରିବାରକୁ ଶୁଖିଲା ଖାଦ୍ୟ ବାଣ୍ଟିଲେ ବିଡିଓ

ଶେରଗଡ଼,୨୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାରଠାରୁ ଗରିବ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବରମୁଣ୍ଡଳୀ ଓ ଧବଲପୁର ପଞ୍ଚାୟତରେ ଏହି ଶୁଖିଲା...

ନାବାଳିକାଙ୍କୁ ଅପହରଣ, ବଳାତ୍କାର ମାମଲା : ହାଇଦ୍ରାବାଦରୁ ଅଭିଯୁକ୍ତ ଗିରଫ

ଛତ୍ରପୁର,୧୨ା୭(ଡି.ଏନ.ଏ): ନାବାଳିକାଙ୍କୁ ଅପହରଣ ଓ ପରେ ବଳାତ୍କାର କରିବା ମାମଲାର ଅଭିଯୁକ୍ତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଛି। ସେ ହେଲେ ସ୍ଥାନୀୟ ଅଞ୍ଚଳର ବାବୁଲି ସେଠୀ।...

Advertisement
Archives

Model This Week