ଯୁବକଙ୍କୁ ମାଡ଼ ପ୍ରତିବାଦରେ ରାସ୍ତାରୋକୋ

ବ୍ରହ୍ମଗିରି,୨ା୧(ଡି.ଏନ୍‌.ଏ.): ପୋଲିସ ଜଣେ ଯୁବକଙ୍କୁ ମାଡ଼ ମାରିବା ପ୍ରତିବାଦରେ ବୁଧବାର ରାତିରେ ସ୍ଥାନୀୟ ଯୁବକମାନେ ବେଣ୍ଟପୁର ଛକଠାରେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁଯାୟୀ, ନୂଆବର୍ଷ ଉପଲକ୍ଷେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ରହ୍ମଗିରି ପୋଲିସ ପକ୍ଷରୁ ପାଟ୍ରୋଲିଂ କରାଯାଉଛି। ବ୍ରହ୍ମଗିରି ବେଣ୍ଟପୁର ଛକ ନିକଟରେ କେତେଜଣ ଯୁବକ ମଦ୍ୟପାନ କରୁଥିବା ଖବରପାଇ ପୋଲିସ ସେଠାରେ ପହଞ୍ଚିଥିଲା। କିନ୍ତୁ ପୋଲିସ ଉକ୍ତ ଛକ ନିକଟରେ ପହଞ୍ଚିବା ବେଳକୁ କେତେଜଣ ଯୁବକ ଭୋଜି କରୁଥିବା ଦେଖିବାକୁ ପାଇଥିଲେ। ଉକ୍ତ ଯୁବକମାନେ ବିଶୃଙ୍ଖଳା କରୁଥିବା ସନ୍ଦେହରେ ପୋଲିସ ସେମାନଙ୍କୁ ଗାଳିଗୁଲଜ କରିବା ସହ ଜଣେ ମହିଳା ସବଇନିସ୍‌ପେକ୍ଟର ଜଣେ ଯୁବକଙ୍କୁ ମାଡ଼ ମାରିଥିଲେ। ପୋଲିସ ବିନା କାରଣରେ ମାଡ଼ ମାରିବା ପ୍ରତିବାଦରେ ଏହି ଯୁବକମାନେ ବେଣ୍ଟପୁର ଛକ ନିକଟରେ ପୁରୀ-ସାତପଡ଼ା ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ରିପୋର୍ଟ ଲେଖା ହେବା ବେଳକୁ ରାସ୍ତାରୋକୋ ଜାରି ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

କୋଟିଆରେ ଓଡ଼ିଶା ପ୍ରଶାସନର ତତ୍ପରତା, ସୀମାନ୍ତର ୩ ସ୍ଥାନରେ ପୋଲିସ ପୋଷ୍ଟ ସ୍ଥାପନ

ପଟ୍ଟାଙ୍ଗି,୨୫।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ତପ୍ତତରତା ଦେଖାଇଛି ଜିଲା ପ୍ରଶାସନ । ପଡୋଶୀ ଆନ୍ଧ୍ର ରାଜ୍ୟର ସମିତି…

ପୌରାଣିକ ନାଟକ ରାମାୟଣ ମଞ୍ଚସ୍ଥ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମରେ ନବରାତ୍ରୀ ଦୂର୍ଗା ପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମର ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?