ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଗିରଫ, ୨ ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୧୭।୫: ଗଞ୍ଜାମ ଜିଲା ବଡବଜାର ପୋଲିସ ଗୁରୁବାର ରାତିରେ ଟୁଟୁ ହାତୀ ହତ୍ୟାଉଦ୍ୟମ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨ଟି ଖଣ୍ଡା ଜବତ ହୋଇଛି। ତେବେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଟୁଟୁଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କରାଯାଇଥିବା ପୋଲିସ ସ୍ପଷ୍ଟ କରିଛି। ଉକ୍ତ ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ବ୍ୟତୀତ ଅନ୍ୟ କେଉଁମାନଙ୍କର ହାତ ଅଛି ସେ ନେଇ ପୋଲିସ ଖୋଳତାଡ଼ କରୁଛି ।
ପ୍ରକାଶ ଯେ, ଟୁଟୁ ଗୁରୁବାର ରାତିରେ କୌଣସି କାମରେ ଯାଉଥିବା ବେଳେ ତାଙ୍କୁ ବଡବଜାର ଥାନା ଅନ୍ତର୍ଗତ ଗୌଡସାହି ନିକଟରେ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଥିଲା। ଏହି ଘଟଣା ପରେ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ବିଳମ୍ବିତ ରାତ୍ରରେ ଅଭିଯୁକ୍ତମାନଙ୍କୁ ଧରିବାରେ ସଫଳ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ

ବାଙ୍କୀ,୧୨ା୪: କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ନୂଆସାହି କ୍ଲବ ଘର ଭିତରୁ...

ଆବର୍ଜନା ମଧ୍ୟରେ ମୁକ୍ତାକାଶ ଜିମ୍‌

ବ୍ରହ୍ମପୁର,୧୨ା୪(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ପକ୍ଷରୁ ମୁକ୍ତା ଯୋଜନାରେ ସହରର ବିକାଶ ଚାଲିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ୨୨.୭୪କୋଟି ଟଙ୍କା ବ୍ୟୟରେ...

ସୂର୍ଯ୍ୟମଣି-ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ ହେବ କଡ଼ା ଟକ୍କର

ପୁରୁଷୋତ୍ତମପୁର, ୧୨ା୪(ସୀମାଞ୍ଚଳ ମିଶ୍ର): ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୮୫ରୁ ଜନତା ଦଳ ଓ ବିଜେଡି କବଜାରେ ରହିଛି। ଏଠାରୁ କ୍ରମାଗତ ଭାବରେ ଖଲ୍ଲିକୋଟ ରାଣୀ...

ମୋପେଡକୁ ଧକ୍କା ଦେଇ ଓଲଟିଲା ଆମ୍ବୁଲାନ୍ସ

ଖଲ୍ଲିକୋଟ,୧୧।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡୀ ଢ଼ାବା ନିକଟରେ ଗୁରୁବାର ଏକ ଆମ୍ବୁଲାନ୍ସ ଓଲଟି...

ଭାଜପାରେ ସାମିଲ ହେଲେ ଶତାଧିକ ଲୋକ

ଗୋପାଳପୁର,୧୧ା୪(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ନିର୍ବାଚନୀ ତାତି ସେତେ ବଢ଼ୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ...

ପରସ୍ପରକୁ ଆଲିଙ୍ଗନ କରି ଇଦ୍‌ ମୁବାରକ ଜଣାଇଲେ ମୁସଲମାନ ଭଉଣୀଭାଇ

ଛତ୍ରପୁର,୧୧ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ବୁଧବାର ମୁସଲମାନ ଭାଇମାନଙ୍କ ପବିତ୍ର ରମଜାନ ମାସ ଶେଷରେ ବଡ଼ ଧୂମ୍‌ଧାମରେ ଗଞ୍ଜାମ ଜିଲା ଛତ୍ରପୁର ପୁତିଗୋପାଳପୁର ମସ୍‌ଜିଦ୍‌ରେ ଧର୍ମଗୁରୁ ହାଫିସ...

ବଞ୍ଚିବା ପାଇଁ ଉଚ୍ଚଶିକ୍ଷିତ ଦୃଷ୍ଟିବାଧିତଙ୍କ ସଂଘର୍ଷ

ବ୍ରହ୍ମପୁର,୧୧ା୪(ସୁବାସ ଚନ୍ଦ୍ର ପାଢ଼ୀ):ଜୀବନ କ’ଣ ଜାଣିବା ପୂର୍ବରୁ ଭଗବାନ ଆଖି ନେଇଗଲେ। ତଥାପି ହାରି ନ ଥିଲି। ଆଗକୁ ବଢ଼ିବାର ଆଶା ରଖି ସ୍ନାତକୋତ୍ତର ଯାଏ...

ଅନ୍ଧାରରେ କ୍ରୀଡ଼ାବିତ୍‌ ଦୀନବନ୍ଧୁଙ୍କ ଭାଗ୍ୟ

ବ୍ରହ୍ମପୁର,୧୧ା୪ (ତନୁଶ୍ରୀ ନାହାକ)କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କ ଉନ୍ନତି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ବିଭିନ୍ନ ଯୋଜନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri