ଯୁବକଙ୍କୁ ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଫେରାର ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ଗାଁର ଟୁନା ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଘଟଣାର ୪ ମାସ ପରେ ଶନିବାର ଅପରାହ୍ନରେ ପୋଲିସ ଗିରଫ କରିଛି। ସେ ହେଲେ କୁମରଡ଼ା ଗାଁର ଉତ୍ତମ ପ୍ରଧାନ(୩୫)। ଘଟଣା ପରଠାରୁ ଅଭିଯୁକ୍ତ ଉତ୍ତମ ଗିରଫ ଭୟରେ ଫେରାର ଥିଲେ। ସେ ଗାଁକୁ ଫେରିଥିବା ଖବରପାଇ ତଦନ୍ତକାରୀ ପୋଲିସ ଅଧିକାରୀ ଏଏସ୍‌ଆଇ କ୍ଷୀରୋଦ ଚନ୍ଦ୍ର ବେହେରା ସଦଳବଳେ ଗାଁରେ ଚଢ଼ାଉ କରି ଶିବମନ୍ଦିର ନିକଟରେ ବସିଥିବା ଉତ୍ତମଙ୍କୁ ଗିରଫ କରିଥିଲେ। କୋର୍ଟ ଚାଲାଣ କରାଯିବା ପରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ କେସ୍‌ ନଂ. ୧୫୦/୧୯ ଅନୁଯାୟୀ ଦିଗପହଣ୍ଡି ସବଜେଲ୍‌କୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଲାଗି ବୁଲିବ ମାସ୍କଟ୍‌

ଭଦ୍ରକ ଅଫିସ,୧୬।୧୨: ଆସନ୍ତା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଭଦ୍ରକରେ ଅନୁଷ୍ଠିତ ହେବ। ତେଣୁ ଜିଲାରେ ସଚେତନତା ପାଇଁ ଏକ ମାସ୍କଟକୁ...

ବିନା ଗୋଡ଼ରେ ଜନ୍ମନେଲା ଶିଶୁପୁତ୍ର

ବାଲିଗୁଡ଼ା,୧୪ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁଡ୍ରା ପଞ୍ଚାୟତର ଟିକରବାଜୁ ଗ୍ରାମର ସାନନ୍ତି ମଲ୍ଲିକ ସନ୍ତାନ ପ୍ରସବ ନିମନ୍ତେ ଭର୍ତ୍ତି ହୋଇଥିଲେ।...

ତଦନ୍ତ କରିବେ ଜିଏସ୍‌ଟି ଅଧିକାରୀ

ଛତ୍ରପୁର,୨୮।୧୨(ଡି.ଏନ.ଏ): ଗଞ୍ଜାମ ଜିଲାରେ ଜିଏସ୍‌ଟି ଅଧିକାରୀ ଦର୍ଶାଇ ଟ୍ରକ୍‌ ଡ୍ରାଇଭରଙ୍କୁ ମାଡମାରି ଟଙ୍କା ଠକେଇ ସହ ଲକ୍ଷାଧିକ ଟଙ୍କାର ଡିଲକ୍ସ ପାନ ମସଲା ଲୁଟ୍‌ ମାମଲାର...

ମଧୁ ଆପ୍‌ରେ ପାଠ ପଢୁଛନ୍ତି ୧ଲକ୍ଷ ୧ହଜାର ସ୍କୁଲ ପିଲା: ଟୁଇଟ୍‌କରି ସୂଚନା ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ପିଲାମାନଙ୍କ ପାଠପଢ଼ା ନିମନ୍ତେ ଗତବର୍ଷ ଠାରୁ ମଧୁ ଆପ୍‌ ଆରମ୍ଭ ହୋଇଛି। ଏହାକୁ ଭିଡିଓ କନ୍‌ଫରେନ୍ସିଂ...

କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଛତ୍ରପୁର,୨୬।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଗୋବିନ୍ଦପୁର ନିକଟ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା କେନାଲରେ ଶୁକ୍ରବାର ଏକ ମୃତଦେହ ଭାସୁଥିବା...

ନୂଆ ରୂପ ପାଇବ ୫୦ ସରକାରୀ ହାଇସ୍କୁଲ

ସୁନ୍ଦରଗଡ଼, ୮।୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସଚିବସ୍ତରୀୟ ପ୍ରତିନିଧିଦଳ ଶନିବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି...

କଫିବଗିଚା, ଜଳପ୍ରପାତ ବୁଲିଲେ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୬।୩(ଡି.ଏନ୍‌.ଏ.) ସାରା ପୃଥିବୀରେ ଏବେ କରୋନା ଭୟ। ରାଜ୍ୟ ବିପର୍ଯ୍ୟୟ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ସମସ୍ତ ନିର୍ଦ୍ଦେଶକୁ କଡାକଡି ପାଳନ...

ଫେରିଗଲେ ୭ଲକ୍ଷ ବିଦେଶୀ ପକ୍ଷୀ

ବାଲୁଗାଁ,୨୭।୨(ଡି.ଏନ୍‌.ଏ.): ଗ୍ରୀଷ୍ମ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଚିଲିକାରୁ ବିଦେଶାଗତ ପକ୍ଷୀ ଏବେ ସ୍ବଦେଶ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଶନିବାର ସୁଦ୍ଧା ଚିଲିକାରୁ ୭ଲକ୍ଷରୁ...

Advertisement
Archives

Model This Week