ଯୁବକଙ୍କୁ ହତ୍ୟା

ବୌଦ୍ଧ,୨୨ା୪(ସ୍ବ.ପ୍ର.) : ବୌଦ୍ଧ ଜିଲା ବଡ଼ବାଗବର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋରରୁ ବଡ଼ବାଗବର ଗ୍ରାମର ରାଜେଶ ଜେନା(୨୨)ଙ୍କୁ ଗ୍ରାମର କିଛି ଯୁବକ ପଥରରେ ତାଙ୍କ ମୁହଁକୁ ଛେଚି ହତ୍ୟା କରିଛନ୍ତି। ହତ୍ୟାକାଣ୍ଡର କୌଣସି ସୁରାକ ମିଳି ନ ଥିବାବେଳେ ଏହା ପ୍ରେମଜନିତ ବୋଲି ଅନୁମାନ କରାଯାଉଛି। ଘଟଣା ସମ୍ପର୍କରେ ବୌଦ୍ଧ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri