ଯୁବକଙ୍କ ଅସ୍ବାଭାବିକ ମୃତ୍ୟୁ

ପାଟଣା,୯।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଣମହୁଲଡିହା ଗ୍ରାମ ପାତୁ ସାହିର ରୟା ମୁଣ୍ଡା (୧୬) ନାମକ ଜଣେ ଯୁବକଙ୍କର ଶନିବାର ସକାଳୁ ମୃତ୍ୟୁ ଘଟିଛି। ଘର ଲୋକଙ୍କ ସୂଚନା ମୁତାବକ ରୟା କାମରୁ ଆସି ଖାଇ ପିଇ ଶୋଇଥିଲେ। ଶନିବାର ସକାଳୁ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲେ ହେଁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଘଟଗାଁ ଥାନାଧିକାରୀ ବନ୍ଦନା ପାତ୍ର ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗ ବାଲିଯାତ୍ରାର ୨ୟ ସନ୍ଧ୍ୟା: ଦର୍ଶକଙ୍କୁ ଆକୃଷ୍ଟକଲା ଇଲିୟାନା ସିସ୍ତାରିସ୍ତଙ୍କ ନୃତ୍ୟ

ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମଙ୍ଗଳବାର ୨ୟ ଦିନରେ ପହଞ୍ଚତ୍ଛି। ଏଥିରେ ବାତ୍ୟା ବୁଲ୍‌ବୁଲ୍‌ର ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟାରେ ଭୁଶୁଡ଼ି ପଡ଼ିଥିବା ଷ୍ଟଲଗୁଡ଼ିକର...

କାଠ ଫାଳିଆରେ ପୁଅକୁ ପିଟି ହତ୍ୟା ଘଟଣା: ଜେଲ ଗଲେ ବାପା

ଶେରଗଡ,୨୯ା୧୦(ଡି.ଏନ.ଏ.)- ଶେରଗଡ ବ୍ଲକ କେରିକେରି ଝୋଳା ଗ୍ରାମରେ ମଙ୍ଗଳବାର ରାତିରେ ବାପା ଶିବ ଗୌଡ ତାଙ୍କ ପୁଅ ପିଣ୍ଟୁଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିଲେ।...

ସଫା ଆଳରେ ସୁନାଗହଣା ଲୁଟ୍‌

ଧାମନଗର,୨୨।୧(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପଳିକିରି ମେଳଣଡିହି ଗ୍ରାମର ଆରତି ଦାସ ନାମ୍ନୀ ଜଣେ ମହିଳାଙ୍କଠାରୁ ସଫା ଆଳରେ ସୁନାଗହଣା ଲୁଟ୍‌ ହୋଇଥିବା ଧାମନଗର...

ବନ୍ୟା ପ୍ରପୀଡ଼ିତଙ୍କ ଜୀବନ ଦୁର୍ବିଷହ

ଅମ୍ବାଭୋନା,୨୦ା୮(ଡି.ଏନ.ଏ): ଛତିଶଗଡ଼ ଉପରମୁଣ୍ଡରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇଥିଲା। ରାୟପୁର ସ୍ଥିତ ଗାଁଗରେଲ ଡ୍ୟାମ୍‌ରୁ ମହାନଦୀକୁ ଅଧିକ ଜଳ...

କରୋନା ସମ୍ବନ୍ଧୀୟ ଲକ୍ଷଣ ନ ଲୁଚାଇବାକୁ ଜିଲାପାଳଙ୍କ ଅନୁରୋଧ

ଛତ୍ରପୁର,୪ା୬(ଡି.ଏନ୍‌.ଏ.): କରୋନା ସମ୍ବନ୍ଧୀୟ ଲକ୍ଷଣ ଦେଖାଗଲେ ଲୁଚାନ୍ତୁ ନାହିଁ। ତୁରନ୍ତ ଡାକ୍ତରୀ ପରାମର୍ଶ ନିଅନ୍ତୁ। ଫଳରେ କରୋନା ଭାଇରସ୍‌କୁ ହରାଇ ହେବ ବୋଲି ଗୁରୁବାର ଗଞ୍ଜାମ...

ରଟିଣା ସରକାରୀ ଜମିରୁ ମୋରମ ଲୁଟ୍‌:ମାସେ ଧରି ଚାଲିଛି, ଟେର୍‌ ପାଉନାହାନ୍ତି ଅଧିକାରୀ

ଖଇରା, ୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ବର୍ତ୍ତନା ରାଜସ୍ବ କ୍ଷେତ୍ର ଅଧୀନ ବାଲିଗଡ଼ ଦଖଲରେ ଥିବା ସରକାରୀ ଜମିରୁ ଲକ୍ଷ ଲକ୍ଷ ଟଙ୍କାର ମୋରମ ଲୁଟ୍‌...

ପ୍ରକମ୍ପିତ ହେବନି ପୂଜାମଣ୍ଡପ

ବଅଁରପାଳ,୩୦ା୯(ଡି.ଏନ.ଏ.)  ବିଶ୍ୱକର୍ମା ପୂଜାର ମାତ୍ର କେଇ ଦିନ ପରେ ପୁଣି ଚଳଚଞ୍ଚଳ ହୋଇଉଠେ ନାଲ୍‌କୋ କଲୋନୀ। ସାର୍ବଜନୀନ ପୂଜା କମିଟି ପକ୍ଷରୁ ଏଠାରେ ଧୁମ୍‌ଧାମରେ କରାଯାଏ ମା’...

ବଜ୍ରପାତରୁ ସୁରକ୍ଷା ଦେବ ‘ମିଶନ ତାଳ’

କପ୍ତିପଦା,୨୬ା୮(ଡି.ଏନ୍‌.ଏ.)- ‘ମିଶନ ତାଳ’ର ଉଦ୍‌ଘାଟନୀ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପୁରସ୍କୃତ ଶିକ୍ଷକ ସନ୍ତୋଷ କୁମାର ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉତ୍ସବରେ ମୟୂରଭଞ୍ଜ ଜିଲା...

Advertisement
Archives

Model This Week