ଯୁବକଙ୍କ ମୃତଦେହ ଉଦ୍ଧାର କଲା ପୋଲିସ

ନିରାକାରପୁର,୯ା୬(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ପଞ୍ଚାୟତ କାମନାସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ଯୁବକଙ୍କ ନାମ କାଳୁ ସାହୁ(୩୫)। ସେ ବିବାହିତ ଏବଂ ତାଙ୍କର ଦୁଇଟି ପିଲା ଅଛନ୍ତି। ତେବେ ମୃତ୍ୟୁକୁ ନେଇ ନାନା ଆଲୋଚନା ଶୁଣିବାକୁ ମିଳୁଛି। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି। ଏନେଇ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri