ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ମୋହନା,୨ା୧(ଡି.ଏନ୍‌.ଏ.) – ଗଜପତି ଜିଲା ଅଡବା ଥାନାଠାରୁ ୨ଶହ ମିଟର ଦୂର ଶ୍ମଶାନଘାଟ ନିକଟରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ପଡିଥିବା କେତେଜଣ ଲୋକ ଦେଖି ଅଡବା ଥାନାକୁ ଜଣାଇଥିଲେ। ଅଡବା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଛି। ଘଟଣାସ୍ଥଳରୁ ୨ଟି ହ୍ୟାଣ୍ଡ ଗ୍ଲୋବ୍‌ସ, ଓଢଣୀ, ବେଲଣା ବାଡି ଓ ଏକ ଅଖା ଉଦ୍ଧାର କରାଯାଇଛି। ଛତ୍ରପୁରରୁ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ପହଞ୍ଚତ୍ ତଦନ୍ତ କରି ଫେରିଛନ୍ତି। ମୃତଦେହ ଜବତ କରି ବ୍ରହ୍ମପୁର ବଡମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏନେଇ ନଂ.୧/୨୦ରେ ଏକ ହତ୍ୟା ମାମଲା ରୁଜୁ ହୋଇଥିବା ଅଡବା ଥାନା ଅଧିକାରୀ ରଞ୍ଜନ କୁମାର ଜଗଦଳା କହିଛନ୍ତି। ଯୁବକଙ୍କୁ ହତ୍ୟାକରି ଏଠାରେ ଫିଙ୍ଗିଦେଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଭଞ୍ଜନଗର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା; ଜଗଦିଶ ସଭାପତି, ଶିଶିର କାର୍ଯ୍ୟକାରୀ ସମ୍ପାଦକ

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କାଳିଞ୍ଜି ସମାଜ ଗୃହରେ ରବିବାର ନୂତନ ପେନସନ ଯୋଜନା (NPS) ଅନ୍ତର୍ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ସଂଘର ନୂତନ କର୍ମକର୍ତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?