ଯୁବକଙ୍କ ମୃତଦେହ ଉଦ୍ଧାର

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବିଇଓ କାର୍ଯ୍ୟାଳୟ ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଆମ୍ବଡିହା ଗ୍ରାମର ନିରଞ୍ଜନ ମଲ୍ଲିକଙ୍କ ପୁଅ ରାଜେଶ(୩୪)। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପାଟିରୁ ରକ୍ତ ବାହାରିଥିବା ଦେଖିବାକୁ ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନ କାର୍ଯ୍ୟରେ ବାଧା ଦେଉଛନ୍ତି ବିଧାୟକ- ପୌରାଧ୍ୟକ୍ଷା

ଭଦ୍ରକ ଅଫିସ,୨୦।୧୧: ଭଦ୍ରକ ପୌରପାଳିକାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ବାଧା ଦେଉଛନ୍ତି ବିଧାୟକ। ବିଧାୟକଙ୍କ ସମର୍ଥନରେ ଥିବା କାଉନସିଲର ମାନେ ସହଯୋଗ କରୁନାହାନ୍ତି । ୱାର୍ଡକୁ...

କର୍ମଚାରୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ବନେଇକଳା ବସ୍ତିରେ ଭଡା ଘରେ ରହୁଥିବା ଜଣେ କମ୍ପାନୀ କର୍ମଚାରୀଙ୍କ ଘରୁ ନଗଦ ଟଙ୍କା ଓ ସୁନା...

ଟ୍ରାନ୍ସଫର୍ମରରେ ଫ୍ୟୁଜ ବାନ୍ଧିବାକୁ ଯାଇ ଜଣେ ଗୁରୁତର

ପାଟଣା,୨୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ପୁଟୁଳିଆ ଶିବକୃପା ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଜଣେ ବ୍ୟକ୍ତି ଟ୍ରାନ୍ସଫର୍ମରରେ ଫ୍ୟୁଜ ବାନ୍ଧୁଥିବା ସମୟରେ କରେଣ୍ଟଲାଗି...

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ ବିଏମ୍‌ସିର ୬ ଦୋକାନ ସିଲ୍‌

ବ୍ରହ୍ମପୁର ଅଫିସ,୧୯ା୬- କରୋନା ମୁକାବିଲା ନେଇ ଘୋଷିତ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ୬ ଦୋକାନକୁ ସିଲ କରିଛି ପ୍ରଶାସନ। ବ୍ରହ୍ମପୁର ମହାନଗର ନିଗମ...

ପୂର୍ବତନ ରାଜ୍ୟସଭା ସଦସ୍ୟଙ୍କ ପରଲୋକ

ସୁନ୍ଦରଗଡ଼,୨୪ା୧୨(ଡି.ଏନ୍‌.ଏ.): ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ବିଶିଷ୍ଟ କଂଗ୍ରେସ ନେତା ଗଣେଶ୍ୱର କୁସୁମ ଆଉ ନାହାନ୍ତି। ୮୭ ବର୍ଷ ବୟସରେ ସେ ଶୁକ୍ରବାର ଇହଲୀଳା ସମ୍ବରଣ...

ଟଙ୍କା ଆତ୍ମସାତ ଅଭିଯୋଗ: ଜେଲ ଗଲେ ଫାଇନାନ୍ସ କମ୍ପାନୀ ନିର୍ବାହୀ ଅଧିକାରୀ

ନିମାପଡ଼ା,୨୧।୧୧(ଡି.ଏନ୍‌.ଏ.): ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ ନିମାପଡ଼ା ଶାଖାର ନିର୍ବାହୀ ଅଧିକାରୀଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।...

ଶେଷ ହେଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ ନିର୍ବାଚନ

ଝାରସୁଗୁଡ଼ା ଅଫିସ,୨୮।୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ(ବିଟିଓଏ)ର ବାର୍ଷିକ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନରେ ବିଭିନ୍ନ ପଦପଦବୀ ପାଇଁ ୧୭ ଜଣ...

ସରିବ ନାଲ୍‌କୋ ସ୍ବୀକୃତିପ୍ରାପ୍ତ ସଙ୍ଗଠନର କାର୍ଯ୍ୟକାଳ: ଆରମ୍ଭ ହେଲାଣି ନିର୍ବାଚନ ପ୍ରସ୍ତୁତି

ବଅଁରପାଳ, ୧୩।୧୨(ଡି.ଏନ୍‌.ଏ)-ନାଲ୍‌କୋ ସ୍ମେଲଟର ପ୍ଲାଣ୍ଟରେ ନାଲ୍‌କୋ ଦ୍ୱାରା ସ୍ବୀକୃତିପ୍ରାପ୍ତ ଶ୍ରମିକ ସଙ୍ଗଠନ ଆଲୁମିନିୟମ ମଜୁଦୁର ସଂଘ(ଏଏମ୍‌ଏସ୍‌)ର କାର୍ଯ୍ୟକଳାପ ଆସନ୍ତା ଜାନୁୟାରୀ ୯ ତାରିଖରେ ଶେଷ ହେବ।...

Advertisement
Archives

Model This Week