ଆସିକା,୧୯।୪(ଡି.ଏନ୍.ଏ.):ଆସିକା ଥାନା ବାବନପୁର-ଢୁଙ୍କୁଣି ରାସ୍ତା କଡରେ ଏକ ଚାଷଜମିରୁ ଗୁରୁବାର ରାତିରେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣକ ଏହି ଥାନା ଅନ୍ତର୍ଗତ ଖାରିଆ ଗ୍ରାମର ଚିତ୍ରସେନ ପ୍ରଧାନ (୨୨)। ପୋଲିସ ମୃତଦେହ ଉଦ୍ଧାର କରି ଶୁକ୍ରବାର ଆସିକା ସରକାରୀ ଡାକ୍ତରଖାନାରେ ବ୍ୟବଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରିଛି। ଘଟଣା ସମ୍ପର୍କରେ ଆସିକା ଥାନାରେ ନଂ.୯/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ପୀତବାସ ଧାରୁଆ ସୂଚନା ଦେଇଛନ୍ତି। ଅପରପକ୍ଷେ ମୃତ ଚିତ୍ରସେନଙ୍କ ବାପା ରଘୁନାଥ ଅଂଶୁଘାତ ଯୋଗୁ ପୁଅର ମୃତ୍ୟୁ ହୋଇଥିବା ଥାନାରେ ଅଭିଯୋଗ କରିଥିବା ପୋଲିସ ପକ୍ଷରୁ କୁହାଯାଇଛି।
ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ
ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…
ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…
ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…
ଶହୀଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ବିଜ୍ଞାନରେ ସିମରନ ବ୍ଲକ ଟପ୍ପର
ଗଞ୍ଜାମ,୨୧।୫(ଅନାଥ ତରାଇ): +୨ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଗଞ୍ଜାମ ବ୍ଲକ ସ୍ଥିତ ସହିଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ଗୌରବମୟ…
ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…
ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…
ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…
ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ…
ଶିକାର କରିବାକୁ ଜଙ୍ଗଲରେ ବୁଲୁଥିଲେ, ମାଡ଼ି ବସିଲା ତାରସିଂ ପୋଲିସ; ବନ୍ଧୁକ ସହ…
ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଡିମିରିଝୋଲି ଜଙ୍ଗଲରୁ ପୋଲିସ ମଙ୍ଗଳବାର ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଲେ ବଡ ଡିମିରିଝୋଲିର ସନ୍ତୋଷ…
ବ୍ଲକ ସ୍ତରୀୟ ନାଟକ, ସୁବଳୟା ଖେଳ ପଡିଆରେ ଦୁଲୁକିବ କଳା ସଂସ୍କୃତିକ ମଞ୍ଚର…
ଗଞ୍ଜାମ,୨୦।୫(ବିଦ୍ୟାଧର ସାହୁ ): ୨୦୨୦ରେ ଗଠନ ହୋଇଥିବା ଗଞ୍ଜାମ କଳା ସଂସ୍କୃତିକ ମଞ୍ଚ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଛଅ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ…
ଔଷଧ ଦୋକାନ ମାଲିକଙ୍କ ଫଟୋ ବ୍ୟବହାର କରି ଏସି ଠକେଇ, ୩ ଜଣଙ୍କଠୁ ୪୭ ହଜାର ଲୁଟିନେଲେ
ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ): ସରକାର ଯେତିକି ସଚେତନତା କରୁଛନ୍ତି ଦୁର୍ବୃତ୍ତମାନେ ଆଉ ଟିକେ ଆଗକୁ ଯାଇ ଠକେଇ କରୁଛନ୍ତି । ଲୋକେ ମଧ୍ଯ ବିଭିନ୍ନ ପରିସ୍ଥିତି ଏବଂ କାରଣରୁ…
Archives

