ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଇରଙ୍ଗପୁର,୧୨।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ମଣଦା ଗ୍ରାମର ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ତାଙ୍କ ଘରୁ ପୋଲିସ ରବିବାର ଉଦ୍ଧାର କରିଛି। ମୃତକ ହେଲେ ଟିକାଚରଣ ନାୟକ। ସେ ଘରେ ଏକା ରହୁଥିବା ବେଳେ ସ୍ଥାନୀୟ ଲୋକେ ସକାଳେ ତାଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ଖବରପାଇ ଥାନା ଅଧିକାରୀଙ୍କ ସହ ରାଇରଙ୍ଗପୁର ସର୍କଲ ଏସ୍‌ଡିପିଓ ସ୍ନେହାଶିଷ ସାହୁ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ରାଇରଙ୍ଗପୁର ଡାକ୍ତରଖାନାକୁ ପଠାଇଥିଲେ। ପୋଲିସ ଟିକାଚରଙ୍କ ବେକରେ ଲାଗିଥିବା କ୍ଷତ ଚିହ୍ନକୁ ଦେଖି କେହି ଦୁର୍ବୃତ୍ତ ମାରଣାସ୍ତ୍ରରେ ତାଙ୍କ ଗଳାକାଟି ହତ୍ୟା କରିଥିବା ସନ୍ଦେହ କରୁଛି। ବାରିପଦାରୁ ଏକ ସାଇଣ୍ଟଫିକ୍‌ ଟିମ୍‌ ସନ୍ଧାନୀକୁକୁର ସହ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ବୃଦ୍ଧଙ୍କ ଜୀବନ ଗଲା, ଡ୍ରାଇଭର ଅଟକ

ବୁଗୁଡ଼ା,୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ବରଡ଼ିପଲ୍ଲୀ ମୁଖ୍ୟସଡ଼କରେ ସୋମବାର ଭୋର୍‌ ସମୟରେ ଏକ ଘରୋଇ ବସ୍‌ ଚକା ଚଳେ ଜଣେ ବୃଦ୍ଧଙ୍କ ଜୀବନ...

କେକେଙ୍କ ଗୀତରେ ଦର୍ଶକ ମତୁଆଲା

କଟକ ଅଫିସ, ୨୦-୧୧:‘ୟାରୋ ଦୋସ୍ତି ବଡିହି ହସିନ୍‌ ହେ, ୟେ ନା ହୋ ତୋ କ୍ୟା ଫିର ବୋଲୋ ୟେ ଜିନ୍ଦେଗି ହେ’ ଗୀତରେ ମତୁଆଲା...

ବାଇକରେ ଆସିଲେ, ଚାଲି କି ଫେରିଲେ

ଖୋର୍ଦ୍ଧା ଅଫିସ,୫।୪ : କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଲକଡାଉନ ଓ କୋଭିଡ 19...

ମୟୂରଭଞ୍ଜରୁ ୬ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬ ଛୁଇଁଲା

ବାରିପଦା ଅଫିସ, ୮।୬: ମୟୂରଭଞ୍ଜ ଜିଲାରୁ ସୋମବାର ନୂଆ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬ରେ...

ବିପଦସଙ୍କୁଳ ଅବସ୍ଥାରେ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ

ସୋରଡ଼ା,୨୫ା୭(ଡି.ଏନ.ଏ.)- ସୋରଡା ବ୍ଲକ ସୁରମଣି ପଞ୍ଚାୟତ ବିଷ୍ଣୁପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ, ପାଚେରି, କାନ୍ଥ, କାର୍ଯ୍ୟାଳୟ ଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି । ବାରମ୍ବାର...

କୁକୁର କାମୁଡ଼ାରେ ୧୨ରୁ ଊର୍ଦ୍ଧ୍ୱ ଆହତ

ବଅଁରପାଳ,୧୪ା୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନାଲ୍‌କୋ ସିପିପି ହଟିଂ ଓ ବଳରାମ ପ୍ରସାଦ ଗ୍ରାମର ଅମାପୁର ଓ ଭାଲୁଜିବିଧରି ସାହିରେ ପାଗଳା କୁକୁରଙ୍କ...

ଜଗତ୍‌ସିଂହପୁର ଜିଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୧୨୬ ବିଦ୍ୟାଳୟରେ ନାହାନ୍ତି ପ୍ରଧାନଶିକ୍ଷକ

ଜଗତ୍‌ସିଂହପୁର ଅଫିସ,୧ା୮: ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଥିବା ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ବାସ୍ତବରେ ସରକାରୀ ଉଦାସୀନତା ବେସରକାରୀ ଶିକ୍ଷାନୁଷ୍ଠାନଗୁଡିକୁ...

ଶାଶୁଘରେ ବିଷ ପିଇ ମହିଳା ମୃତ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ

କାଳିମେଳା,୨୩।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଏମ୍‌ଭି-୬୬ ଗ୍ରାମରେ ବିଷ ପିଇବା ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଶିବୁ ସରକାରଙ୍କ...

BGU
Play 250+ Trending Games
Archives

Model This Week

Why Dharitri