ଯୁବକଙ୍କ ହାତ ଓ ପାଦର ଆଙ୍ଗୁଳି ସଂଖ୍ୟା ୨୮…

ସାଧାରଣତଃ ମଣିଷଙ୍କ ଦୁଇ ହାତ ଏବଂ ପାଦରେ ୧୦ ଲେଖାଏଁ ଆଙ୍ଗୁଳି ରହିଥାଏ। ତେବେ ଗୁଜରାଟରେ ବାସ କରୁଥିବା ଦେବେନ୍ଦ୍ର ସୁଥରଙ୍କ ପ୍ରତି ହାତ ଏବଂ ପାଦରେ ୭ ଲେଖାଏଁ ଆଙ୍ଗୁଳି ରହିଛି। ତାଙ୍କର ଆଙ୍ଗୁଳି ସଂଖ୍ୟା ୨୮। ସେହିପରି ଓଡ଼ିଶାର ଗଞ୍ଜାମରେ ବାସ କରୁଥିବା ୬୩ ବୟସ୍କ କୁମାର ନାୟକ ନାମକ ମହିଳାଙ୍କ ଦୁଇହାତର ଆଙ୍ଗୁଳି ସଂଖ୍ୟା ୧୨ ଏବଂ ପାଦର ଆଙ୍ଗୁଳି ସଂଖ୍ୟା ୧୯ ରହିଛି। ତାଙ୍କର ମୋଟ ଆଙ୍ଗୁଳି ସଂକ୍ୟା ୩୧ ରହିଛି। ଡାକ୍ତରଙ୍କ ଅନୁସାରେ ହଜାରେ ଲୋକଙ୍କ ମଧ୍ୟରେ ଏଭଳି ଜଣେ ଲୋକଙ୍କଠାରେ ବ୍ୟତିକ୍ରମ ଦେଖାଯାଇଥାଏ। ଏହା ଏକ ଜନ୍ମଗତ ରୋଗ ପୋଲିଡେକ୍ଟଲି ଯୋଗୁ ହୋଇଥାଏ। ତେବେ ମାତୃଗର୍ଭରେ ଥିବା ସମୟରେ ଏସମ୍ପର୍କରେ ଅଲ୍ଟାସାଉଣ୍ଡ୍‌ ଦ୍ୱାରା ଜଣାପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାରାମୂଳାରୁ ଅଲ-ବଦ୍ରର ୭ ଆତଙ୍କବାଦୀ ଗିରଫ: ଯୋଜନା ଥିଲା ଘାଟିରେ ବଡ ଧରଣର ଆକ୍ରମଣ

ଶ୍ରୀନଗର,୧୩ ।୨: ପୂର୍ବ ପ୍ରକୃତିରୁ ବାହାରି ପାରୁନି ପାକିସ୍ତାନ । ଜମ୍ମୁ-କଶ୍ମୀରରେ ବାରମ୍ବାର ଆକ୍ରମଣ ଯୋଜନା କରି ଚାଲିଛନ୍ତି ପାକିସ୍ତାନ ଆତଙ୍କବାଦୀ । ହେଲେ ଭାରତୀୟ...

ଆଜି ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୧୮ା୭: ଭାରତର ପଞ୍ଚଦଶ ରାଷ୍ଟ୍ରପତି ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ହେଉଥିବା ଏହି ବହୁପ୍ରତୀକ୍ଷିତ ନିର୍ବାଚନ ଲାଗି ଭାଜପା...

କରୋନା କରାଇଦେଲା ପାସ୍‌

ଲକ୍ଷ୍ନୌ,୧୮।୩: ସାରା ଦେଶରେ କରୋନା ଭାଇରସ୍‌କୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହି ପ୍ରକୋପରୁ ବର୍ତ୍ତିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଏକତ୍ରିତ...

ପୋଲିସ-ସିଆରପିଏଫ୍‌ ଦଳଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ…

ଶ୍ରୀନଗର,୨।୧୦ : ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରର ପୁଲୱାମା ଜିଲାର ପୋଲିସ ଏବଂ ସିଆରପିଏଫ୍‌ ଦଳଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ପୋଲିସ ଯବାନ...

ପଞ୍ଜାବରେ ମ୍ୟୁନିସିପାଲିଟି ନିର୍ବାଚନ: କଂଗ୍ରେସ ଆଗରେ, ଭାଜପା ସବୁଠୁ ପଛରେ

ଚଣ୍ଡିଗଡ,୧୭।୨: ପଞ୍ଜାବ ମ୍ୟୁନିସିପାଲିଟି ନିର୍ବାଚନ ମତଗଣନା ଆରମ୍ଭ ହୋଇଛି। ପଞ୍ଜାବରେ ଏପର୍ଯ୍ୟନ୍ତ ସାମ୍ନାକୁ ଆସିଥିବା ନିର୍ବାଚନ ଫଳାଫଳରେ କଂଗ୍ରେସ ଏକ ନମ୍ବରରେ, ଅକାଳି ଦଳ ଦ୍ୱିତୀୟ...

ବଢୁଛି ଏଚ୍‌ଆଇଭି ଆକ୍ରାନ୍ତଙ୍କ ସଂଖ୍ୟା, ମହାରାଷ୍ଟ୍ର ଶୀର୍ଷରେ…

ନୂଆଦିଲ୍ଲୀ, ୧୮।୪ : ଦେଶରେ ଏଚ୍‌ଆଇଭି ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟାରେ ମହାରାଷ୍ଟ୍ର ଶୀର୍ଷରେ ରହିଛି। ଏହାପଛକୁ ଦ୍ୱିତୀୟ ସ୍ଥାନରେ ଉତ୍ତରପ୍ରଦେଶ...

ସର୍ବାଧିକ ବିଳମ୍ବରେ ଫେରୁଛି ମୌସୁମୀ

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଦକ୍ଷିଣପଶ୍ଚିମ ମୌସୁମୀ ବୁଧବାରଠାରୁ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିଛି। ଚଳିତବର୍ଷ ମୌସୁମୀ ପ୍ରତ୍ୟାବର୍ତ୍ତନରେ ସର୍ବାଧିକ ବିଳମ୍ବ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର...

ଭିନ୍ନ ମେଳା: ଯେଉଁଠାରେ ବିବାହ ପାଇଁ ଅନ୍ୟର ସ୍ତ୍ରୀକୁ କରାଯାଏ ଚୋରି

ବିଶ୍ୱର ବିଭିନ୍ନ ସ୍ଥାନରେ ବିବାହର ରୀତି ଭିନ୍ନ ପ୍ରକାରର। ଏମିତି ଏକ ରୀତି ରହିଛି ଯେଉଁଠାରେ ପୁରୁଷମାନେ ଅନ୍ୟର ସ୍ତ୍ରୀକୁ ଚୋରିକରି ବିବାହ କରିଥାନ୍ତି। ପଶ୍ଚିମ...

Advertisement
Archives

Model This Week