Posted inଜାତୀୟ

ଯୁବକ ସମୟରେ କରିଥିଲେ ଅପରାଧ; ବୃଦ୍ଧାବସ୍ଥାରେ ପଡ଼ିଲେ ଧରା

ଝାବୁଆ,୧୭।୪: କୁହାଯାଏ ସତ କେବେ ଲୁଚି ରହେନା। ଏହାର ଏକ ଉଦାହରଣ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ଦେଖିବାକୁ ମିଳିଛି। ଯୁବକ ସମୟରେ ଅପରାଧ କରି ଜଣେ ବ୍ୟକ୍ତି ବୃଦ୍ଧାବସ୍ଥାରେ ଧରାପଡ଼ିଛନ୍ତି। ୨୫ ବର୍ଷ ବୟସରେ  ତୋଲିଆ ବିନ୍ଦିଆ ଭୀଲ୍‌ ରାଜସ୍ଥାନର ଚିତୋରଗଡ଼ର ବେଙ୍ଗୁ ଅଞ୍ଚଳରେ ୧୯୮୦ରେ ଏକ ଚୋରି କରି ପୋଲିସ ଆଖିରେ ଧୁଳି ଦେଇ ମଧ୍ୟପ୍ରଦେଶ ଝାବୁଆ ପଳାଇ ଆସିଥିଲେ। ପିତମପୁରାରେଠାରେ ବାସ କରୁଥିଲେ। ଏବେ ଲୋକ ସଭା ନିର୍ବାଚନ ପାଇଁ ଅପରାଧୀଙ୍କ ତାଲିକା ଯାଞ୍ଚ୍‌ ସମୟରେ ୩୯ ବର୍ଷ ପରେ ପୋଲିସ ତୋଲିଆଙ୍କୁ ଗିରଫ କରିଛି। ଏନେଇ ଥାନା ଅଧିକାରୀ ନରେନ୍ଦ୍ର ରଘୁବଂଶୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏବେ ତୋଲିଆଙ୍କୁ ୬୪ ବର୍ଷ ବୟସ।


Enter your email to get our daily news in your inbox.

All Right Reserved By Dharitri.Com

ଶିଖ୍‌ ଛାତ୍ରୀଙ୍କୁ ପଗଡ଼ି ଖୋଲିବାକୁ କହିଲା ବେଙ୍ଗାଲୁରୁ କଲେଜ

ବେଙ୍ଗାଲୁରୁ,୨୪।୨: କର୍ନାଟକ ହାଇକୋର୍ଟଙ୍କ ଆନ୍ତରୀଣ ରାୟ ଯୋଗୁ ବେଙ୍ଗାଲୁରୁର ଏକ କଲେଜ ଶିଖ୍‌ ଛାତ୍ରୀଙ୍କୁ କ୍ଲାସରେ ପଗଡ଼ି ବ୍ୟବହାର କରିବାକୁ ମନା କରି ଦେଇଛନ୍ତି। ୩...

ଚାଟାର୍ଜୀଙ୍କୁ ବହିଷ୍କାର ନେଇ ଚିଠି ଲେଖିଲେ କଂଗ୍ରେସ ନେତା

କୋଲକାତା,୨୬।୭: ଗିରଫ ହୋଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଅଡୁଆ ଧୀରେ ଧୀରେ ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ...

ଜେଟଲୀଙ୍କ ଘରେ ପହଞ୍ଚିଲେ ମୋଦି: ପରିବାର ବର୍ଗଙ୍କୁ ଦେଲେ ସ୍ବାନ୍ତନା

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦେଶ ଗସ୍ତରୁ ଫେରି ମଙ୍ଗଳବାର ପୂର୍ବାହ୍ନରେ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ କୈଳାସ କଲୋନୀ ସ୍ଥିତ ବାସଭବନରେ ପହଞ୍ଚି ତାଙ୍କ...

ବାୟୁସେନା ସ୍ଥାପନା ଦିବସ: ତେଜସ ଓ ଜାଗୁଆର ସହ ଶକ୍ତି ପ୍ରଦର୍ଶନ କଲା ରାଫାଲ

ନୂଆଦିଲ୍ଲୀ,୮ ।୧୦: ଅକ୍ଟୋବର ୮ରେ ଭାରତୀୟ ବାୟୁସେନା ପାଳନ କରିଛି ତା’ର ୮୮ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ଗାଜିଆବାଦର ହିଡନ ଏୟାରବେସ୍‌ରେ ଶକ୍ତି...

ପଞ୍ଜାବ ବିଧାନସଭା ନିର୍ବାଚନରେ ଲଢିବେ ସୋନୁ ସୁଦଙ୍କ ଭଉଣୀ ମାଳବିକା

ଚଣ୍ଡିଗଡ଼,୧୪ ।୧୧: ପଞ୍ଜାବରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏଥିପାଇଁ ଏବେଠାରୁ ସବୁ ରାଜନୈତିକ ପାର୍ଟି ଅଣ୍ଟା ଭିଡିଥିବା ବେଳେ କିଛି...

୮ଦିନିଆ ରିମାଣ୍ଡରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ

ଚଣ୍ଡିଗଡ଼,୨୮।୬: ପଞ୍ଜାବର ପ୍ରସିଦ୍ଧ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ମଙ୍ଗଳବାର ଅମୃତଶର କୋର୍ଟରେ ହାଜର କରାଯାଇଥିଲା। କୌଣସି ଅପ୍ରିତିକର ପରିସ୍ଥିତି...

ଅନୁଚ୍ଛେଦ ୩୭୦: ଜନ୍ତର ମନ୍ତରରେ ବିରୋଧୀଙ୍କ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୨୨।୮: ଜମ୍ମୁ-କଶ୍ମୀରରେ ଗୃହବନ୍ଦୀ ଥିବା ନେତାଙ୍କୁ ମୁକୁଳାଇବାକୁ ନେଇ ଗୁରୁବାର ଦିଲ୍ଲୀର ଜନ୍ତର ମନ୍ତରଠାରେ ବିରୋଧୀ ଦଳ ନେତାମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏଥିରେ କଂଗ୍ରେସ,...

ପଞ୍ଚଭୂତରେ ବିଲୀନ ହେଲେ ଭାରତ ରତ୍ନ

ନୂଆଦିଲ୍ଲୀ, ୧।୯: ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଦିଲ୍ଲୀର ଲୋଧି ରୋଡ ସ୍ଥିତ ଶ୍ମଶାନରେ ପ୍ରଣବଙ୍କ...

Advertisement
Archives

Model This Week