ଯୁବତୀଙ୍କୁ ଅସଦାଚରଣ, ବ୍ୟବସାୟୀ ଗିରଫ

ବ୍ରହ୍ମପୁର ଅଫିସ,୨୫ା୮-ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରି ବିଫଳ ହେବା ପରେ ବିଚ ରାସ୍ତାରେ ତାଙ୍କୁ ଅସଦାଚରଣ କରିବା ଅଭଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବ ବ୍ୟବସାୟୀଙ୍କୁ ରବିବାର ଗିରଫ କରିଛି । ସେ ହେଲେ ପି. ସରୋଜ କୁମାର। ମାମଲା ନଂ.୧୭୧/୧୯ ଅନୁସାରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଅତିରିକ୍ତ ଏସ୍‌ପି ପ୍ରଶାନ୍ତ କୁମାର ମିଶ୍ର ସୂଚନା ଦେଇଛନ୍ତି। ପ୍ରକାଶ ଯେ, ସରୋଜ ଉକ୍ତ ଯୁବତୀଙ୍କ ଅନିଚ୍ଛା ସତ୍ତ୍ୱେ ତାଙ୍କୁ ଭଲ ପାଉଥିଲେ। ରବିବାର ଯୁବତୀଙ୍କୁ ସରୋଜ ଟଣାଓଟରା କରିବା ସହ ରାସ୍ତାରେ ଅସଦାଚରଣ କରିଥିଲେ। ତେଣୁ ବାଧ୍ୟ ହୋଇ ସେ ଏ ନେଇ ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ସରୋଜଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୨ ୱାର୍ଡକୁ ଗୋଟିଏ ଟିଫା ମେଶିନ

ବ୍ରହ୍ମପୁର,୧୭।୭(ସ୍ମୃତି ରଞ୍ଜନ ମହାଲିକ): ବର୍ଷା ଦିନ ଆରମ୍ଭରୁ ସହରବାସୀ ବିଭିନ୍ନ ସଂକ୍ରମିତ ରୋଗରେ ପଡ଼ୁଛନ୍ତି। ବିଶେଷକରି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ମ୍ୟାଲେରିଆ ଓ ବାତଜ୍ୱର...

ବାହାନା ନାଳ ସ୍ଥିତି ସଙ୍ଗିନ, ବଢ଼ିଲା ଚିନ୍ତା

ବ୍ରହ୍ମପୁର,୧୭।୭(ଅଶୋକ କୁମାର ସାହୁ): ବ୍ରହ୍ମପୁର ସହର ଭିତର ଦେଇ ଯାଇଥିବା ବାହାନା ନାଳର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ନାଳର ବିଭିନ୍ନ ସ୍ଥାନରେ ଆବର୍ଜନା ପଡୁଥିବା ଓ...

ବିଦ୍ୟୁତ୍‌ ତାରରେ ଛନ୍ଦିହୋଇ ଭାଲୁ ମୃତ

କବିସୂର୍ଯ୍ୟନଗର, ୧୪ା୭ (କୃପାସିନ୍ଧୁ ସ୍ବାଇଁ): ଶିକାରୀ ବିଛାଇ ଥିବା ବିଦ୍ୟୁତ ତାରରେ ଛନ୍ଦି ହୋଇ ଏକ ଭାଲୁର ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ...

ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

ଛତ୍ରପୁର, ୧୪ା୭ (ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକ ନିକଟ ଜାତୀୟ ରାଜପଥରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ...

କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର

ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ଗ୍ରାମ ଦଳିତ ସାହିରେ ରବିବାର ମଧ୍ୟାହ୍ନରେ ଏକ ବଡ଼ ଧରଣର ଅଘଟଣ ଘଟିଛି। ରାମାୟଣ...

ବ୍ୟବସାୟୀଙ୍କ ଘରୁ ୪୦ ଲକ୍ଷ ଟଙ୍କାର ସୁନାଗହଣା ଚୋରି

ବ୍ରହ୍ମପୁର,୧୪ା୭(ସୁବାସ ଚନ୍ଦ୍ର ପାଢ଼ୀ): ସହରରେ ଏବେ ଲୁଟେରା ଗ୍ୟାଙ୍ଗ୍‌ ପୁଣିଥରେ ସକ୍ରିୟ ହେବାରେ ଲାଗିଛନ୍ତି। ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଛନ୍ତି ଏହି ଗ୍ୟାଙ୍ଗ୍‌।...

ମିଳିଗଲା ଚୋରି ହୋଇଥିବା କେଜିକେଜି ରୁପା, ସୁନା

ଛତ୍ରପୁର,୧୩।୭: ବ୍ୟବସାୟୀଙ୍କଠାରୁ ସୁନା ଓ ରୁପା ଅଳଙ୍କାର  ଲୁଟ୍‌ ଘଟଣାରେ ଚମାଖଣ୍ଡି ପୋଲିସ ସଫଳ ହୋଇଛି। ଏହି ଘଘଟଣାରେ ସମ୍ପୃକ୍ତ ଆସିକା କରାତଳି ଗ୍ରାମର ଏ...

ମୁକୁଳା ଡ୍ରେନ୍‌ରେ ପଡ଼ି ଚାଲିଗଲା ଶ୍ରମିକଙ୍କ ଜୀବନ, ତାତିଲେ ଲୋକେ

ପୁରୁଷୋତ୍ତମପୁର,୧୨ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀଛକଠାରେ ଡ୍ରେନ୍‌ରେ ପଡ଼ି ଗୁରୁବାର ରାତିରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri