ଯୁବତୀଙ୍କୁ ନେଇ ବିବାହିତ ଯୁବକ ଫେରାର: ଅଭିଯୋଗ ଆଣିଲେ ସ୍ତ୍ରୀ

ବଅଁରପାଳ,୧୧।୩(ଡିଏନ୍‌ଏ): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଅଞ୍ଚଳ ଜଣେ ବିବାହିତ ଯୁବକ ହିନ୍ଦୋଳ ଅଞ୍ଚଳର ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଛନ୍ତି। ଏହା ନିଜେ ଯୁବକଙ୍କ ସ୍ତ୍ରୀ ବୁଧବାର ଥାନାରେ ଅଭିଯୋଗ କରିଛନ୍ତି।
୩ ବର୍ଷ ତଳେ କୈଳାସ ସାହୁଙ୍କ ସହ ତାଙ୍କର ବିବାହ ହୋଇଥିବା ବେଳେ ତାଙ୍କର ଏକ ସନ୍ତାନ ମଧ୍ୟ ରହିଛି। ମାତ୍ର କୈଳାସ କିଛିଦିନ ତଳେ ପୁରୀ ଯାଉଛି କହି ଘରୁ ଯାଇଥିଲେ। ସେବେଠାରୁ ସେ ଘରକୁ ଆସି ନ ଥିବା ବେଳେ ସ୍ତ୍ରୀ ଥାନାରେ ଏପରି ଏକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁ ମୋ’ ଝିଅକୁ ମାରିଦେଲେ

କବିସୂର୍ଯ୍ୟନଗର,୧୭ା୯(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମର ଏସ.ମହେନ୍ଦ୍ର ରେଡ୍ଡୀଙ୍କ ସ୍ତ୍ରୀ ରଙ୍ଗବତୀ (୨୦)ଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଜବତ କରିଛି। ଝାଡ଼ବାଇ...

ମାଲକାନଗିରିରେ ୧୧୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ମାଲକାନଗିରି,୧୫ା୮: ଶନିବାର ମାଲକାନଗିରି ଜିଲାରେ ୭୩ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଜିଲାରେ ଆଜି ସୁଦ୍ଧା ମୋଟ୍‌ ୧୧୫୬ଟି...

ରକ୍ତ ହେଲା ପର: ପ୍ରତିଶୋଧରୁ ଗୁଳିମାଡ

ଖୋର୍ଦ୍ଧା ଅଫିସ, ୨ା୭:ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ଝିଣ୍ଟିକାପଲ୍ଲୀ ଗ୍ରାମରେ ଗୁରୁବାର ଗୁଳି ଫୁଟିଛି। ସାନଭାଇ ଗୁଳିମାଡ଼ରେ ବଡଭାଇ ଗୁରତର ଆହତ ହୋଇଛନ୍ତି। ଗୁରୁତର...

କେନ୍ଦ୍ରରେ ବିକ୍ରି ହେବ ମାଛ ଖାଦ୍ୟ, ଔଷଧ

ଭଞ୍ଜନଗର,୧୪।୯(ଡି.ଏନ.ଏ)-ନବ ନିଯୁକ୍ତ ଓଡ଼ିଶା ମତ୍ସ୍ୟଚାଷ ଉନ୍ନୟନ ନିଗମ ଅଧ୍ୟକ୍ଷ ଅସିତ ପଟ୍ଟନାୟକ ଶୁକ୍ରବାର ଭଞ୍ଜନଗର ମତ୍ସ୍ୟ ଯାଅଁ।ଳ ଉତ୍ପାଦନ କେନ୍ଦ୍ର ପରିଦର୍ଶନରେ ଆସିଥିଲେ। କେନ୍ଦ୍ରର ବିଭିନ୍ନ...

ସଙ୍କଟରେ କୌଳିକ ବୃତ୍ତି

କେନ୍ଦୁଝର, ୧୧।୫ (ସ୍ବ.ପ୍ର.)-ମାଟି ସହିତ ମଣିଷର ସମ୍ପର୍କ ଅତି ନିବିଡ଼। ଏଥିରୁ ଅନେକ ଜୀବନଜୀବିକା ନିର୍ବାହ କରିଆସୁଛନ୍ତି । ଏଭଳି ମାଟିରୁ ଜୀବିକା ନିର୍ବାହ କରି...

ଏକା ସାଙ୍ଗରେ ଆକ୍ରମଣ କଲେ ୪ ଭାଲୁ, ବୃଦ୍ଧ ଗୁରୁତର

ପାଟଣା,୨୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ତଣ୍ଡ ଗ୍ରାମର ଜଣେ ବୃଦ୍ଧଙ୍କୁ ରବିବାର ଅପରାହ୍ନରେ ଏକା ସାଙ୍ଗରେ ୪ଟି ଭାଲୁ ଆକ୍ରମଣ କରିବାରୁ ସେ...

ଶାଳଗାଁରେ ହାତୀ ଉପଦ୍ରବ

ଚୌଦ୍ୱାର,୧୮ା୧୨(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଶାଳଗାଁ ପଞ୍ଚାୟତ ଅଧୀନ ଶାଳଗାଁ ଗ୍ରାମରେ ଗୁରୁବାର ଭୋରରୁ ହାତୀ ଉପଦ୍ରବ ଦେଖିବାକୁ ମିଳିଥିଲା। ୧୬ଟିକିଆ ହାତୀପଲ ଧାନବିଲରେ ପଶି ଫସଲ...

ଧ୍ୱଂସମୁଖରେ ଓଳାଶୁଣୀର ସବୁଜ ବନାନୀ

ଚଣ୍ଡିଖୋଲ,୧୮ା୬(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ୍‌ରେ ଅବସ୍ଥିତ ରାଜ୍ୟର ପ୍ରମୁଖ ଧର୍ମ, ସଂସ୍କୃତି, ଐତିହ୍ୟ ଓ ପର୍ଯ୍ୟଟନ ପୀଠ ଓଳାଶୁଣୀ ପାହାଡ଼ର ଉଭୟ ପୂର୍ବ ଏବଂ...

Advertisement
Archives

Model This Week