ଯୁବତୀଙ୍କୁ ନେଇ ବିବାହିତ ଯୁବକ ଫେରାର: ଅଭିଯୋଗ ଆଣିଲେ ସ୍ତ୍ରୀ

ବଅଁରପାଳ,୧୧।୩(ଡିଏନ୍‌ଏ): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଅଞ୍ଚଳ ଜଣେ ବିବାହିତ ଯୁବକ ହିନ୍ଦୋଳ ଅଞ୍ଚଳର ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଛନ୍ତି। ଏହା ନିଜେ ଯୁବକଙ୍କ ସ୍ତ୍ରୀ ବୁଧବାର ଥାନାରେ ଅଭିଯୋଗ କରିଛନ୍ତି।
୩ ବର୍ଷ ତଳେ କୈଳାସ ସାହୁଙ୍କ ସହ ତାଙ୍କର ବିବାହ ହୋଇଥିବା ବେଳେ ତାଙ୍କର ଏକ ସନ୍ତାନ ମଧ୍ୟ ରହିଛି। ମାତ୍ର କୈଳାସ କିଛିଦିନ ତଳେ ପୁରୀ ଯାଉଛି କହି ଘରୁ ଯାଇଥିଲେ। ସେବେଠାରୁ ସେ ଘରକୁ ଆସି ନ ଥିବା ବେଳେ ସ୍ତ୍ରୀ ଥାନାରେ ଏପରି ଏକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଲଗ୍ନଧରା: ୩୦ରେ ଟୁସୁ – ଶଙ୍କରଙ୍କ ବିବାହ

ବାଲେଶ୍ୱର ଅଫିସ, ୧୯।୫-ବାଲେଶ୍ୱରର ଲୋକପର୍ବ ଜଉକଣ୍ଢେଇ ବାହାଘର ଉତ୍ସବ କମିଟି ପକ୍ଷରୁ ଚଳିତବର୍ଷ ଟୁସୁ ଓ ଶଙ୍କରଙ୍କର ଲଗ୍ନଧରା ଶ୍ୟାମସୁନ୍ଦର ମନ୍ଦିର ପରିସରରେ ଶନିବାର ଅନୁଷ୍ଠିତ...

କରୋନା ଗବେଷଣାରେ ଓଡ଼ିଆ ଯୁବ ବୈଜ୍ଞାନିକ

କଟକ ଅଫିସ,୧୫ା୬: ଶରୀରରେ ଭିଟାମିନ୍‌-ଡିର ଅଭାବ ରହିଲେ କରୋନାଜନିତ ମୃତ୍ୟୁ ଅଧିକ ହେବ। ଭାରତରେ ଯେଉଁ ସବୁ ସ୍ଥାନରେ କରୋନାଜନିତ ମୃତ୍ୟୁ ଅଧିକ ହୋଇଛି, ସେଠାକାର...

ଅଗ୍ନିକାଣ୍ଡରେ ଜଳିଗଲା ୮ ବଖରା : ନବବଧୂ ଜୀବନ୍ତ ଦଗ୍ଧ

ଭଦ୍ରକ ଅଫିସ୧୩।୫: ଭଦ୍ରକ ସହର ଉପକଣ୍ଠ ଉଗାଳପୁର ମାଝିସାହିରେ ରବିବାର ମଧ୍ୟାହ୍ନରେ ଭୟାଭୟ ଅଗ୍ନିକାଣ୍ଡ ଘଟି ପଙ୍କଜିନୀ ଟୁଡୁ (୨୨) ନାମ୍ନୀ ଜଣେ ନବବଧୂ ଜୀବନ୍ତଦଗ୍ଧ...

ଜରାଜୀର୍ଣ୍ଣ ଅବସ୍ଥାରେ ଗାନ୍ଧୀପାର୍କ

ଆଠମଲ୍ଲିକ, ୩୦।୭(ଡି.ଏନ.ଏ.)ଜନସାଧାରଣଙ୍କ ଚିତ୍ତବିନୋଦନ ଏବଂ ଅଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଆଠମଲ୍ଲିକ ସହର ପ୍ରବେଶ ଦ୍ୱାରରେ ନିର୍ମାଣ ହୋଇଥିଲା ଗାନ୍ଧୀପାର୍କ। ହେଲେ ପରିଚାଳନାଗତ ଅବ୍ୟବସ୍ଥାରୁ ଏହା...

୭ ଦିନ ବନ୍ଦ ରହିବ ସୂର୍ଯ୍ୟମନ୍ଦିର: ଭୟରେ ପର୍ଯ୍ୟଟକ ଶୂନ୍ୟ

କୋଣାର୍କ,୧୬।୩(ଡି.ଏନ.ଏ): କରୋନା ଭାଇରସ ପ୍ରଭାବରେ ସମଗ୍ର ବିଶ୍ୱ ଆତଙ୍କିତ ଅବସ୍ଥାରେ ଥିବାବେଳେ ସରକାର ପ୍ରତି ଜନସମାଗମକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ...

କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟାଜଳ : ଅଟକି ରହିଛି ଗାଡ଼ିମୋଟର, ଯାତାୟାତ ବାଧାପ୍ରାପ୍ତ

କାଲିମେଳା,୨୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ବୁଧବାର ରାତିଠାରୁ ବର୍ଷା ଲାଗିରହିଛି। ଫଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର କାଲିମେଳା ବ୍ଲକ ଅନ୍ତର୍ଗତ କାଙ୍ଗୁରୁକୋଣ୍ଡା ପୋଲ ଉପରେ...

୧୮ଦଫା ଦାବି ନେଇ ଚାଷୀଙ୍କ ବିକ୍ଷୋଭ

ବାସୁଦେବପୁର, ୨୨ା୧୦(ଡି.ଏନ୍‌.ଏ.)- ଅଖିଳ ଭାରତ କୃଷକ ସଭା ବାସୁଦେବପୁର ଶାଖା ପକ୍ଷରୁ ମଙ୍ଗଳବାର ଚାଷୀଙ୍କ ୧୮ ଦଫା ଦାବି ପୂରଣ ଲାଗି ବିକ୍ଷୋଭ ଶୋଭାଯାତ୍ରା ଓ...

ବିଜୁବାବୁଙ୍କ ଜୟନ୍ତୀରେ ଶପଥପାଠ

ଜୟପୁର,୫।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜୟନ୍ତୀ ଅବସରରେ ନିର୍ବାଚନମଣ୍ଡଳୀ କର୍ମକର୍ତ୍ତା ଏବଂ କର୍ମୀମାନଙ୍କୁ ନେଇ ଏକ ସଭାର ଆୟୋଜନ...

Coronavirus Update

Archives

Model This Week

Why Dharitri