ନୂଆଗାଁ,୨୮।୪(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ଚିତାପେଡ଼ି ପଞ୍ଚାୟତର ଲୋଧାରାମ ଅଞ୍ଚଳର ଜନୈକ ଯୁବତୀଙ୍କୁ ସେହି ପଞ୍ଚାୟତର ରାଜେଶ ନାଏକ(୩୦) ନାମକ ଜଣେ ଯୁବକ ବଳାତ୍କାର କରିଥିବା ବିଶ୍ରା ଥାନାରେ ଶନିବାର ଅଭିଯୋଗ ହୋଇଛି। ତେବେ ସମ୍ପୃକ୍ତ ଯୁବକ ଏହି ଘଟଣା ପରେ ଫେରାର ହୋଇଥିବା ପୋଲିସ କହିଛି। ଏନେଇ ବିଶ୍ରା ଥାନାରେ ଏକ ମାମଲା (ନଂ. ୪୩/୨୦୧୯) ରୁଜୁ ହୋଇଛି। ପୋଲିସ ଏହି ଘଟଣାର ଅଧିକ ତଦନ୍ତ ଜାରି ରଖିବା ସହ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିବା ନେଇ ଉଦ୍ୟମ ଜାରି ରଖିଛି।

ହୀରାକୁଦ ଡ୍ୟାମ୍ର ପୁଣି ୨ ଗେଟ୍ ଖୋଲିଲା, ୧୧୦ ଫୁଟ ଟପିଲା ଜଳପତ୍ତନ
ସମ୍ବଲପୁର,୧୮ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ପୁଣି ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ...

ଗିରଫ ପରେ ଚାକିରିରୁ ସସ୍ପେଣ୍ଡ ହେଲେ ପ୍ରଫେସର ସୁନା ସାର୍
ସମ୍ବଲପୁର,୧୭।୭: ସମ୍ବଲପୁର GM ବିଶ୍ୱବିଦ୍ୟାଳୟର ଏଜୁକେସନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଗୋପିକାନ୍ତ ସୁନାଙ୍କୁ ଗୁରୁବାର ଚାକିରିରୁ ସସ୍ପେଣ୍ଡ କରାଯାଇଛି। ମହିଳା ଥାନା ଆଇଆଇସିଙ୍କ ରିପୋର୍ଟ ଆଧାରରେ...

ସମ୍ବଲପୁରରୁ ଆସିଲା ସାଂଘାତିକ ଖବର, ପୁଣି ଅଧ୍ୟାପକଙ୍କ ନିର୍ଯାତନା, ଛାତ୍ରୀ କଲେ…
ସମ୍ବଲପୁର, ୧୭।୭(ପ୍ରମୋଦ ବହିଦାର): ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ର୍ନିଯାତନା। ଏଥିରେ ମଧ୍ୟ ଜଣେ...

ଚାଲିଥିଲା ଗଞ୍ଜେଇ ରେଡ୍ ମିଳିଲା କୋଟିଏ ଟଙ୍କାର ରୁପାଇଟା
ସମ୍ବଲପୁର,୧୦।୭: ସମ୍ବଲପୁର ଜିଲାର ରେଙ୍ଗାଲି ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ ବେଳେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶାସନ ଟୋଲଗେଟ ନିକଟରେ ଗଞ୍ଜେଇ ଯାଞ୍ଚ...

ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଖୋଲା: ୪ ଗେଟ୍ ବନ୍ଦ
ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍କୁ ବନ୍ଦ କରାଯାଇଛି। ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରୁ ମଙ୍ଗଳବାର ସନ୍ଧ୍ୟା ୭ଟାରେ ଉଭୟ ପାଶର୍ବର...

ଭିଜିଲାନ୍ସ ଜାଲରେ ରେଢ଼ାଖୋଲ ଉପଖଣ୍ଡର BVO, PA; ଟଙ୍କା ୫ ହଜାର ପାଇଁ…
ସମ୍ବଲପୁର,୭।୭: ରେଢ଼ାଖୋଲ ଉପଖଣ୍ଡରେ ସମ୍ବଲପୁର ଭିଜିଲାନ୍ସ ଟିମ୍ ଏକ ବଡ଼ ଧରଣର ଅଭିଯାନ ଚଳାଇ ବ୍ଲକ ଭେଟନାରୀ ଅଫିସର (BVO) ଡା. ସୁବାସ ପ୍ରକାଶ ସୋରେନ...

ଖୋଲିଲା ହୀରାକୁଦ ଗେଟ୍, ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ
ସମ୍ବଲପୁର,୬ା୭: ଆଜି ଅର୍ଥାତ୍ ରବିବାର ହୀରାକୁଦ ଡ୍ୟାମ୍ର ଗେଟ୍ ଖୋଲାଯାଇଛି। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନଂ ଗେଟ୍ ଖୋଲାଯାଇଥିବାବେଳେ ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍ ଖୋଲାଯିବ।...

ଦୋକାନରୁ ଜିନିଷ କିଣି ଘରକୁ ଫେରିବାବେଳେ ନାବାଳିକାଙ୍କୁ ଯୌନ ଅସଦାରଣ, ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ
ସମ୍ବଲପୁର/ଜମନକିରା,୨୧ା୬ (ପ୍ରମୋଦ ବହିଦାର/ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅନ୍ତର୍ଗତ ମାଧଡିହୀ ଗ୍ରାମରେ ନାବାଳିକାଙ୍କୁ ଯୌନ ଅସଦାଚରଣ ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି।...
Archives
