ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଯୁବକ

ବାରିପଦା ଅଫିସ,୧୪।୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ଦୀନକୃଷ୍ଣ ସାହୁ। ପୋଲିସ ସୂଚନା ଅନୁଯାୟୀ, କିଛି ମାସ ତଳେ ଯୁବକ ଜଣକ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ପରେ ଯୁବକ ଜଣକ ଯୁବତୀଙ୍କୁ ବିବାହ କରିବାକୁ ମନା କରି ଦେଇଥିଲେ। ଏନେଇ ଯୁବତୀ ଜଣକ ଯୁବକଙ୍କ ଘରେ ପହଞ୍ଚି ଥିଲେ। ହେଲେ ଯୁବକଙ୍କ ପରିବାର ଲୋକେ ଯୁବତୀଙ୍କୁ ଜାତିଆଣ ଆକ୍ଷେପ କରି ଗାଳିଗୁଲଜ କରିଥିଲେ। ଏନେଇ ପୀଡ଼ିତାଙ୍କ ପରିବାର ଲୋକେ ଶନିବାର ଥାନାରେ ଏକ ଅଭିଯୋଗ କରିଥିଲେ ା ପୋଲିସ ଏକ ମାମଲା (ନଂ. ୪୧/୨୧) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସମ୍ମୁଖରେ ପଞ୍ଜାବୀ ଯୁବକଙ୍କୁ ଆକ୍ରମଣ ଘଟଣା: ୩୦୭ ଦଫା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେବେ ପରବିନ୍ଦର

ଭୁବନେଶ୍ୱର,୧୯।୧(ବ୍ୟୁରୋ)- ପଞ୍ଜାବୀ ଯୁବକ ପରବିନ୍ଦର ସିଂ ପାଲ୍‌ଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଘଟଣାକୁ ନେଇ ସମାଲୋଚନାର ଶିକାର ହୋଇଛି କମିଶନରେଟ ପୋଲିସ। କୋହଳ ଦଫା...

ଚାଲି ଚାଲି ଜଙ୍ଗଲ ଘେରି ପାହାଡ଼ ବୁଲିଲେ ଜିଲାପାଳ, ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ପୁରୁଷୋତ୍ତମପୁର,୧୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଗସ୍ତରେ ଆସି ବିଭିନ୍ନ ଗ୍ରାମର ପର୍ଯ୍ୟଟନ ସ୍ଥଳ ଓ ଉନ୍ନୟନମୂଳକ କାର୍ଯ୍ୟର...

ମିଳିବ ନିଃଶୁଳ୍କ ପ୍ରଶିକ୍ଷଣ

ଅନୁଗୋଳ ଅଫିସ, ୭।୧୨ ରାଜ୍ୟର ଶିକ୍ଷିତ ଯୁବତୀଯୁବକଙ୍କୁ ନିଃଶୁଳ୍କ ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରାଯିବ। ଇଲେକ୍ଟ୍ରିସିଆନ, ରାଜମିସ୍ତ୍ରି ଏବଂ ୱେଲ୍ଡର ଟ୍ରେଡ୍‌ରେ ଉଚ୍ଚମାନର ପ୍ରଶିକ୍ଷଣ ଦିଆଯିବା...

ଘୁମା ରୋଗରେ ମଲେଣି ୫ ହଜାରରୁ ଊର୍ଦ୍ଧ୍ୱ କୁକୁଡ଼ା: ଚାଷୀ ମହଲରେ ବଢ଼ୁଛି ଅସନ୍ତୋଷ

ବନ୍ତଳା,୨୦ା୯(ଡି.ଏନ.ଏ.)-ଅନୁଗୋଳ ବ୍ଲକ ଅଞ୍ଚଳରେ ଅଜଣା ରୋଗରେ ଗୋରୁ ଆକ୍ରାନ୍ତ ହେଉଥିବା ବେଳେ ଏବେ ବ୍ରଏଲର କୁକୁଡ଼ା ମଡ଼କ ଦେଖାଦେଇଛି। ବିଶେଷକରି ବନ୍ତଳା ଅଞ୍ଚଳରେ କିଛି ଦିନ...

ପୋଲିସରେ ବଡ଼ ଧରଣର ବଦଳି: ୨୬ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ

ବରଗଡ ଅଫିସ,୧୧।୫- ବରଗଡ ଜିଲା ପୋଲିସରେ ବଡ଼ ଧରଣର ବଦଳି ହୋଇଛି। ଜିଲାରେ କାର୍ଯ୍ୟରତ ୨୬ଜଣ ପୋଲିସ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ ହୋଇଛି। ସେମାନଙ୍କ ମଧ୍ୟରେ...

ପାହାଡଶ୍ରୀଗିଡ଼ାରେ ଚାଞ୍ଚଲ୍ୟ: ବାପାଙ୍କୁ କଚାଡ଼ି ହତ୍ୟା କଲା ସାନପୁଅ

ସରଣ୍ଡା,୧୪।୧୧(ଡି.ଏନ୍‌.ଏ.)- ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ପାହାଡ଼ଶ୍ରୀଗୀଡା ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତକ ହେଲେ ବରଗଡ଼ ଥାନା...

ହୀରାକୁଦରେ ହେବ ନୂତନ ସ୍ପିଲଓ୍ବେ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ହୀରାକୁଦ ବନ୍ଧର ଦୀର୍ଘ ମିଆଦୀ ନିରାପତ୍ତା ପାଇଁ ରାଜ୍ୟ ସରକାର ସ୍ପିଲଓ୍ବେ ନିର୍ମାଣ କରୁଛନ୍ତି। ସମାନଭାବେ ଆଉ ଏକ ସ୍ପିଲଓ୍ବେ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ...

ରାଜଧାନୀରେ ବଢ଼ୁଛି ସଂକ୍ରମଣ: ଆଜି ଆଉ ୧୦୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ମଙ୍ଗଳବାର ଏଠାରେ ଆଉ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା...

Advertisement
Archives

Model This Week