Posted inଜାତୀୟ

ଯୁବତୀଙ୍କ ସ୍ବାଧୀନତା ଉପରେ ବିବାଦୀୟ ମନ୍ତବ୍ୟ ଦେଲେ ଡିଜିପି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇନ୍ଦୋର,୭।୭: ଯୁବତୀଙ୍କ ସ୍ବାଧୀନତା ଉପରେ ମଧ୍ୟପ୍ରଦେଶ ଡିଜିପି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଦେଶରେ ବୃଦ୍ଧି ପାଉଥିବା ବିଭିନ୍ନ ଅପରାଧ ପାଇଁ ଯୁବତୀଙ୍କୁ ଦିଆଯାଇଥିବା ସ୍ବାଧୀନତା ହିଁ ଦାୟୀ ବୋଲି ଡିଜିପି ବି.କେ. ସିଂ କହିଛନ୍ତି। ମହିଳାଙ୍କ ଉପରେ ବଢୁଥିବା ହିଂସା ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏପରି କହିଛନ୍ତି। ଅତ୍ୟାଚାର ବୃଦ୍ଧି ଘଟଣାରେ ମହିଳାମାନେ ନିଜେ ଦାୟୀ ବୋଲି ସେ କହିଛନ୍ତି। କେତେକ ଅପହରଣ ମାମଲାର ଉଦାହରଣ ଦେଇ ଡିଜିପି କହିଛନ୍ତି ଯେ, ଯୁବତୀମାନେ ସ୍ବଇଛାରେ ନିଜ ପ୍ରେମିକଙ୍କ ସହିତ ଘରୁ ଚାଲିଯାଉଛନ୍ତି। ମାତ୍ର ପରବର୍ତ୍ତୀ ସମୟରେ ଏନେଇ ଅପହରଣ ମାମଲା ଦାଏର କରାଯାଉଛି। ଏଭଳି ଘଟଣା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ଏହା ଯୁବତୀଙ୍କୁ ଦିଆଯାଉଥିବା ସ୍ବାଧୀନତାର ପ୍ରଭାବ ବୋଲି ଡିଜିପି କହିଛନ୍ତି। ତେବେ ଏହି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼

ନୂଆଦିଲ୍ଲୀ, ୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼ ପାଲଟିଛି। ଏହାର ବିରୋଧରେ ରାଜନୈତିକ ଦଳଙ୍କୁ ଏକାଠି କରିବାକୁ ପ୍ରୟାସ ଜାରି ରଖିଛି। କଂଗ୍ରେସ...

ଜୋକ ଦ୍ୱାରା ରୋଗ ଚିକିତ୍ସା ୧୦ ବର୍ଷରେ ୧୩ ଗୁଣା ମହଙ୍ଗା: ବର୍ଷକୁ ୧୨ କୋଟି ଟଙ୍କାର ଜୋକ ବିକ୍ରି

ନାଗପୁର,୧୬।୬: ଆଧୁନିକ ଚିକିତ୍ସା ସତ୍ତ୍ୱେ କେତେକ ଜୋକ ଦ୍ୱାରା ରୋଗ ଚିକିତ୍ସା ପଦ୍ଧତି ପ୍ରତି ବେଶ୍‌ ଆକର୍ଷିତ ହେଉଛନ୍ତି। ଏହି ପଦ୍ଧତି ସମ୍ପର୍କରେ ଆୟୁର୍ବେଦରେ ମଧ୍ୟ...

ଅଚେତ ମହିଳାଙ୍କ ପାଇଁ ଅଧାରୁ ଭାଷଣ ବନ୍ଦ କଲେ ମୋଦି

କୋଲକାତା,୬।୪: ପଶ୍ଚିମବଙ୍ଗ କୁଚବିହାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗସ୍ତ କରିଛନ୍ତି। କୁଚବିହାରରେ ପହଞ୍ଚି ମୋଦି ସେଠାରେ ଆୟୋଜିତ ଏକ ଜନସଭାକୁ ସମ୍ଭୋଧିତ କରିଥିଲେ। ଏହି...

ଚାଇନାର ନୂଆ ଷଡ଼ଯନ୍ତ୍ର: ବ୍ରହ୍ମପୁତ୍ରରେ ନିର୍ମାଣ କରିବ ନଦୀବନ୍ଧ

ନୂଆଦିଲ୍ଲୀ,୯।୧୧: ଲଦାଖରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏପରିସ୍ଥଳେ ଚାଇନା ଅରୁଣାଚଳ ପ୍ରଦେଶ ନିକଟରେ ବ୍ରହ୍ମପୁତ୍ର ନଦୀର ନିମ୍ନ ଅବବାହିକାରେ ନଦୀବନ୍ଧ କରିବାକୁ...

ବଢି ବଢି ଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୮୧୫...

ରାସ୍ତାକଡ଼ରୁ ମକା କିଣି ଖାଇଲେ ଅଖିଳେଶ

ବାରବାଙ୍କି,୯।୬: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ରାସ୍ତାକଡ଼ରୁ ମକା କିଣି ଖାଇବା ଘଟଣା ଏବେ ଚର୍ଚ୍ଚାର ବିଷୟ...

ଲକ୍‌ଡାଉନ୍‌ରେ ଘରୁ ନ ବାହାରିବା ପାଇଁ ଲୋକଙ୍କୁ ହାତ ଯୋଡ଼ିଲେ ଟ୍ରାଫିକ୍‌ ପୋଲିସ

ବିଜୟଓ୍ବାଡ଼ା,୨୮।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରସ୍ଥଳେ ଲୋକେ ସରକାରଙ୍କ ନିର୍ଦ୍ଦେଶ ବେ...

ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ...

Advertisement
Archives

Model This Week