ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ

ଜଳେଶ୍ୱର,୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ ଥାନା ଅନ୍ତର୍ଗତ ରାୟାରାମଚନ୍ଦ୍ରପୁର ଗ୍ରାମରେ ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ଅଭିମନ୍ୟୁ ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ପାଖରେ ଟଙ୍କା ଥିବା ସନ୍ଦେହ କରି ପଛପଟୁ ଆକ୍ରମଣ କରିଥିଲେ। ମାତ୍ର ସେ ଦୁଇଜଣଙ୍କୁ ଠେଲି ଦେବାରୁ ସେମାନେ ଗାଡ଼ିରୁ ପଡ଼ିଯାଇ ବିଲକୁ ଦୌଡ଼ି ପଳାଇଥିଲେ। ବିଲରେ କାମ କରୁଥିବା ଲୋକେ ଏହା ଦେଖି ଲୁଟେରାମାନଙ୍କୁ କାବୁ କରି ନିଧୂର୍ର୍ମ ଛେଚି ପୋଲିସର ଜିମା ଦେଇଥିଲେ। ଏହାପରେ ଗୁରୁତର ଅଭିମନ୍ୟୁଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି। ଘଟଣାକୁ ନେଇ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଚାଞ୍ଚଲ୍ୟ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ପଇସା କମିଲା ଡିଜେଲ

ଭୁବନେଶ୍ୱର,୮।୯:  ସୋମବାର ଭୁବନେଶ୍ୱରରେ ଡିଜେଲ ଦର ୧୨ ପଇସା କମିଛି। ଏଠାରେ ଡିଜେଲ ଦର ଲିଟର ପିଛା ୧୨ ପଇସା ହ୍ରାସ ପାଇ ୭୯.୬୦ ଟଙ୍କା...

ଆଧାର ସଂଯୋଗ ନ କଲେ ରାଶନ ସାମଗ୍ରୀ ମିଳିବନି

ଆସିକା,୨୭ା୮(ଡି.ଏନ୍‌.ଏ.)-ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କ ରାଶନ କାର୍ଡ ସହ ଆଧାର କାର୍ଡ ନମ୍ବର ସଂଯୋଗୀକରଣକୁ ବାଧ୍ୟତାମୂଳକ କରାଯାଇଛି। ଅଦ୍ୟାବଧି ଆସିକା ବ୍ଲକର କେତେକ ହିତାଧିକାରୀ ସେମାନଙ୍କ...

ଅବଧି ସରିଲାଣି, କାମ ସରୁନି

ଚଣ୍ଡିଖୋଲ,୨୩ା୩(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ବଡ଼ ବାଲିକୁଦା ପଞ୍ଚାୟତର ଜନକଠାରୁ ନିଆଳି ପର୍ଯ୍ୟନ୍ତ ୫ କିଲୋମିଟର ରାସ୍ତା ଉନ୍ନତୀକରଣ କାର୍ଯ୍ୟ ଚାଲିଛି। ୨୦୨୧...

ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବିକଲା କଂଗ୍ରେସ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ‘ଜୱାଦ’ଜନିତ ଅଦିନିଆ ବର୍ଷାରେ ଓଡ଼ିଶାରେ ବ୍ୟାପକ ଫସଲ ନଷ୍ଟ ହୋଇଛି। କେବଳ ଧାନ ଚାଷୀ ନୁହନ୍ତି, ପରିବା ଚାଷୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି...

ଚିକିତ୍ସା ଅବହେଳାରୁ ନର୍ସିଂହୋମରେ ଶିଶୁପୁତ୍ରର ମୃତ୍ୟୁ ଅଭିଯୋଗ

ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲା ସଦର ମହକୁମାରେ ଥିବା ବିଭିନ୍ନ ନର୍ସିଂହୋମ୍‌ରେ ମାଲିକମାନଙ୍କ ରାଜୁତି ଦେଖିବାକୁ ମିଳୁଛି। ଦୁଇଦିନରେ ଦୁଇଟି ନର୍ସିଂହୋମରେ ଏଭଳି କିଛି ଘଟଣା...

ବ୍ରହ୍ମପୁରରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କୁ ସମ୍ବର୍ଦ୍ଧନା ‘ବିପ୍ଳବ ବିନା ବିକାଶ ନାହିଁ’

ବ୍ରହ୍ମପୁର ଅଫିସ୍‌,୨୧ା୧୧- ଓଡ଼ିଶା ମାଟିରୁ ଆରମ୍ଭ ହୋଇଥିଲା। ପାଇକ ବିଦ୍ରୋହକୁ ଦେଶର ସର୍ବପ୍ରଥମ ବିଦ୍ରୋହ ଭାବେ ମାନ୍ୟତା ମିଳିଛି । ଏଥିରୁ ପ୍ରମାଣ ମିଳୁଛି, ଆମ...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନରେ ସ୍ବତନ୍ତ୍ର ସଚିବ ଥିବା ବରିଷ୍ଠ ଓଏଏସ୍‌ ରଘୁରାମ...

ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୭।୧: ଆସନ୍ତା ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଜାନୁୟାରୀ ୩୧ ଯାଏ...

Advertisement
Archives

Model This Week