ଯେଉଁଠାରେ କିନ୍ନର ହୁଅନ୍ତି ମା’

ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି ସ୍ଥାନୀୟ ଲୋକେ। ଏଠାରେ ବିଶେଷ କରି ନିଃସନ୍ତାନ ଦମ୍ପତିମାନେ ମାନସିକ କଲେ ସେମାନଙ୍କ ମାନସିକ ପୂରଣ ହୋଇଥାଏ ବୋଲି କୁହାଯାଏ। ଏଠାରେ ଥିବା ଏକ ଲାଲ ବୁନ୍ଦି ଗଛର ରହିଛି ଏମିତି ଚମତ୍କାରିତା। କୁହାଯାଏ ଯେଉଁ ମହିଳା ଏହି ଗଛର ଫଳ ଖାଆନ୍ତି ସେ ସନ୍ତାନ ପ୍ରାପ୍ତି କରିଥାଆନ୍ତି। ହେଲେ ଏଠାକୁ କୁଆଡେ ଅଧିକ ପରିମାଣରେ କିନ୍ନର ଆସିଥାଆନ୍ତି ବୋଲି କୁହାଯାଏ। ଜଣେ କିନ୍ନର ଏଠାରେ ଥିବା ଲାଲ ବୁନ୍ଦି ଗଛର ଫଳ ଖାଇବା ପରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିବା କହିଥିଲେ। ଏହାପରେ କିନ୍ନରମାନଙ୍କର ବିଶ୍ୱାସ ରହିଛି ଯେ ଯିଏ ଏହି ଦରଘାକୁ ଆସିବ ଆଉ ଲାଲ ବୁନ୍ଦି ଗଛର ଫଲ ଖାଇବ ସେ ମାତୃତ୍ୱ ଲାଭ କରିବାର ସୌଭାଗ୍ୟ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦୦ ପିଲାଙ୍କୁ ସନ୍ତ୍ୟପାନ କରାଇଲେ ମହିଳା, ଗିନିଜ ବୁକ୍‌ରେ ରେକର୍ଡ

ମା’ର କ୍ଷୀର ପିଲାମାନଙ୍କ ପାଇଁ ଅମୃତ ସହ ସମାନ। ଡାକ୍ତରମାନେ କହିଛନ୍ତି, ଜନ୍ମ ପରେ ୬ ମାସ ପର୍ଯ୍ୟନ୍ତ ପିଲାମାନଙ୍କୁ ମା’ର କ୍ଷୀର ଦିଆଯିବା ଉଚିତ।...

ସ୍ତନ ବଦଳରେ କାଖରୁ ଝରିଲା ମା’ କ୍ଷୀର, ଡାକ୍ତର ହେଲେ ଆଶ୍ଚର୍ଯ୍ୟ

ସାଧାରଣତଃ ସନ୍ତାନ ପ୍ରସବ ପରେ ମହିଳାଙ୍କ ଶରୀରରେ ଅନେକ କିଛି ପରିବର୍ତ୍ତନ ଦେଖିବାକୁ ମିଳିଥାଏ। ମାତ୍ର ପର୍ତ୍ତୁଗାଲରେ ରହୁଥିତ୍ବା ଜଣେ ମହିଳା ସନ୍ତାନ ପ୍ରସବ ପରେ...

ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା: ୩ ପୋଲିସ ନିଲମ୍ବିତ

ହାଇଦ୍ରାବାଦ, ୧ା୧୨ (ଆଇଏଏନ୍‌ଏସ୍‌): ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ଶନିବାର ୧୪ ଦିନ ପାଇଁ ବିଚାର...

୧୯୦ କୋଟି ଟଙ୍କାର ଲଟେରି ଜିତିଥିଲେ ମହିଳା, ଏହି ଭୁଲ ପାଇଁ ମିଳିଲାନି ଟଙ୍କା, ଜାଣିଲେ…

ଲଟେରି ଏମିତି ଏକ ଖେଳ ଯେଉଁଥିରେ କାହାର ଭାଗ୍ୟ ରାତାରାତି ବଦଳି ଯାଏ ତ ଆଉ କାହାର ସର୍ବସ୍ବ ହାନି ହୋଇଥାଏ। ଏମିତି ଏକ ଦୁର୍ଭାଗ୍ୟଜନକ...

ବିଉଟି ଉଇଥ୍‌ ବ୍ରେନ୍‌’ର ଉଦାହରଣ ପାଲଟିଛନ୍ତି ଐଶ୍ୱର୍ଯ୍ୟା: ୟୁପିଏସ୍‌ସି ଉର୍ତ୍ତୀର୍ଣ୍ଣ ହେବା ପରେ ରହିଛି ଏଭଳି ସ୍ବପ୍ନ

ମିସ୍‌ ଇଣ୍ଡିଆ ପ୍ରତିଯୋଗୀରୁ ଆଇଏଏସ୍‌ ଅଫିସର ହେବାର ଯାତ୍ରା ସହଜ ନ ଥିଲା। ହେଲେ ଅସମ୍ଭବ ତ ବିଲକୁଲ୍‌ ନ ଥିଲା। ‘ବିଉଟି ଉଇଥ୍‌ ବ୍ରେନ୍‌’ର...

ଡ୍ରାଗନ ନାଲି ଆଖି ଦେଖାଇବାର ୩ ମୁଖ୍ୟ କାରଣ

ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଉତ୍ତେଜନା ଦେଖାଦେଇଛି। ତେବେ ସୀମା ବିବାଦ ପଛରେ ଚାଇନାର ନିହିତ ସ୍ବାର୍ଥ ରହିଛି।...

ପିଏଲ୍‌ଏଫ୍‌ଆଇ ମୁଖ୍ୟ ଗିରଫ

ରାଞ୍ଚି,୨୧ା୫: ପିପୁଲ୍ସ ଲିବରେଶନ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଲ୍‌ଏଫ୍‌ଆଇ) ସଂଗଠନର ମୁଖ୍ୟ ଦିନେଶ ଗୋପଙ୍କୁ ନେପାଳରୁ ଗିରଫ କରାଯାଇଛି। ତାଙ୍କୁ ଧରିବା ପାଇଁ ଏନ୍‌ଆଇଏ ଏବଂ...

ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବାକୁ ଯାଉଛେ ଆମେ, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୩୧।୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯୧ ତମ ମନ କି ବାତ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧିତ କରି କହିଛନ୍ତି ଯେ, ଆମେ ସ୍ବାଧିନତାର...

Advertisement
Archives

Model This Week