Posted inଫୁରସତ

ଯେଉଁଠି କନ୍ୟାକୁ ବିବାହ କରନ୍ତି ବରର ଭଉଣୀ

ବିବାହକୁ ନେଇ କେଉଁଠି କେତେ ପ୍ରକାରର ନିୟମ ରହିଛି। ହେଲେ ଗୁଜରାଟର ଛୋଟା ଉଦୟପୁରରେ ଥିବା ସୁରଖେଡା ଗାଁର ଆଦିବାସୀଙ୍କ ବିବାହ ପ୍ରଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। କାରଣ ଏଠାରେ ବର, କନ୍ୟା ଘରକୁ ବିବାହ ପାଇଁ ଯାଇ ନ ଥାଏ। ଏଠାରେ ବର ନିଜ ଘରେ ମା’ଙ୍କ ପାଖରେ ରହି ଥାଆନ୍ତି। ବରଙ୍କଠାରୁ ସାନ ଅବିବାହିତ ଭଉଣୀ ଅବା ଘରର ଯେ କେହି ଅବିବାହିତ ମହିଳା କନ୍ୟା ଘରକୁ ବିବାହ ପାଇଁ ଯାଇଥାଆନ୍ତି। ସେଠାରେ ସେ କନ୍ୟାକୁ ବିବାହ କରିବା ସହ ସାତଫେରା ମଧ୍ୟ ନେଇ ଥାଆନ୍ତି। ଭଉୟ କନ୍ୟା ଓ ବରଙ୍କ ଅବିବାହିତ ଭଉଣୀ ବିବାହର ସମସ୍ତ କାର୍ଯ୍ୟ ସାରି କନ୍ୟାକୁ ନେଇ ଘରକୁ ଫେରିବା ପରେ ବରକନ୍ୟା ଏକାଠି ରହିଥାଆନ୍ତି। ଉକ୍ତ ଗ୍ରାମର ମୁଖିଆ ରାମସିଂଭାଇ ରାଥଓ୍ବା କୁହନ୍ତି ଲୋକଙ୍କର ବିଶ୍ୱାସ ରହିଛି କି ଏମିତି ନ କଲେ ଉଭୟ ପରିବାରରେ ଅଘଟଣ ଘଟିଥାଏ। ସେଥିପାଇଁ ଏଠାକାର ୩ଟି ଗାଁର ଲୋକେ ଆଜି ପର୍ଯ୍ୟନ୍ତ ଏହି ପ୍ରଥାକୁ ପାଳନ କରି ଆସୁଛନ୍ତି। ଆଉ ଯେଉଁମାନେ ଏହାକୁ ଭାଙ୍ଗିବାକୁ ଚେଷ୍ଟା କରିଛନ୍ତି ସେମାନଙ୍କ ବାହାଘର ଭାଙ୍ଗି ଯାଇଛି ନଚେତ୍‌ ଘରେ ଅନ୍ୟ କୌଣସି ଅସୁବିଧା ଦେଖାଦେଇଛି। ତେଣୁ ସୁରଖେଡା ଗାଁର ଲୋକେ ଆଦି ପର୍ଯ୍ୟନ୍ତ ଏହା ପାଳନ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୟାଳୁ ଲୋକେ ହୁଅନ୍ତି ଦୀର୍ଘଜୀବୀ…

କାଲିଫର୍ନିଆ: ଦୀର୍ଘଜୀବୀ ହେବା ପାଇଁ ଖାଦ୍ୟପେୟ ଏବଂ ଜୀବନଶୈଳୀରେ ସକାରାତ୍ମକ ପରିବର୍ତ୍ତନ ଆବଶ୍ୟକ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ନିକଟରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା...

ପରିଚ୍ଛନ୍ନ ଗାଁ ବବେଇଯୋଡା

ମୟୂରଭଞ୍ଜର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବବେଇଯୋଡ଼ା ଗାଁ , ଯାହା ଏବେ ପରିଚ୍ଛନ୍ନ ଗାଁ ଭାବେ ଅନ୍ୟ ଗାଁ ପାଇଁ ଉଦାହରଣ…. ସୌନ୍ଦର୍ଯ୍ୟର ଗନ୍ତାଘର ମୟୂରଭଞ୍ଜ...

ନାଚିଲେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି

ୱେଲିଂଟନ,୯।୬: ନ୍ୟୁଜିଲାଣ୍ଡରୁ ଏକ ସୁଖଦ ଖବର ଆସିଛି। ଏହି ଦେଶ ଏବେ ସମ୍ପୂର୍ଣ୍ଣ କରୋନାମୁକ୍ତ ଦେଶ ଭାବେ ଘୋଷଣା କରାଯାଇଛି। ଏଠାରେ ଚିକିତ୍ସାଧୀନ ଥିବା ଶେଷ...

ତାପମାତ୍ରାକୁ ଅନୁଭବ କରିପାରୁଥିବା ଟେବୁଲ

ଆଜିକାଲି ଅନେକ ପ୍ରକାରର ଆସବାବପତ୍ର ଆସିଗଲାଣି। ଫୋଲ୍ଡିଂ ଆସବାବ ସହ ବିଭିନ୍ନ ଅଜବ ଆସବାବ ବି ରହିଛି। ନିକଟରେ ଆଉ ଏକ ପ୍ରକାରର ଅଜବ ଆସବାବପତ୍ର...

ହାତ ରଖିଲେ ହସିଥାଏ ଗଛ

ଜାଣନ୍ତି ଏମିତି ଗଛ ଅଛି, ଯାହା ମଣିଷ ପରି ହଇରାଣ ହରକତ କରିଥାଏ। ଏପରିକି ହସିଥାଏ ମଧ୍ୟ। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ଏହି ଗଛ...

ପଣା

ଓଡ଼ିଶାର ସଂସ୍କୃତି ଓ ପରମ୍ପରା ସହ ପଣା ବା ପ୍ରପାନକ ଜଡ଼ିତ। ସ୍ବୟଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଏହା ଅତି ପ୍ରିୟ। ଏହାକୁ ପିଇବା ମାତ୍ରେ ତୃଷା...

ଅଜବ ବସ୍‌

ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇଥାଏ ବସ୍‌। ଅଧିକ ଯାତ୍ରୀ ବେଶ୍‌ ଆରାମ୍‌ରେ ଓ ଅପେକ୍ଷାକୃତ କମ ମୂଲ୍ୟରେ ଯାତାୟତ କରିପାରୁଥିବାରୁ ବସ୍‌ ସାଧାରଣ ଲୋକଙ୍କର ବେଶ୍‌...

ପ୍ରଥମ ରୋଜଗାର ଟଙ୍କାରେ ଗହଣା, ଡ୍ରେସ୍‌ କିଣିଥିଲି: ରୂପଶ୍ରୀ ମହାପାତ୍ର

ପୁରୀ ଦୋଳମଣ୍ଡପ ସାହିରେ ମୋ ଘର। ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରିବା ପରେ ପୁରୀ ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ଓ ଯୁକ୍ତ...

Advertisement
Archives

Model This Week