ଯେଉଁଠି ଜିନ୍ସ ପିନ୍ଧିବା ମନା, ଜଗିଂ କଲେ ମିଳିବ ଦଣ୍ଡ

ବିଶ୍ୱର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ଆଇନ୍‌କାନୁନ ଥାଏ। ଆଇନ୍‌ ଭୁଲ ହେଉ କି ଠିକ୍‌ ଉକ୍ତ ଦେଶର ଲୋକେ ନିୟମ ମାନି ଚଳିବା ଶିରୋଧାର୍ଯ୍ୟ। ପୂର୍ବ ଆଫ୍ରିକାରେ ବୁରୁଣ୍ଡି ନାକ ଏକ ଦେଶ ରହିଛି। ଯେଉଁଠି ଲୋକଙ୍କୁ ଜିନ୍ସ ପିନ୍ଧିବା ମନା, କେବଳ ଏତିକି ନୁହେଁ ଏଠାକାର ଲୋକଙ୍କୁ ଜଗିଂ କରିବାକୁ ମଧ୍ୟ ବାରଣ କରାଯାଇଛି। ୨୦୧୪ରେ ଏଠାକାର ରାଷ୍ଟ୍ରପତି ଏଭଳି ନିଷ୍ପତ୍ତି ନେଇଥିଲେ। ଜିନ୍ସ ଏବଂ ଜଗିଂ ଆସାମାଜିକ କାର୍ଯ୍ୟ କରିବାକୁ ପ୍ରୋତ୍ସାହିତ କରିଥାଏ ବୋଲି ସେ ମତ ଦେଇଥିଲେ। ସେହିପରି ଉତ୍ତର କୋରିଆରେ ନୀଳ ଜିନ୍ସ ପିନ୍ଧିବା ଉପରେ ରୋକ ଲଗାଯାଇଛି। ସିଙ୍ଗାପୁରରେ ୨୦୦୪ରୁ ଚୁଇଂଗମ୍‌ ଚୋବାଇବା ଉପରେ ମଧ୍ୟ କଟକଣା ଲାଗିଛି। ଚୁଇଂଗମ୍‌ ଖାଇଲେ ପରିବେଶ ପ୍ରଦୂଷଣ ହେଉଥିବାରୁସେଠାକାର ସରକାର ଏଭଳି ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି କନ୍ୟା ସନ୍ତାନ ଜନ୍ମ ହେଲେ ଏପରି କରନ୍ତି ଲୋକେ…

ଦେଶରେ କନ୍ୟା ଭ୍ରୂଣ ହତ୍ୟା ଘଟଣାମାନ ଘଟି ଚାଲଛି। ତେବେ ବିହାରର ଭାଗଲପୁରର ଏକ ଗାଁରେ କନ୍ୟା ସନ୍ତାନ ଜନ୍ମ ହେଲେ ଉତ୍ସବ ଅନୁଷ୍ଠିତ ହୋଇଥାଏ।...

୮ ବର୍ଷୀୟା ମାଗାଜିନ୍‌ ସମ୍ପାଦିକା

ଅଷ୍ଟ୍ରେଲିଆର ଆଠ ବର୍ଷର କୁନି ଝିଅ ରୋକ୍ସେନ ଡାଉନ୍‌। ଏଇ ବୟସରେ ଯେଉଁଠି ପିଲାମାନେ ହୋମଓ୍ବାର୍କ କରନ୍ତି ଓ ଖେଳାଖେଳିରେ ବ୍ୟସ୍ତ ରୁହନ୍ତି, ସେ କିନ୍ତୁ...

୧୨ ତାଲିବାନ୍‌ ଆତଙ୍କବାଦୀ ନିହତ: ୧୬ ସାଧାରଣ ଲୋକ ମୁକ୍ତ

କାବୁଲ,୨୦।୧୦: ଆଫଗାନିସ୍ତାନରେ ମିଳିତ ସୁରକ୍ଷାବଳଙ୍କୁ ଏନ୍‌ କାଉଣ୍ଟରରେ ୧୨ ତାଲିବାନ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ତାଲିବାନ୍‌ ଆତଙ୍କବାଦୀଙ୍କ ଦ୍ୱାରା ଅପହୃତ ହୋଇଥିବା ୧୬ ଜଣ ସାଧାରଣ...

ଯୁଦ୍ଧକୁ ରୋକିବାର ସମୟ ଆସିଯାଇଛି, ନଚେତ ଆଗକୁ ପରିଣାମ ଭୟାବହ ହେବ

କ୍ୱିଭ୍‌,୧୯।୩: ଆମେରିକା ଓ ୟୁରୋପୀୟ ଦେଶ ସମେତ ସମସ୍ତ ଆନ୍ତର୍ଜାତୀୟ ଚାପ ସତ୍ତ୍ୱେ ମଧ୍ୟ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ବନ୍ଦ କରିବାର ନା ନେଉନି।...

ଆଷ୍ଟ୍ରାଜେନିକର ଗୋଟିଏ ଡୋଜ୍‌ ପାଇଁ ଏକ ଡଲାର ଲାଞ୍ଚ, ବ୍ରାଜିଲରେ ଭାକ୍ସିନ୍‌ ସଙ୍କଟ …

ବ୍ରାସିଲିଆ,୧।୭: ବ୍ରାଜିଲ୍‌ରେ ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ଦୁର୍ନୀତି ପରେ ଏବେ ଆଷ୍ଟ୍ରାଜେନିକା ଭାକ୍ସିନ୍‌କୁ ସଙ୍କଟ ଦେଖାଦେଇଛି। ଆଷ୍ଟ୍ରାଜେନିକା ଭାକ୍ସିନ୍‌ କିଣାଯିବାରେ ବ୍ୟାପକ ଅର୍ଥ ହେର୍‌ଫେର୍‌ ହୋଇଥିବା...

କରୋନା ସଂକ୍ରମଣ: ସହାୟତାର ହାତ ବଢ଼ାଇଲା ଗୁପ୍ତଚର ସଂସ୍ଥା

ତେଲଅଭିଭ୍‌,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇସ୍ରାଏଲ୍‌ରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ସାଧାରଣ ଲୋକଙ୍କଠାରୁ...

କରୋନାକୁ ହରାଇବା ପରେ ଗରିବଙ୍କ ପାଇଁ ଅଫିସକୁ ହସ୍ପିଟାଲ କଲେ ବ୍ୟବସାୟୀ

କରୋନାକୁ ନେଇ ଲୋକେ ଏବେ ଚିନ୍ତାରେ। ତେବେ ତା’ଠାରୁ ଅଧିକ ଚିନ୍ତା ଚିକିତ୍ସାକୁ ନେଇ। କାରଣ କରୋନାରେ ଆକ୍ରାନ୍ତ ହେଲେ ସରକାରୀ ହସ୍ପିଟାଲରେ ବେଡ୍‌ ମିଳୁ...

ପ୍ରାଣୀ ଅଙ୍ଗରୁ ଚାଲିଛି ଔଷଧ ପ୍ରସ୍ତୁତି ପ୍ରୟାସ

ନୂଆଦିଲ୍ଲୀ: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଭୂତାଣୁ ଆଜି ବିଶ୍ୱର ଅନେକ ଦେଶକୁ ଗ୍ରାସ କରିସାରିଲାଣି। ଏଥିରେ ଲକ୍ଷାଧିକ ଲୋକ ଆକ୍ରାନ୍ତ...

Advertisement
Archives

Model This Week