ଯେଉଁଠି ପିଲାମାନେ ଦେଶ ସୀମା ପାର ହୋଇ ଯାଆନ୍ତି ସ୍କୁଲ

ଏମିତି ଏକ ଦେଶ ରହିଛି, ଯେଉଁଠାରେ ପ୍ରତିଦିନ ପିଲାଙ୍କୁ ପଢ଼ିବାକୁ ଯିବାକୁ ଏବଂ ସେଠାରୁ ଫେରିବାକୁ ଇଣ୍ଟରନ୍ୟାସନାଲ୍‌ ବର୍ଡର୍‌ କ୍ରସ୍‌ କରିବାକୁ ପଡ଼େ। ଏହି ସ୍କୁଲ୍‌ ଆମେରିକାରେ ରହିଛି। ପ୍ରକୃତରେ ଆମେରିକାର କଲମ୍ବସ୍‌ ଏଲିମେଣ୍ଟ୍ରି ସ୍କୁଲ୍‌ରେ ଅନେକ ପିଲା ବିଦେଶରୁ ପଢ଼ିବାକୁ ଆସିଥାନ୍ତି। ଏମାନେ ପ୍ରତିଦିନ ଇଣ୍ଟରନ୍ୟାସନାଲ୍‌ ବର୍ଡର୍‌ ପାରି କରି ସ୍କୁଲ୍‌ ଆସିଥାନ୍ତି। ଏହାସହ ବିନା ପାସ୍‌ପୋର୍ଟରେ ଏମାନଙ୍କୁ ବର୍ଡର୍‌ ଏଣ୍ଟ୍ରି ଉପରେ ନିଷେଧାଜ୍ଞା ଜାରି କରାଯାଇଛି। ଏଣ୍‌ ସ୍କୁଲ୍‌ରେ ପ୍ରାୟ ୬୦୦ ପିଲାଙ୍କ ମଧ୍ୟରୁ ପ୍ରାୟ ୪୨୦ ଜଣ କେବଳ ସୀମା ପାର୍‌ କରି ପଢ଼ିବାକୁ ଆସନ୍ତି। ପ୍ରତିଦିନ ପିଲାମାନେ ସ୍କୁଲ୍‌ ଯିବା ବେଳେ ନିଜ ପାଖରେ ପାସ୍‌ପୋର୍ଟ ରଖନ୍ତି । ଯେତେବେଳେ ସେମାନେ ଆମେରିକାର ସୀମା ପାଖରେ ପହଞ୍ଚନ୍ତି, ସେତେବେଳେ ପ୍ରଥମେ କଷ୍ଟମ୍‌ କ୍ଲିୟରାନ୍ସ ପାଇଁ ନିଜ ପାସ୍‌ପୋର୍ଟ ଦେଖାନ୍ତି। ଯେତେବେଳେ କ୍ଲିୟରାନ୍ସ ମିଳିଯାଏ, ସେତେବେଳେ ଆମେରିକା ସୀମାରେ ପ୍ରବେଶ କରନ୍ତି। ସ୍କୁଲ୍‌ ବସ୍‌ ଏହି ସୀମା ପର୍ଯ୍ୟନ୍ତ ଆସିଥାଏ। ପିଲାଙ୍କୁ ନେବାଆଣିବା ଏହି ବସ୍‌ ଉପରେ ନ୍ୟସ୍ତ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri