Posted inଫୁରସତ

ଯେଉଁଠି ମୃତ ବ୍ୟକ୍ତିଙ୍କୁ ପୋଡ଼ାଯାଏ ନାହିଁ କି, ପୋତା ଯାଏ ନାହିଁ

ଆଫ୍ରିକାର ମସାଈ ଜନଜାତି ନିଜ ପରମ୍ପରା ପାଇଁ ବେଶ୍‌ ଚର୍ଚ୍ଚିତ। ହଜାର ହଜାର ବର୍ଷ ବିତିଯାଇଥିଲେ ସୁଦ୍ଧା ସେମାନେ ନିଜକୁ ଆଧୁନିକତାଠାରୁ ସମ୍ପୂର୍ଣ୍ଣ ଦୂରରେ ରଖିଛନ୍ତି। ଏମାନେ ଶକ୍ତିଶାଳୀ ଯୋଦ୍ଧା ଭାବେ ବେଶ୍‌ ପରିଚିତ। ଏହି ଜନଜାତି ତାଞ୍ଜାନିଆ ଏବଂ କେନ୍ୟା ଜଙ୍ଗଲର ମରୁଭୂମି ଇଲାକାରେ ବାସ କରନ୍ତି। ମସାଈ ପରମ୍ପରା ଅନୁସାରେ, ଏଠାରେ ମୃତ ବ୍ୟକ୍ତିଙ୍କୁ ପୋଡ଼ାଯାଏ ନାହିଁ କି ପୋତାଯାଏ ନାହିଁ। ଏମାନଙ୍କୁ ଖୋଲାରେ ଛାଡ଼ିଦିଆଯାଏ। ବିଶ୍ୱାସ ଥାଏ, ଶବକୁ ପୋଡ଼ିଲେ କି ପୋତିଲେ ମାଟିର ଉର୍ବରତା ନଷ୍ଟ ହୋଇଥାଏ। କେବଳ ସେତିକି ନୁହେଁ, ଏମାନେ ସରକାରୀ ନିୟମ କାନୁନ୍‌କୁ ନେଇ ଚଳନ୍ତି ନାହିଁ, ବରଂ ନିଜ ପୂର୍ବପୁରୁଷମାନେ ଆବିଷ୍କାର କରିଥିବା ନିୟମକୁ କଡ଼ାକଡ଼ି ପାଳନ କରିଥାନ୍ତି। ଏମାନଙ୍କ ମଧ୍ୟରେ ସବୁଠୁ ବୟସ୍କ ବ୍ୟକ୍ତି ହିଁ ଜନଜାତିର ମୁଖିଆ ଭାବେ ପରିଚିତ ହୋଇଥାନ୍ତି। ତାଙ୍କ ନିଷ୍ପତ୍ତିକୁ ସମସ୍ତେ ଖୁସିର ସହ ଗ୍ରହଣ କରିଥାନ୍ତି। ସମସ୍ତ ଜନଜାତି ଲାଲ୍‌ ପୋଷାକ ପିନ୍ଧିଥାନ୍ତି। ଏହାଦ୍ୱାରା ଜନଜାତିଙ୍କୁ ଚିହ୍ନଟ କରିବା ସହଜସାଧ୍ୟ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri