Posted inଫୁରସତ

ଯେଉଁଠି ଶାଳ ଗଛକୁ ଦେବତା ଭଳି ପୂଜନ୍ତି ଲୋକେ…

ଛତିଶଗଡ଼ର ବାଲ୍କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍‌ର ସତରେଙ୍ଗା ଗାଁରେ ରହିଛି ୧୪ ଶହ ବର୍ଷର ଏକ ଶାଳ ଗଛ। ଏଠାକାର ବାସିନ୍ଦା ଏହି ଗଛକୁ ଦେବତା ଭଳି ପୂଜା କରିଥାନ୍ତି। ବିବାହ ତଥା ବିଭିନ୍ନ ପର୍ବପର୍ବାଣିରେ ଗଛ ନିକଟରେ ପୂଜା କରନ୍ତି ଗ୍ରାମବାସୀ। ଏହି ଗଛର ଉଚ୍ଚତା ୨୮ ମିଟର ଓ ଗୋଲେଇ ୨୮ଫୁଟ ୨ ଇଞ୍ଚ। ଏହାକୁ ବନଖଣ୍ଡ କର୍ମଚାରୀମାନେ ୨୦୦୬ରେ ଚିହ୍ନଟ କରିଥିଲେ। ଏହାର ବୟସ ଜାଣିବା ପାଇଁ ଗଛର କେତେକ ସଂଗୃହୀତ ନମୂନା ଡେରାଡୁନ୍‌ ସ୍ଥିତ ବନ ଗବେଷଣା ବିଭାଗକୁ ପଠାଯାଇଥିଲା। ଗବେଷଣାରୁ ଜଣାପଡିଥିଲା ଗଛଟିର ବୟସ ୧୪ଶହ ବର୍ଷରୁ ଅଧିକ ହେବ। ତେବେ ଶାଳ ଗଛର ଆୟୁଷ ୨ ହଜାର ବର୍ଷ ହୋଇଥାଏ ବୋଲି ଡେରାଡୁନ୍‌ ସ୍ଥିତ ବନ ଗବେଷଣା ବିଭାଗ ପକ୍ଷରୁ ସୂଚିତ କରାଯାଇଥିଲା। ଏହି ଗଛକୁ ଦେଖିବାକୁ ଦେଶ ବିଦେଶରୁ ଅନେକ ପର୍ଯ୍ୟଟକ ଆସୁଛନ୍ତି। ଆଉ ଏଠାରେ କେତେକେ ମାନସିକ ପୂଜା ମଧ୍ୟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମସାୟୋଶୀ ମାସୁମୋତୋଙ୍କ ବେଲୁନ୍‌ କାରିଗରି

ଛୋଟ ପିଲାଙ୍କର ବେଲୁନ୍‌ ବହୁତ ପସନ୍ଦ ଥାଏ। ତା’ସହ ଖେଳିଲେ ସେମାନଙ୍କୁ ଖୁସି ମିଳିଥାଏ। ଏବେ ଏହି ବେଲୁନ୍‌କୁ ନେଇ ଜଣେ କଳାକାର ଏଭଳି ସବୁ...

ସୌନ୍ଦର୍ଯ୍ୟପୂର୍ଣ୍ଣ ନଗରକୋଏଲ

ତାମିଲନାଡ଼ୁସ୍ଥିତ କନ୍ୟାକୁମାରୀର ଖୁବ୍‌ ନିକଟରେ ରହିଛି ଏହି ସହରଟି । ପର୍ଯ୍ୟଟନ ଦୃଷ୍ଟି କୋଣରୁ ଦେଖିଲେ ଏହା ଅତ୍ୟନ୍ତ ସମୃଦ୍ଧ। କୁହାଯାଏ, ଏହି ସହର ଉପରେ...

ବିନା ପୋଷାକରେ ବିମାନ ଯାତ୍ରା କଲେ ଏହି ଯୁବକ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମସ୍କୋ,୫ା୧୧: ବିମାନଯାତ୍ରା ସମୟରେ ଅନେକ ଅଜବ କଥା ସବୁ ଦେଖିଥିବେ ବା ଶୁଣିଥିବେ। ମାତ୍ର ଆଜି ଏମିିତି ଏକ ଘଟଣା ଜଣାଇବୁ ଯାହା ଶୁଣିଲେ ଆଶ୍ଚର୍ଯ୍ୟ...

ଭକ୍ତଙ୍କୁ ମନ୍ତ୍ରମୁଗ୍ଧ କରୁଛି କାଳିଚରଣଙ୍କ ଶିବତାଣ୍ଡବ ସ୍ତୋତ୍ର ପାଠ: ଶୁଣିଲେ ଟାଙ୍କୁରି ଉଠିବ ଲୋମ…

ଚାଲିଛି ଶ୍ରାବଣ ମାସ। ପ୍ରଭୁ ଶିବଙ୍କ ପ୍ରୀୟ ମାସ। ଏହି ମାସରେ ଭକ୍ତମାନେ ଶିବଙ୍କୁ ଆରାଧନା କରିବା ପାଇଁ ପ୍ରତ୍ୟେକ ସୋମବାର ପବିତ୍ର ପୁଷ୍କରିଣୀର ଜଳ...

ଏହି ଦେଶରେ ପିଲାମାନଙ୍କ ଶୋଇବାରେ ଲାଗିଲା କଟକଣା

ଚାଇନାର ଝୋଜିୟାଙ୍ଗ୍‌ ଜିଲାରେ ଏକ ନିର୍ଦ୍ଦେଶ ଜାରି ହୋଇଛି। ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଏହି ନିୟମ କେବଳ ସ୍କୁଲରେ ପଢୁଥିବା ପିଲାମାନଙ୍କ ପାଇଁ...

ବିଲେଇ ଆଁରୁ ଚକମା ଦେଖାଇ ଖସିଲା ପକ୍ଷୀ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ଜାଣନ୍ତି ଟ୍ରେନ୍‌ ବଗିରେ ଲାଗିଥିବା ଝରକା କାହିଁକି ହୋଇଥାଏ ଭିନ୍ନ

ଭାରତୀୟ ରେଳ ଏସିଆ ମହାଦେଶର ଦ୍ୱିତୀୟ ରେଳ ନେଟ୍‌ଓ୍ବାର୍କ ସେବା। ବର୍ତ୍ତମାନ କରୋନା ମହାମାରୀ ଯୋଗୁ ଭାରତୀୟ ରେଳ ପ୍ରଭାବିତ ହୋଇଛି। ଆଶା କରାଯାଉଛି ଏହି...

କୋଭିଡ୍‌ ତରକାରିକୁ ମାସ୍କ ନାନ୍‌

ଯୋଧପୁର: ରାଜସ୍ଥାନର ଯୋଧପୁରରେ ଏବେ ଏକ ରେଷ୍ଟୁରାଣ୍ଟରେ ମିଳୁଛି କୋଭିଡ୍‌ ତରକାରି ଆଉ ନାନ୍‌ ମାସ୍କ। ରେଷ୍ଟୁରାଣ୍ଟର ମେନୁରେ ଏବେ ଏମିତି ସବୁ ଡିସ୍‌କୁ ନେଇ...

Advertisement
Archives

Model This Week