ଯେଉଁଠି ୨ଶହ ଟଙ୍କାରେ ନିଜ ସନ୍ତାନଙ୍କୁ ବିକ୍ରି କରି ଦିଅନ୍ତି ଅଭିଭାବକ

ବନଜୁଲ,୧୯।୧: ଆଫ୍ରିକାର ଗାମ୍ବିଆରେ ଦେଖିବାକୁ ମିଳିଛି ଏକ ଅଜବ ଦୃଶ୍ୟ। ଏଠାରେ ଅଭିଭାବକମାନେ ନିଜ ସନ୍ତାନଙ୍କୁ ମାତ୍ର ୨ଶହ ଟଙ୍କାରେ ବିକ୍ରି କରୁଥିବା କୁହାଯାଏ। ବ୍ରିଟିଶ ମିଡିଆ ଦ ସନରେ ଏହି ଖବର ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁଯାୟୀ, ଏଠାରେ ବିକ୍ରି କରାଯାଉଥିବା ପିଲାମାନଙ୍କୁ କ୍ରୟ କରି କ୍ରେତାମାନେ ତାଙ୍କ ସହ ବଳାତ୍କାର କରନ୍ତି ବୋଲି କୁହାଯାଉଛି। ଗରିବ ଦେଶ ଆଫ୍ରିକା ଅର୍ଥପାଇଁ ଏଭଳି କରୁଥିବା ଓ ଏହାର ଖରାପ ଆଇନ ବ୍ୟବସ୍ଥାର ଅନେକ ଲୋକ ଫାଇଦା ଉଠାଉଛନ୍ତି ବୋଲି ଉକ୍ତ ରିପୋର୍ଟରେ ଦର୍ଶାଯାଇଛି। କୁହାଯାଏ ଏଠାକୁ ଆସୁଥିବା ପର୍ଯ୍ୟଟକମାନେ ଖୋଲାଖୋଲି ପିଲାଙ୍କୁ କିଣାବିକା କରିଥାଆନ୍ତି ଓ ଏହାପରେ ସେମାନଙ୍କୁ ବଳାତ୍କାର କରିଥାଆନ୍ତି। ଆଫ୍ରିକାରେ ଥିବା ରେସ୍ତୋରାଁରେ ବିଦେଶୀ ପର୍ଯ୍ୟଟକଙ୍କ ସହ ନାବାଳିକାମାନଙ୍କୁ ଅନେକ ସମୟରେ ଦେଖିବାକୁ ମିଳିଥାଏ। ବିଶେଷଜ୍ଞ ଓ ଚାଇଲ୍ଡ ପ୍ରୋଟେକସନ୍‌ ଆଲାଏନ୍ସ ଇନ୍‌ ଦ ଗାମ୍ବିଆ(Child Protection Alliance in The Gambia)ର ମତ ଅନୁଯାୟୀ ବିଦେଶୀ ପର୍ଯ୍ୟଟକମାନେ ନାବାଳିକାଙ୍କୁ ଟାର୍ଗେଟ କରିଥାଆନ୍ତି। ଅନେକ ଅଭିଭାବକ ଏହା ଜାଣିଥିଲେ ମଧ୍ୟ ଅର୍ଥପାଇଁ ଚୁପ୍‌ ରୁହନ୍ତି। ଆଉ କେତେଜଣ ଏବିଷୟରେ ଅଜ୍ଞ ଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ!’ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri