Posted inଫୁରସତ

ଯେଉଁ ମନ୍ଦିରକୁ ନେତା ଓ ଅଫିସରଙ୍କୁ ପ୍ରବେଶ ମନା…

ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ମନ୍ଦିର ରହିଛି। ଏସବୁ ମନ୍ଦିରର ପରମ୍ପରାରେ ମଧ୍ୟ ପାର୍ଥକ୍ୟ ଦେଖିବାକୁ ମିଳିଥାଏ। ତେବେ ଉତ୍ତରପ୍ରଦେଶ କାନପୁରଠାରେ ରହିଛି ଏକ ନିଆରା ମନ୍ଦିର। ଏଠାରେ ନେତା ଓ ଅଫିସରଙ୍କୁ ପ୍ରବେଶ ମନା କରାଯାଇଥାଏ। ଦେଶର ବଢୁଥିବା ଅରାଜକତା ପାଇଁ ରାଜନେତା ଓ ଆଇଏସ୍‌ ତଥା ଆଇପିଏସ୍‌ ଆଦି ଅଫିସରଙ୍କୁ ଦାୟୀ କରାଯାଇଥାଏ। ତେଣୁ ମନ୍ଦିରରେ ଏସବୁ ବ୍ୟକ୍ତିଙ୍କୁ ପ୍ରବେଶ ଲାଗି ବାରଣ କରାଯାଏ। ଏଥିପାଇଁ ମନ୍ଦିର ସମ୍ମୁଖରେ ସୂଚନା ବୋର୍ଡ ମଧ୍ୟ ଲଗାଯାଇଛି। ଏହି ମନ୍ଦିର ହେଉଛି ଭ୍ରଷ୍ଟ ତନ୍ତ୍ର ବିନାଶକ ଶନି ମନ୍ଦିର। ଏଠାରେ ସପ୍ତାହର ଶନିବାର ଓ ମଙ୍ଗଳବାର ଶ୍ରଦ୍ଧାଳୁଙ୍କ ଗହଳି ହୋଇଥାଏ। ମନ୍ଦିରରେ ଶନିଦେବଙ୍କ ତିନିଟି ମୂର୍ତ୍ତି ଭିନ୍ନ ଭିନ୍ନ ଦିଗକୁ ମୁହଁ କରି ପୂଜା ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଷ୍ଟାର୍ଟ କରିବ ଆପ୍‌

ଜୟପୁର,୨୫।୨: ରାଜସ୍ଥାନର ଜଣେ ଯୁବକ ଏକ ନୂଆ ଆପ୍‌ ତିଆରି କରିଛନ୍ତି। ଏହି ଆପ୍‌ ଯେକୌଣସି ଗାଡ଼ି ଷ୍ଟାର୍ଟ ଏବଂ ବନ୍ଦ କରିବାକୁ ସକ୍ଷମ ହୋଇପାରିବ।...

ଝିଅ ବାହାଘରେ ସାପ ଯୌତୁକ

ଝିଅକୁ ବାହା କରୁଥିବା ବାପା ନିଜ ଖୁସିରେ ଝିଅକୁ ଟଙ୍କାଠୁ ଆରମ୍ଭ କରି ଗାଡି ପର୍ଯ୍ୟନ୍ତ କେତେକଣ ଉପହାରସ୍ବରୂପ ଭେଟି ଦିଅନ୍ତି। ସମାଜ ଏହାକୁ ଯୌତୁକ...

କୁକୁର ସହ ଫୁଟ୍‌ପାଥ୍‌ରେ ଶୋଇଥିଲେ କୁନି ବାଳକ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୧୭।୧୨: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡରେ ଜଣେ ବେସାହାରା କୁନି ବାଳକ ଏକ କୁକୁର ସହିତ ଶୋଇଥିବା ଫଟୋ ସୋସିଆଲ...

ହାଓ୍ବାଇରେ ଲାଭା ନଦୀ

ଓ୍ବାଶିଂଟନ: ଆମେରିକା ହାଓ୍ବାଇରେ ସୃଷ୍ଟ ଲାଭା ନଦୀର ଭିଡିଓ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ଏହି ଲାଭା ହାଓ୍ବାଇରେ ଥିବା କିଲାଉଇଆ ଆଗ୍ନେୟଗିରିର ବୋଲି ଖବର...

ଦରମା ଟଙ୍କାରେ ଠାକୁରଙ୍କ ପାଖେ ଭୋଗ କରିଥିଲି: ଡ.ଦୟାସିନ୍ଧୁ ପରିଡ଼ା

ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ୍‌ ଅନ୍ତର୍ଗତ ନାରାୟଣପୁର ଗାଁରେ ମୋ ଜନ୍ମ। ସ୍ଥାନୀୟ କିର୍ତିଚନ୍ଦ୍ର ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରିବା ପରେ ଫକିରମୋହନ ମହାବିଦ୍ୟାଳୟରେ ଯୁକ୍ତ...

ଦାଢ଼ି କାଟିବାକୁ ସେଲୁନ୍‌ରେ ପହଞ୍ଚିଲା ମାଙ୍କଡ଼, ଆଉ ତା’ ପରେ…

ଆଜିକାଲି ସୋସିଆଲ ମିଡିଆରେ ଅନେକ କୌତୂହଳପୂର୍ଣ୍ଣ ଭିଡିଓ ଭାଇରାଲ ହେଉଥିବାର ଦେଖିଥିବେ। ଏବେ ସେମିତି ଏକ ମାଙ୍କଡ଼ର ଭିଡିଓ ଭାଇରାଲ ହେଉଛି। ଯାହା ଦେଖିଲେ ହସି...

ଡିଏନ୍‌ଏ କହିବ କଲମ୍ବସ୍‌ କାହାଣୀ

ମାଦ୍ରିଦ୍‌, ୨୦ା୫: ସମୁଦ୍ର ପଥରେ ଆମେରିକାକୁ ବାଟ ଖୋଜିଥିବା ଖ୍ରୀଷ୍ଟୋଫର କଲମ୍ବସ୍‌ ୟୁରୋପର ଉପନିବେଶକୁ ସେଠାରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ। ହେଲେ ବାସ୍ତବରେ ସେ କେଉଁ...

ଜାଣନ୍ତି କି ପ୍ରଥମେ ଗୁପ୍‌ଚୁପ୍‌ କିଏ କାହାକୁ କରି ଖାଇବାକୁ ଦେଇଥିଲେ

ଭାରତରେ କିଛି ଲୋକ ଗୁପ୍‌ଚୁପ୍‌ ଖାଇବାକୁ ପସନ୍ଦ କରିଥାନ୍ତି। ଉତ୍ତର ଭାରତରୁ ଆରମ୍ଭ କରି ଦକ୍ଷିଣ ଭାରତ ପର୍ଯ୍ୟନ୍ତ ଗୁପ୍‌ଚୁପ୍‌ ଖାଇବାକୁ ଅଧିକାଂଶ ଲୋକ ପସନ୍ଦ...

Advertisement
Archives

Model This Week