ଯେକୌଣସି ପଦକ୍ଷେପ ନେବାକୁ ପ୍ରସ୍ତୁତ: ଶକ୍ତିକାନ୍ତ

ମୁମ୍ବାଇ,୧୪।୪: ବର୍ତ୍ତମାନର କୋଭିଡ୍‌-୧୯ ଯୋଗୁ ଉପୁଜିଥିବା ଚ୍ୟାଲେଞ୍ଜିଂ ସ୍ଥିତିକୁ ସାମ୍ନା କରିବା ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ଯେକୌଣସି ପଦକ୍ଷେପ ନେବାକୁ ପ୍ରସ୍ତୁତ ରହିଛି। ଦେଶର ଅଭିବୃଦ୍ଧିକୁ ଫେରାଇ ଆଣିବା ଏବଂ ଆର୍ଥତ୍କ ସ୍ଥିରତା ରକ୍ଷା କରିବା ଦିଗରେ ଯୋଜନା ହାତକୁ ନିଆଯିବ। କେନ୍ଦ୍ରୀୟ ବ୍ୟାଙ୍କ ମୁଦ୍ରାନୀତି କମିଟି ବୈଠକ ପରେ ଗଭର୍ନର ଶକ୍ତିକାନ୍ତ ଦାସ ଏହା କହିଥିଲେ। ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ବ୍ୟାଙ୍କ ମୁଦ୍ରାନୀତି କମିଟି ବୈଠକ ମାର୍ଚ୍ଚ ୩୧ରୁ ଏପ୍ରିଲ ୩ ଯାଏ ଅନୁଷ୍ଠିତ ହେବାର ଥିଲା। ମାତ୍ର କରୋନାର ପ୍ରଭାବକୁ ନଜରରେ ରଖି ଏହାକୁ ଆଗୁଆ କରାଯାଇଥିଲା। ମାର୍ଚ୍ଚ ୨୭ରେ ଆର୍‌ବିଆଇ ଏହାର ରେପୋ ରେଟକୁ ୭୫% ବେସିସ ପଏଣ୍ଟ ହ୍ରାସ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଦିଚ୍ଛା ଥିଲେ ସଫଳତା ନିଶ୍ଚୟ ମିଳେ

ଓସିରିସ୍‌ ଏଗ୍ରିଟେଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଅଧୀନ ‘ଓଡ଼ିଶା କଫି’ର ପ୍ରତିଷ୍ଠାତା ହେଉଛନ୍ତି ପ୍ରୀତି ପଲ୍ଲବୀ ପଟ୍ଟନାୟକ। କୋରାପୁଟ କଫିର ପ୍ରଚାରପ୍ରସାର କ୍ଷେତ୍ରରେ ‘ଓଡ଼ିଶା କଫି’ର ଯଥେଷ୍ଟ ଅବଦାନ…

ପ୍ରାଇଭେଟ୍‌ ଚାକିରିଆଙ୍କ ପାଇଁ ଦୁଃଖ ଖବର! ନୂଆ ଲେବର କୋଡ୍‌ ଯୋଗୁ ଦରମାରୁ କଟିଯିବ ଏତେ ଟଙ୍କା…

ନୂଆଦିଲ୍ଲୀ,୧୮।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ନୂଆ ଲେବର କୋଡ୍ (New Labour Code) ଅଧୀନରେ ବେସରକାରୀ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ଅନେକ ନୂତନ ନିୟମ…

ଅକ୍ଷୟ ତୃତୀୟାର ଦିନକ ପୂର୍ୱରୁ ଏତେ କମିଗଲା ସୁନାଦର! ଦେଖନ୍ତୁ ଆପଣଙ୍କ ସହରର ଲାଟେଷ୍ଟ ରେଟ୍‌…

ନୂଆଦିଲ୍ଲୀ,୧୮।୪: ଆଜି, ଶନିବାର, ୧୮ ଏପ୍ରିଲ, ୨୦୨୬ ଅକ୍ଷୟ ତୃତୀୟା (୧୯ ଏପ୍ରିଲ) ର ମାତ୍ର ଗୋଟିଏ ଦିନ ପୂର୍ୱରୁ; ସୁନା ବଜାରରେ କାର୍ଯ୍ୟକଳାପ ତୀବ୍ର ହେବାରେ…

ଏତେ ବଢିଗଲା ମୋବାଇଲ ରେଟ୍‌, କିଣିବା ପୂର୍ୱରୁ ଜାଣି ନିଅନ୍ତୁ ନୂଆ ରେଟ୍‌…

ନୂଆଦିଲ୍ଲୀ,୧୮।୪: ସମସ୍ତେ ଅନୁମାନ କରୁଥିଲେ ଯେ ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ଭାରତରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇବ, ଏହି ସମୟ ମଧ୍ୟରେ ଆପଣଙ୍କର ନୂତନ…

ଅକ୍ଷୟ ତୃତୀୟାରେ ସୁନା କିଣିବାକୁ ଯାଉଛନ୍ତି କି? ପୂର୍ୱରୁ ଜାଣିନିଅନ୍ତୁ ସୁନା ଦୋକାନର ସ୍କିମ୍‌ ପଛର ସତ…

ନୂଆଦିଲ୍ଲୀ,୧୮।୪: କିସ୍ତିରେ ସୁନା କିଣିବା ଏକ ବୁଦ୍ଧିମାନ ଧାରଣା। ଆପଣ ପ୍ରତି ମାସରେ ଏକ ନିର୍ଦ୍ଦିଷ୍ଟ ପରିମାଣର ରାଶି ରଖିଛନ୍ତି, ଏବଂ ସମୟସୀମା ଶେଷ ହେବା ପର୍ଯ୍ୟନ୍ତ,…

Business Eminence Awards 2026: ନିୟମ ପାଳନ କ୍ଷେତ୍ରରେ ଅନେକ ଚ୍ୟାଲେଞ୍ଜ ରହିଛି

କଳିଙ୍ଗ ବାୟୋମେଡିକାଲର ପ୍ରତିଷ୍ଠାତା ଇଂ. ମନୋଜ କୁମାର ନାୟକ ଭଦ୍ରକ ଜିଲାରେ ଜନ୍ମଗ୍ରହଣ କରିଥିଲେ ଏବଂ ରାଉରକେଲାରେ ସ୍କୁଲ ପଢ଼ା ସାରିଥିଲେ। ପରେ ବ୍ରହ୍ମପୁରର ୟୁସିପିଇଏସ୍‌ରେ ଯୋଗଦେଇ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

Business Eminence Awards 2026: ଉଦ୍ୟୋଗିତା ସମାଜକୁ ସାହାଯ୍ୟ କରିବାର ମାଧ୍ୟମ

ଜଗଦମ୍ବା ପଲିମର୍ସ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ଚନ୍ଦ୍ର ପ୍ରକାଶ ଭରତ୍ତିଆ ଜଣେ ପ୍ରଥମ ପିଢ଼ିର ଉଦ୍ୟୋଗୀ। ୪ ଦଶକରୁ ଅଧିକ ଓଡ଼ିଶାରେ ବ୍ୟବସାୟ ଚଳାଇଆସୁଛନ୍ତିି। ଜଗଦମ୍ବା ପଲିମର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri