ଯୋଗାଣ ସହାୟକଙ୍କୁ ଆକ୍ରମଣ, ଜଣେ ଗିରଫ

ଭଞ୍ଜନଗର,୧୨।୪(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ବ୍ଲକ ତାରସିଂ ଯୋଗାଣ ସହାୟକ ଚିନ୍ମୟ ନାୟକଙ୍କୁ ଶନିବାର ବାରଦଣ୍ଡାର ରଞ୍ଜିତ ପ୍ରଧାନ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ନଂ.୬୯।୨୦ରେ ଏକ ମାମଲା ରୁଜୁକରି ଅଭିଯୁକ୍ତ ରଞ୍ଜିତଙ୍କୁ ଗିରଫ କରିଛି। ଚିନ୍ମୟଙ୍କ ଘର ତାରସିଂ ପଞ୍ଚାୟତ ବାରଦଣ୍ଡା ଗ୍ରାମରେ। ଶନିବାର ଚିନ୍ମୟ ଚାଉଳ ବଣ୍ଟନ ନେଇ ଗ୍ରାମବାସୀଙ୍କ ସହ ଆଲୋଚନା କରୁଥିବାବେଳେ ରଞ୍ଜିତ ଆସି ଚାଉଳ ଓ ଗହମ ଦେବାକୁ କହିଥିଲେ। ଏହାପରେ କୌଣସି କଥାକୁ ନେଇ ରଞ୍ଜିତ ଚିନ୍ମୟଙ୍କୁ ଆକ୍ରମଣ କରିଥିଲେ। ଫଳରେ ଚିନ୍ମୟ ଏନେଇ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ରୋପ୍‌ୱେ ନିର୍ମାଣ ପ୍ରସ୍ତାବ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରୋଜିନୀ

ବାରିପଦା ଅଫିସ,୧୫ା୧୧- ମୟୂରଭଞ୍ଜ ଜିଲାର ଶିମିଳିପାଳ ଓଡ଼ିଶାବାସୀଙ୍କ ପାଇଁ ଗର୍ବ ଓ ଗୌରବ। ବିଭିନ୍ନ ଦୃଷ୍ଟିକୋଣରୁ ଏହା ବେଶ୍‌ ପରିଚିତ। ଶୀତଦିନରେ ଦେଶ ବିଦେଶରୁ ପର୍ଯ୍ୟଟକମାନେ...

ସରିଲା ମାଟ୍ରିକ ପରୀକ୍ଷା: ଉତ୍ତର ପତ୍ର ଆସିବା ପରେ ଅନୁପସ୍ଥିତ ପିଲାଙ୍କ ସଂଖ୍ୟା କହିପାରିବୁ: ବୋର୍ଡ ସଭାପତି

କଟକ ଅଫିସ,୮।୫: ଚଳିତ ବର୍ଷର ମାଟ୍ରିକ ସମେଟିଭ-୨ ପରୀକ୍ଷା ଶନିବାର ଶେଷ ହୋଇଛି। ଶେଷଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଥିବାବେଳେ ଏଥିରେ କପି କରି ୪୩...

ଉଦ୍ୟାନକୃଷି ବିକାଶରେ ଜଙ୍ଗଲ ବିନାଶ

ଯାଜପୁର ଅଫିସ,୨୦।୮: ଯାଜପୁର ଜିଲା ସୁକିନ୍ଦା ତହସିଲ ଦାମୋଦରପୁର, ବତଲଣ୍ଡା ଓ କରଗୋଳା ମୌଜା ଅଞ୍ଚଳରେ ୫୦ କିମ୍ବା ୧୦୦ ନୁହେଁ, ୩୭୭.୮୩ ଏକର ପତରା...

ଦନ୍ତା ଆକ୍ରମଣରେ ଶିଶୁର ପ୍ରାଣଗଲା, ଦୁଇ ଗୁରୁତର

ଝୁମ୍ପୁରା,୧୧।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଫରେଷ୍ଟ ଅନ୍ତର୍ଗତ ମଲଦା ଗ୍ରାମ ମୁଣ୍ଡା ସାହିରେ ଗୁରୁବାର ଭୋର୍‌ରୁ ଗୋଠଛଡ଼ା ଦନ୍ତା ଆକ୍ରମଣରେ ସିନି ମୁଣ୍ଡା ନାମକ ଜଣେ...

ରଥ ନିର୍ମାଣ ଲାଗି ଆସିଲାନି ନିର୍ଦ୍ଦେଶ

ପୁରୀ ଅଫିସ,୬ା୫: ଚଳିତ ବର୍ଷ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ତିନିରଥ ଗଡ଼ିବା ନେଇ ସଂଶୟ ଦେଖାଦେଇଛି। ମଙ୍ଗଳବାର ଦିନତମାମ୍‌ର ଘଟଣା ଚିତ୍ର ସମସ୍ତଙ୍କ ମନରେ ଏଭଳି ଭାବିବାକୁ...

ବିଜେଡି ହାତରୁ ଖସିଲା ୩ ଏନ୍‌ଏସି

ଛତ୍ରପୁର,୨୯ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ୩ ଏନ୍‌ଏସି ଛତ୍ରପୁର, ଗଞ୍ଜାମ ଓ ରମ୍ଭାରେ ବିଜେଡିର ପରାଜୟ ହୋଇଛି। ଏହି ୩ ଏନ୍‌ଏସି...

କୋଲକାତାରୁ ଆଇପିଏଲ ବେଟିଂ ମୁଖିଆ ଗିରଫ: ୭୨. ୯୬ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ସିଜ୍‌

ବ୍ରହ୍ମପୁର ଅଫିସ ,୨୬।୨ : ଗଞ୍ଜାମ ଜିଲାରେ ଆଇପିଏଲ ବେଟିଂ ପାଇଁ ୟୁଜର ଆଇଡି ଓ ପାସୱାର୍ଡ ଦେଇ କେତେକ ବୁକିଂ ଜରିଆରେ କାରବାର ଚଳାଇଥିବା...

ମନ୍ଦିର ବେଢ଼ାରେ ସାକ୍ଷୀଗୋପାଳଙ୍କ ଚନ୍ଦନ ନୀତି ଲାଗି ପ୍ରଶାସନିକ ନିଷ୍ପତ୍ତି

ସାକ୍ଷୀଗୋପାଳ,୨୫ା୪(ଡି.ଏନ୍‌.ଏ.): ରାତି ପାହିଲେ ଅକ୍ଷୟ ତୃତୀୟା। ରବିବାରଠାରୁ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରାକୁ କାଣ୍ଟଛାଣ୍ଟ କରି ବିନା ଭକ୍ତରେ କେବଳ ଠାକୁରଙ୍କ ଦେବନୀତି କରିବାକୁ ସାକ୍ଷୀଗୋପାଳ...

Advertisement
Archives

Model This Week