ଯୋଗାଣ ସହାୟିକାଙ୍କୁ ଆକ୍ରମଣ

ପାଟପୁର,୨୭ା୪- ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ସୋମବାର କାର୍ଯ୍ୟ କ୍ଷେତ୍ରରେ ଆକ୍ରମଣ ହୋଇଥିବା ପାଟପୁର ଥାନାରେ ଏତଲା ହୋଇଛି। ନଂ.୯୩/୨୦ରେ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି। ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ରାଧାଦେଇପୁର ପଞ୍ଚାୟତର ଯୋଗାଣ ସହାୟିକା ପ୍ରମିତା କୁମାରୀ ଶତପଥି ଉସ୍ତା ଜଗନ୍ନାଥପୁର ଗ୍ରାମରେ ମଧ୍ୟାହ୍ନ ଭୋଜନ ଚାଉଳ ବଣ୍ଟନ କରୁଥିବାବେଳେ ଗ୍ରାମର ଶିବରାମ ସ୍ବାଇଁ ଓ କୀର୍ତ୍ତନ ସ୍ବାଇଁ ରାଶନ କାର୍ଡ କାଟିଥିବା ଅଭିଯୋଗ କରି ତାଙ୍କୁ ଗାଳିଗୁଲଜ କରିବା ସହ ଧକ୍କା ମାରିଥିବା ଏତଲାରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳ୍ପନା, ବବ୍‌ଲି ହତ୍ୟାକାଣ୍ଡ: ଆଜି ପ୍ରକାଶ ପାଇବ ରାୟ

ଝାରସୁଗୁଡ଼ା ଅଫିସ,୨।୪: ବହୁଚର୍ଚ୍ଚିତ ମା’ ଝିଅ କଳ୍ପନା ଓ ବବ୍‌ଲି ହତ୍ୟାକାଣ୍ଡ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ବିଧାୟକ ଅନୁପ ସାଏ ୨ ବର୍ଷ ହେଲା...

ସ୍କୁଲରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଜୁନାଗଡ଼,୩୧।୧: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଆଟିଗାଁ ସପ୍ତପଲ୍ଲୀ ବିଦ୍ୟାପୀଠରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୁତ୍ତମାନେ ସ୍କୁଲ କବାଟ ତାଲା ଭାଙ୍ଗି...

ସହରରେ ଅପରାଧ ନିୟନ୍ତ୍ରଣ, ଟ୍ରାଫିକ ପରିଚାଳନା ହେବ ସହଜ

ବଲାଙ୍ଗୀର ଅଫିସ,୨ା୧୧: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ବୁଧବାର ସ୍ଥାନୀୟ ଟାଉନ ଥାନା ଠାରେ ବଲାଙ୍ଗୀର ସହରରେ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥାର...

ଖଡ଼ିଆଳରେ କଂଗ୍ରେସ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଖଡ଼ିଆଳ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଅଧିରାଜ ପାଣିଗ୍ରାହୀ ଆଗରେ ରହିଛନ୍ତି। ଅଧିରାଜ ୧୮୩୦୭ ଭୋଟ...

ମହିଳାଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ଟିଟିଲାଗଡ଼ ଷ୍ଟେଶନରେ ଅଟକିଲା ଟ୍ରେନ୍‌: ଜନ୍ମଦେଲେ କନ୍ୟା ସନ୍ତାନ

ଟିଟିଲଗଡ଼,୨୪ା୫(ଡି.ଏନ୍‌.ଏ.): ରବିବାର ଟିଟିଲାଗଡ଼ ଦେଇ କାଜିପେଟରୁ ବଲାଙ୍ଗୀର ଯାଉଥିବା ଶ୍ରମିକ ଟ୍ରେନରେ ଜଣେ ପ୍ରବାସୀ ମହିଳା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମହିଳାଙ୍କର ପ୍ରସବ...

ଏସ୍‌ସିବି ମେଡିକାଲରେ ୫-ଟି ସଚିବ: ସୁପର ସ୍ପେଶିଆଲିଟି ବିଲ୍ଡିଂ ନିର୍ମାଣ ନେଇ ଆଲୋଚନା

କଟକ ଅଫିସ, ୭।୧୧: ରାତି ପାହିନି, କଟକ ଏସ୍‌ସିବି ମେଡିକାଲରେ ରାଜ୍ୟର ୩ ଜଣ ଆଇଏଏସ୍‌ ଅଫିସର ପହଞ୍ଚିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ନେତୃତ୍ୱରେ...

କୂଅଖୋଳାରେ ସୀମିତ ଜଳପ୍ରକଳ୍ପ

ଲୋଇସିଂହା, ୭ା୫(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ କଦଳୀପାଲି ଗାଁ ା କିଡ଼ନୀ ରୋଗରେ ଏହି ଗଁ।ର ବହୁ ଲୋକଙ୍କ ଜୀବନ...

ଚିଲିକା ମଝିରେ ଅଟକିଲା ଭସାପୋଲ : ୨ଘଣ୍ଟା ଧରି ୧୦୦ ଯାତ୍ରୀ ଜଳବନ୍ଦୀ

କୃଷ୍ଣପ୍ରସାଦ,୯ା୨ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦା-ସାତପଡା ଚିଲିକା ମଝିରେ ଶନିବାର ଏକ ଯାତ୍ରୀବାହୀ ଭେସେଲ (ଭସାପୋଲ) ୨ ଘଣ୍ଟା ଧରି ଅଟକି ରହିଥିଲା।...

Advertisement
Archives

Model This Week