ଯୋଗାସନ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଅବସରରେ ସାରା ବିଶ୍ୱକୁ ଯୋଗର ମହତ୍ୱ ବୁଝାଇବା ପାଇଁ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଅନ୍ତରାଷ୍ଟ୍ରୀୟ ସ୍ତରରେ ଜୁନ ୨୧କୁ ଯୋଗ ଦିବସ ଭାବେ ଘୋଷଣା କରାଯାଇଥିବାରୁ ବନ୍ଧୁ ମୋଦିଙ୍କୁ ମୈତ୍ରିପାଲ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ସେ ସମସ୍ତଙ୍କୁ ତାଙ୍କ ଭଳି ଯୋଗ କରିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ପୀଡ଼ିତ ନଓ୍ବାଜଙ୍କ ଭାଇ ଶେହବାଜ

ଇସଲାମାବାଦ,୧୧।୬: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଭାଇ ତଥା ପିଏମ୍‌ଏଲ୍‌-ଏନ୍‌ର ଅଧ୍ୟକ୍ଷ ଶେହବାଜ ଶରିଫଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଦଳର ପ୍ରବକ୍ତା ମରିୟମ...

ପାକ୍‌ ଆକାଶରେ ଉଡ଼ିବନି ରାଷ୍ଟ୍ରପତିଙ୍କ ବିମାନ

ଇସ୍‌ଲାମାବାଦ, ୮।୯(ପି.ଟି.): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାରଠାରୁ ଆଇସ୍‌ଲାଣ୍ଡ, ସୁଇଜରଲାଣ୍ଡ ଓ ସ୍ଲୋଭେନିଆ ଗସ୍ତରେ ଯିବାକୁ ଥିବାବେଳେ ତାଙ୍କ ବିମାନ ପାକିସ୍ତାନ ଆକାଶରେ ଉଡ଼ିପାରିବ ନାହିଁ।...

ମଦିନାରେ ବସ୍‌ ଦୁର୍ଘଟଣା:ଜଣେ ଭାରତୀୟଙ୍କ ସମେତ ୩୫ ମୃତ

ରିୟାଧ,୧୮-୧୦(ଏଏଫ୍‌ପି):ସୌଦି ଆରବର ମଦିନା ସହରରେ ସଡ଼କ ଦୁର୍ଘଟଣାରେ ୩୫ ବିଦେଶୀ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଭାରତୀୟ ଅଛନ୍ତି। ତାଙ୍କ ସ୍ତ୍ରୀ ମଧ୍ୟ ଆହତ...

ଗାନ୍ଧିଜୀଙ୍କ ବିଚାରଧାରା ଆବଶ୍ୟକ

ଜାତିସଂଘ୨୯ା୨(ପି.ଟି.):ଦିଲ୍ଲୀ ଦଙ୍ଗା ଘଟଣାରେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଦୁଃଖ ପ୍ରକାଶ କରିଛନ୍ତି। ଏଭଳି ସ୍ଥିତିରେ ବାସ୍ତବ ସାମ୍ପ୍ରଦାୟିକ ସଦ୍ଭାବ ଫେରାଇ ଆଣିବାରେ ମହାତ୍ମା ଗାନ୍ଧୀଙ୍କ...

କୋମାରେ କିମ୍‌

ପ୍ୟୋଙ୍ଗ୍‌ୟାଙ୍ଗ୍‌, ୨୫ା୮: ଉତ୍ତର କୋରିଆର ନେତା କିମ୍‌ ଜଙ୍ଗ୍‌ ଉନ୍‌ କୋମାରେ ଥିବା ଜଣାପଡ଼ିଛି। ତାଙ୍କ ଭଉଣୀ କିମ୍‌ ୟୋ ଜଙ୍ଗ୍‌ ବିଭିନ୍ନ ଜାତୀୟ ଓ...

ସଙ୍କଟରେ ଇମ୍ରାନ୍‌ ସରକାର: ଜେନେରାଲ ବାଜଓ୍ବା ଦଖଲ କରିପାରନ୍ତି କ୍ଷମତା !

ଇସଲାମାବାଦ୍‌,୩।୧୦: ପାକିସ୍ତାନରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ପ୍ରତି ସଙ୍କଟ ସୃଷ୍ଟି ହୋଇଛି। ପାକିସ୍ତାନ ସୈନ୍ୟ ବାହିନୀ ମୁଖ୍ୟ ଜେନେରାଲ କରମ ଜାଭେଦ୍‌ ବାଜଓ୍ବା କ୍ଷମତା...

ଆତଙ୍କବାଦୀଙ୍କ ସହ ହାତ ମିଳାଇଲା ରୁଷିଆ…

ମସ୍କୋ,୧୭।୮: ଆଫଗାନିସ୍ତାନର ଅବସ୍ଥା ବିଗିଡିବା ମଧ୍ୟରେ ରୁଷିଆ ପକ୍ଷରୁ ମତିଭ୍ରମ ଭଳି ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦିଆଯାଇଛି। ରୁଷିଆ କହିଛି ତାଲିବାନ ଶାସନ ଅଧୀନରେ କାବୁଲର...

ଚମତ୍କାରୀ ତେଲ ନେବାକୁ ଦଳାଚକଟା: ୨୦ ମୃତ

ମୋଶି,୨।୨: ଚମତ୍କାରୀ ତେଲ ନେବାକୁ ତାଞ୍ଜାନିଆରେ ହୋଇଥିବା ଦଳାଚକଟାରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୬ ଜଣ ଆହତ ହୋଇଛନ୍ତି। ତେବେ ମୃତାହତଙ୍କ ସଂଖ୍ୟା...

Advertisement


Archives

Model This Week