Posted inଜାତୀୟ

ଯୋଗୀଙ୍କୁ ଝଟ୍‌କା: ୫ ମନ୍ତ୍ରୀ ଦେଲେ ଇସ୍ତଫା

ଲକ୍ଷ୍ନୌ,୨୦।୮: ଉତ୍ତରପ୍ରଦେଶରେ ଯୋଗୀ ସରକାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ରାଜନୈତିକ ହଟ୍ଟଚମଟ୍ଟ ସୃଷ୍ଟି ହୋଇଛି। ମଙ୍ଗଳବାର ୫ଜଣ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରଥମେ ପ୍ରଦେଶର ଅର୍ଥ ମନ୍ତ୍ରୀ ରାଜେଶ ଅଗ୍ରଓ୍ବାଲ  ଇସ୍ତଫା ଦେଇଥିବା ନେଇ ସୂଚନା ମିଳିଛି। ନିଜର ସ୍ବାସ୍ଥ୍ୟଗତ କାରଣରୁ ସେ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି। ଏହାପରେ ମନ୍ତ୍ରୀ ଅନୁପମା ଜୟସଓ୍ବାଲ, ମୁକୁଟ ବିହାରି ବର୍ମା, କ୍ୟାବିନେଟ ମନ୍ତ୍ରୀ ଚେତନ ଚୌହାନ ଓ ସ୍ବାତୀ ସିଂହ ମଧ୍ୟ ଇସ୍ତଫା ଦେଇଛନ୍ତି। ଅନ୍ୟପଟେ ଲକ୍ଷ୍ନୌରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆରଏସ୍‌ଏସ୍‌)ର ସମନ୍ବୟ ବୈଠକ ଜାରି ରହିଛି। ଏଥିରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସହ ଉପନିର୍ବାଚନକୁ ନେଇ ଆଲୋଚନା କରାଯାଉଛି। ସୂଚନାଯୋଗ୍ୟ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ  ପୂର୍ବରୁ ୫ ମନ୍ତ୍ରୀଙ୍କ ଇସ୍ତଫା ଯୋଗୀ ସରକାରଙ୍କୁ ଅଡ଼ୁଆରେ ପକାଇଥିବା ଚ୍ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲଏସିରେ ପହଞ୍ଚିଲେ ସେନାମୁଖ୍ୟ…

ନୂଆଦିଲ୍ଲୀ,୨୩।୧ : ସୋମବାର ସକାଳେ ଭାରତୀୟ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଅରୁଣାଚଳ ପ୍ରଦେଶରେ ପହଞ୍ଚିଛନ୍ତି। ଏଠାରେ ସେ ଚାଇନା ନିକଟରେ ଥିବା ସୀମାନ୍ତ...

ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀଙ୍କ ପୁଅ: ରାଜନୈତିକ ବିତର୍କ ଆରମ୍ଭ

ଚେନ୍ନାଇ,୧୪।୧୨: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ଡିଏମକେ ବିଧାୟକ ଉଦୟନିଧି ଷ୍ଟାଲିନ ବୁଧବାର ଚେନ୍ନାଇର ରାଜ ଭବନରେ ଯୁବ କଲ୍ୟାଣ ଏବଂ କ୍ରୀଡ଼ା...

ମାଙ୍କଡ଼ ଅନ୍ତେଷ୍ଟିରେ ଯୋଗଦେଲେ ଦେଢ଼ ହଜାର ଲୋକ

ଭୋପାଳ,୧୧।୧: କୋଭିଡ୍‌-୧୯ ଯୋଗୁ ରାଜ୍ୟରେ ବିଭିନ୍ନ କଟକଣା ଜାରି କରାଯାଇଥିବା ବେଳେ ଏକ ମାଙ୍କଡ଼ର ଅନ୍ତେଷ୍ଟି କ୍ରିୟାରେ ଦେଢ଼ ହଜାର ଲୋକ ସାମିଲ ହେବା ଘଟଣା...

ଚାଟାର୍ଜୀଙ୍କୁ ବହିଷ୍କାର ନେଇ ଚିଠି ଲେଖିଲେ କଂଗ୍ରେସ ନେତା

କୋଲକାତା,୨୬।୭: ଗିରଫ ହୋଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଅଡୁଆ ଧୀରେ ଧୀରେ ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ...

ଏଲ୍‌ଓସି ନିକଟ ଲଞ୍ଚପ୍ୟାଡ୍‌ରେ ୨୦୦ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗ ଅପେକ୍ଷାରେ…

ନୂଆଦିଲ୍ଲୀ, ୭।୫ : ପାକିସ୍ତାନରେ ସରକାରା ପରିବର୍ତ୍ତନ ସତ୍ତ୍ୱେ ଏହାର ଭାରତ ବିରୋଧୀ ମନୋବୃତ୍ତିରେ ସାମାନ୍ୟ ପରିବର୍ତ୍ତନ ହୋଇନାହିଁ। ଯଦିଓ ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ...

ପଞ୍ଜାବରେ ଆଜି ପ୍ରଚାର ଶେଷ

ଚଣ୍ଡିଗଡ଼,୧୮ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ଯୋରସୋରରେ ଚାଲିଛି । ଶୁକ୍ରବାର ପ୍ରଚାର ଶେଷ ହେଉଥିବା ବେଳେ ସବୁ ରାଜନୌତିକଦଳ ଭୋଟରଙ୍କ...

ଚମକାଇଲା ଚିନୁକ, ନନଷ୍ଟପ ଉଡିଲା ୭ଘଣ୍ଟା ୩୦ ମିନିଟ, ଅତିକ୍ରମ କଲା ୧୯୧୦ କିଲୋମିଟର

ଚଣ୍ଡିଗଡ଼,୧୨ ।୪: ଭାରତୀୟ ବାୟୁସେନାର ଚିନୁକ ହେଲିକପ୍ଟର ଅସମ୍ଭକୁ ସମ୍ଭବ କରି ଦେଖାଇଛି । ହେଲିକପ୍ଟର ତା’ର କ୍ଷମତାକୁ ପୁଣିଥରେ ପ୍ରମାଣ କରି ଦେଖାଇଛି ।...

ଆଜି ଉପରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୬ା୮: ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାହା ଶନିବାର ସ୍ଥିର ହେବ। ଦେଶର ଦ୍ୱିତୀୟ ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ହେବାକୁ ଥିବା ନିର୍ବାଚନରେ...

Advertisement
Archives

Model This Week