Posted inଜାତୀୟ

ଯୋଗୀଙ୍କୁ ଭେଟିଲେ କମଲେଶଙ୍କ ପରିବାର

ଲକ୍ଷ୍ନୌ,୨୦।୧୦: ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କ ମା’ ସ୍ତ୍ରୀ ଓ ଭାଇ ରବିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଭେଟିଛନ୍ତି। ଏହି ସମୟରେ କମଲେଶଙ୍କ ସ୍ତ୍ରୀ କିରଣ ତିଓ୍ବାରୀ ହତ୍ୟାକାରୀଙ୍କୁ ଫାଶିଦଣ୍ଡ ଦିଆଯାଉ ବୋଲି ଯୋଗୀଙ୍କୁ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶର ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀ ହତ୍ୟା ମାମଲାରେ ୫ ଜଣଙ୍କୁ ଗିରଫ କରାଯାଇଛି। ଶୁକ୍ରବାର କମଲେଶଙ୍କୁ ତାଙ୍କ ଲକ୍ଷ୍ନୌ ଘରେ ହତ୍ୟା କରାଯାଇଥିଲା। କମଲେଶଙ୍କ ସ୍ତ୍ରୀ ଦେଇଥିବା ଏତଲା ଆଧାରରେ ଉତ୍ତରପ୍ରଦେଶର ବିଜନୁର ଜିଲାରୁ ୨ ଜଣ ଓ ଗୁଜରାଟର ସୁରଟରୁ ତିନିଜଣଙ୍କୁ ଗିରଫ କରାଯାଇଥିବା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓ.ପି. ସିଂ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମିଳିବ ଦୀପାବଳି ବୋନସ୍‌

ନୂଆଦିଲ୍ଲୀ,୨୧।୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ ଉପହାର। ଦେଶର ୩୦ ଲକ୍ଷ କର୍ମଚାରୀଙ୍କୁ ଦୀପାବଳି ବୋନସ୍‌ ଦିଆଯିବ ବୋଲି ଘୋଷଣା କରାଯାଇଛି।...

ଉଦ୍ଧବଙ୍କୁ ଚିଠି ଲେଖିଲେ ଓ୍ବାଙ୍ଖଡେଙ୍କ ସ୍ତ୍ରୀ

ମୁମ୍ବାଇ,୨୮।୧୦: ମୁମ୍ବାଇ: ମୁମ୍ବାଇ କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ଜାରି ରହିଛି ଥ୍ରୀଲର ଏବଂ ସସ୍ପେନ୍ସ। ଏହି ହାଇପ୍ରୋଫାଇଲ କେସ୍‌ରେ ଦିନକୁ ଦିନ ନୂଆ ଟୱିଷ୍ଟ...

କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୦୬...

ଉତ୍ତରପ୍ରଦେଶରେ ଆଇନ ଛାତ୍ରଙ୍କୁ ହତ୍ୟା

ନୂଆଦିଲ୍ଲୀ,୩।୭: ଉତ୍ତରପ୍ରଦେଶ ମିରଟରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ୨୧ ବର୍ଷୀୟ ଜଣେ ଆଇନ ଛାତ୍ରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଅଖାରେ ଭରି...

ସୀମାରେ ପୋଲ ନିର୍ମାଣ କରୁଛି ଚାଇନା

ନୂଆଦିଲ୍ଲୀ,୩।୧: ଲଦାଖର ପୂର୍ବାଞ୍ଚଳରେ ପାଙ୍ଗଓଙ୍ଗ ହ୍ରଦର ଉତ୍ତର ଓ ଦକ୍ଷିଣ କୂଳକୁ ଯୋଡ଼ିବା ପାଇଁ ଚାଇନା ଏକ ପୋଲ ନିର୍ମାଣ କରୁଛି। ଜିଓ ଇଣ୍ଟେଲିଜେନ୍ସ ବିଶେଷଜ୍ଞ...

ମୁଖ୍ୟମନ୍ତ୍ରୀ ଆସନ ଛାଡିବାର ୮ ବର୍ଷ ପରେ ମୋଦି ସରକାରରେ ମିଳିଲା ମନ୍ତ୍ରୀପଦ

ନୂଆଦିଲ୍ଲୀ,୧।୬: ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହରିଦ୍ୱାରଲୋକ ସଭା ଆସନର ଏମ୍‌ପି ଡା. ରମେଶ ପୋଖରିୟାଲ ନିଶଙ୍କ ଶେଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦଳର ରାଷ୍ଟ୍ରୀୟ...

ଥମୁଛି କରୋନା, ଭିଡ଼କୁ ଭୟ…

ନୂଆଦିଲ୍ଲୀ, ୧୬।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି...

କେଜରିଓ୍ବାଲଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ କେଜରିଓ୍ବାଲ ସରକାରଙ୍କ ପ୍ରସ୍ତାବ ଉପରେ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଅରବିନ୍ଦ...

Advertisement
Archives

Model This Week