ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ଗୋବିନ୍ଦା

ଲକ୍ଷ୍ନୌ,୨୯।୧୨: ବଲିଉଡ୍‌ ଅଭିନେତା ଗୋବିନ୍ଦା ରବିବାର ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ଏହି ସମୟରେ ସେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହାସହ ସେ ପ୍ରସିଦ୍ଧ ଗୋରଖନାଥ ମନ୍ଦିରରେ ମଧ୍ୟ ପୂଜାର୍ଚ୍ଚନା କରିଛନ୍ତି। ଗୋବିନ୍ଦାଙ୍କ ଗସ୍ତର ସେମିତି କିଛି କାରଣ ନ ଥିଲେ ମଧ୍ୟ ଆଦିତ୍ୟନାଥଙ୍କ ସହ ସାକ୍ଷାତ୍‌ କରିବାର ଫଟୋ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ବଲିଉଡ୍‌ରେ ଏବେ ଗୋବିନ୍ଦାଙ୍କ ପାଇଁ ସେମିତି କିଛି କାମ ନ ଥିବା ବେଳେ ଆଗାମୀ ଦିନରେ ତାଙ୍କ ଝିଅ ବଲିଉଡ୍‌ରେ ଏଣ୍ଟ୍ରି କରିପାରନ୍ତି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କର

ନୂଆଦିଲ୍ଲୀ, ୬ା୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କରିବା ପାଇଁ ମୁସଲମାନମାନଙ୍କୁ ଏହି ସମ୍ପ୍ରଦାୟର ପ୍ରାୟ ୬୦ ଜଣ ବରିଷ୍ଠ ଆଇଏଏସ୍‌ ଏବଂ...

ନିଜେ ଉଦ୍‌ଘାଟନ କରିଥିବା କୋଠାରେ ରାତ୍ରିଯାପନ କଲେ

ନୂଆଦିଲ୍ଲୀ,୨୩ା୮(ପି.ଟି./ଆଇଏଏନ୍‌ଏସ୍‌): ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ୍‌ ବୁଧବାର ରାତିରେ ସିବିଆଇ ମୁଖ୍ୟାଳୟ ଗେଷ୍ଟ୍‌ହାଉସ୍‌ର ଲକ୍‌-ଅପ୍‌ ସୁଟ୍‌ ୩ରେ ରାତି...

ଅମ୍ବାଲା ଏୟାରବେସ୍‌ରେ ରାଫାଲକୁ ଦିଆଗଲା ଓ୍ବାଟର ସାଲ୍ୟୁଟ

ଅମ୍ବାଲା,୨୯।୭: ବହୁ ପ୍ରତିକ୍ଷୀତ ରାଫାଲ ଯୁଦ୍ଧ ବିମାନ ଶେଷରେ ବୁଧବାର ଭାରତରେ ପହଞ୍ଚିଛି। ରାଫାଲ ଆସିବା ପରେ ଭାରତୀୟ ବାୟୁସେନାର ଶକ୍ତି ଆହୁରି ଦ୍ୱିଗୁଣିତ ହୋଇଯାଇଛି।...

ଶୀତଦିନେ ସପ୍ତାହରେ ୨ ଥର କରନ୍ତୁ ଉଷୁମ ତେଲ ମାଲିସ୍‌…

ଶୀତଦିନେ ଶରୀରରେ ଉଷୁମ ତେଲ ମାଲିସ୍‌ କଲେ ଅନେକ ଉପକାର ମିଳିଥାଏ । ଏହା ଦ୍ୱାରା ରକ୍ତଚାପ ନିୟନ୍ତ୍ରିତ ହେବା ସହିତ ହାର୍ଟ ଆଟାକ୍‌ରୁ ମୁକ୍ତି...

ଦେଶର ଏତିକି କଏଦୀଙ୍କ ପାଖରେ ଅଛି ଟେକ୍‌ନିକାଲ ଡିଗ୍ରୀ

ନୂଆଦିଲ୍ଲୀ, ୧୪।୨ : ପୂରା ଦେଶରେ ଏବେ ୪,୭୮,୬୦୦ କଏଦୀ ଜେଲଦଣ୍ଡ ଭୋଗୁଛନ୍ତି। ସେମାନଙ୍କ ମଧ୍ୟରୁ ୧,୩୨,୭୨୯ ଅଶିକ୍ଷିତ ଥିବାବେଳେ ୫,୬୭୭ ଜଣ କଏଦୀଙ୍କ ପାଖରେ...

ଫୁଲ ବର୍ଷା କରିବ ବାୟୁସେନା ବିମାନ

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧାଙ୍କ...

ବିମାନରେ ଡ୍ୟାନ୍ସ କଲେ ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଭିଡିଓ

ଛୋଟ ପରଦାରୁ ଭୋଜପୁରୀ ଇଣ୍ଡଷ୍ଟ୍ର୍ରି ପର୍ଯ୍ୟନ୍ତ ବେଶ୍‌ ନାଁ କମାଇଥିବା ଅଭିନେତ୍ରୀ ମୋନାଲିସା ଆଜିକାଲି ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌ ରହୁଛନ୍ତି। ଇନ୍‌ଷ୍ଟାଗ୍ରାମରେ ବିକ୍‌ନୀ ଲୁକ୍‌କୁ...

ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଟିକାକୁ ଆସନ୍ତା ସପ୍ତାହରେ ମଞ୍ଜୁରୀ ଦେଇପାରନ୍ତି ସରକାର

ନୂଆଦିଲ୍ଲୀ,୨୩।୧୨: କରୋନା ପ୍ରତିଷେଧକ ଟିକାକୁ ସାର୍ବଜନୀକ ଭାବେ ଦେବା ପାଇଁ ଭାରତ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆସନ୍ତା ସପ୍ତାହରେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଆଷ୍ଟ୍ରାଜେନିକା...

Advertisement
Archives

Model This Week