Posted inଜାତୀୟ

ଯୋଗୀ ଆଦିତ୍ୟନାଥ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ: ୨୩ ମନ୍ତ୍ରୀ ନେଲେ ଶପଥ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ବୁଧବାର ହୋଇଛି। ଏଥିରେ ୨୩ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ୬ କ୍ୟାବିନେଟ୍‌, ୬ ସ୍ବାଧୀନ ପାହ୍ୟା ରାଷ୍ଟ୍ରମନ୍ତ୍ରୀ ଏବଂ ୧୧ ଜଣ ରାଷ୍ଟ୍ରମନ୍ତ୍ରୀ ରହିଛନ୍ତି। କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳରେ ମହେନ୍ଦ୍ର ସିଂ, ଭୁପେନ୍ଦ୍ର ସିଂ ଚୌଧୁରୀ, ରାମ ନରେଶ୍‌ ଅଗ୍ନିହୋତ୍ରୀ, ସୁରେଶ ରାଣା, ଅନୀଲ ରାଜଭର, କମଳା ରାଣୀ ପ୍ରମୁଖ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଷ୍ଣୋ ଦେବୀ ମନ୍ଦିରର ୩ ପୂଜାରୀଙ୍କ ସମେତ ୨୨ କରୋନା ପଜିଟିଭ

ନୂଆଦିଲ୍ଲୀ,୧୮।୮: କରୋନା ଭାଇରସ ସଂକ୍ରମଣ ପାଇଁ ଦୀର୍ଘ ୫ ମାସ ବନ୍ଦ ରହିବା ପରେ ରବିବାର ଭକ୍ତଙ୍କ ଦର୍ଶନ ପାଇଁ ମା’ ବୈଷ୍ଣୋ ଦେବୀ ମନ୍ଦିର...

ଭେଣ୍ଟିଲେଟରରେ କଲ୍ୟାଣ ସିଂ: ଦିଲ୍ଲୀରୁ ସିଧା ହସ୍ପିଟାଲ ପହଞ୍ଚିଲେ ଯୋଗୀ

ଲକ୍ଷ୍ନୌ,୨୦ ।୮: ପୁଣିଥରେ ବିଗିଡି ଯାଇଛି ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା । ଶୁକ୍ରବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପିଜିଆଇରେ ଭର୍ତ୍ତି ଥିବା ଶ୍ରୀ...

ପରଲୋକରେ ଶଶାଙ୍କ ଘୋଷ

କୋଲକାତା,୨୨ା୪: ବିଶିଷ୍ଟ ବଙ୍ଗଳା କବି ପଦ୍ମଭୂଷଣ ଶଶାଙ୍କ ଘୋଷଙ୍କ ବୁଧବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହେଉଥିଲା। ୧୯୩୨ ଫେବୃୟାରୀ ୫ରେ ବାଂଲାଦେଶର ଚାନ୍ଦପୁର...

ନମୋ ଆପ ମାଧ୍ୟମରେ କର୍ମୀଙ୍କ ସହ ଯୋଡି ହେବେ ମୋଦି

ନୂଆଦିଲ୍ଲୀ,୨୫ ।୧: ଉତ୍ତର ପ୍ରଦେଶ ସମେତ ୫ ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ସବୁ ରାଜନୈତିକ ଦଳ ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ଇତିମଧ୍ୟରେ...

ମୋବାଇଲରେ ଅନ୍‌ଲାଇନ୍‌ ଗେମ୍‌ ଖେଳି ଆତ୍ମହତ୍ୟା କଲେ ନାବାଳକ

କୋଟା,୨୦।୬: ରାଜସ୍ଥାନର କୋଟାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଜ୍ଞାନ ନଗରରେ ରହୁଥିବା ଫତେହଚନ୍ଦଙ୍କ ୧୨ବର୍ଷର ପୁଅ କୁଶଳ ମୋବାଇଲରେ ଅନ୍‌ଲାଇନ ଗେମ୍‌ ଖେଳୁଥିବା...

ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ୨୫ ଲକ୍ଷ ଟଙ୍କା ଦାନ ଦେଲେ ମୁସଲମାନ ସରପଞ୍ଚ

ହାଇଦ୍ରାବାଦ୍‌,୨୩।୫: ତେଲେଙ୍ଗାନାରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟର ଏକ ନିଆରା ଉଦାହରଣ ଦେଖିବାକୁ ମିଳିଛି। ଖମ୍ମାମ ଜିଲାରେ ଜଣେ ମୁସଲମାନ ସରପଞ୍ଚ ପ୍ରଭୁ ଶ୍ରୀରାମଙ୍କ ଏକ ବିଶାଳ ମନ୍ଦିର...

ରୁଷିଆରୁ ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବ ଭାରତ

ନୂଆଦିଲ୍ଲୀ,୧ା୭: ବାଲାକୋଟ ଏୟାରଷ୍ଟ୍ରାଇକ୍‌ ଭଳି ପରିସ୍ଥିତିରେ ନିଜକୁ ପ୍ରସ୍ତୁତ ରଖିବା ଲାଗି ରୁଷିଆରୁ ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବା ଲାଗି ଭାରତ ରାଜିନାମା ସ୍ବାକ୍ଷର କରିଛି।...

କ୍ଷେତ ବୁଲି ଚଣା ଖାଇଲେ ପ୍ରଧାନମନ୍ତ୍ରୀ ମୋଦି

ହାଇଦ୍ରାବାଦ,୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ହାଇଦ୍ରାବାଦ ଗସ୍ତରେ ଥିଲେ। ସେ ଅଇସିଆର୍‌ଆଇଏସ୍‌ଏଟ(ICRISAT)ର ୫୦ତମ ବାର୍ଷିକ ଉତ୍ସବ ଯୋଗଦେବାକୁ ଆସିଥିଲେ। ହାଇଦ୍ରାବାଦର ଅନ୍ତର୍ଜାତୀୟ କ୍ରପ୍ସ ରିସର୍ଚ୍ଚ...

Advertisement
Archives

Model This Week