Posted inଜାତୀୟ

ଯୋଗୀ ଆଦିତ୍ୟନାଥ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ: ୨୩ ମନ୍ତ୍ରୀ ନେଲେ ଶପଥ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ବୁଧବାର ହୋଇଛି। ଏଥିରେ ୨୩ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ୬ କ୍ୟାବିନେଟ୍‌, ୬ ସ୍ବାଧୀନ ପାହ୍ୟା ରାଷ୍ଟ୍ରମନ୍ତ୍ରୀ ଏବଂ ୧୧ ଜଣ ରାଷ୍ଟ୍ରମନ୍ତ୍ରୀ ରହିଛନ୍ତି। କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳରେ ମହେନ୍ଦ୍ର ସିଂ, ଭୁପେନ୍ଦ୍ର ସିଂ ଚୌଧୁରୀ, ରାମ ନରେଶ୍‌ ଅଗ୍ନିହୋତ୍ରୀ, ସୁରେଶ ରାଣା, ଅନୀଲ ରାଜଭର, କମଳା ରାଣୀ ପ୍ରମୁଖ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭୟ: ବିଲେଇକୁ ଦେଶାନ୍ତର କରାଗଲା

ଚେନ୍ନାଇ,୪ା୩: ବିଶ୍ୱବ୍ୟାପୀ ଏବେ କରୋନା ଭାଇରସ୍‌ ଆତଙ୍କ। ଚାଇନାରୁ ମାଡ଼ି ଏବେ ୬୬ ଦେଶକୁ ଏହା ବ୍ୟାପିଲାଣି। ଭାରତ ବି ଏଥିରୁ ବାଦ୍‌ ପଡ଼ିନି। ଚାରିଆଡ଼େ...

କୁମାରସ୍ବାମୀଙ୍କ ଇସ୍ତଫା ଦାବି କଲା ଭାଜପା

ବେଙ୍ଗାଲୁରୁ,୯।୭: କର୍ନାଟକରେ କଂଗ୍ରେସ ବିଧାୟକମାନେ ଇସ୍ତଫା ଦେବା ପରେ ଏବେ ସଙ୍କଟରେ କର୍ନାଟକର ମେଣ୍ଟ ସରକାର। ତେବେ ସଂଖ୍ୟା ଗରିଷ୍ଠତାକୁ ନେଇ ଭାଜପା ପୂର୍ବରୁ ମେଣ୍ଟ...

ପ୍ରଦୂଷଣରୁ ମୁକ୍ତି: ମନ୍ଦିରରେ ମୂର୍ତ୍ତିଙ୍କଠାରେ ବନ୍ଧାଗଲା ମାସ୍କ୍‌

ବାରାଣସୀ,୬।୧୧: ବାୟୁ ପ୍ରଦୂଷଣରୁ ମୁକ୍ତି ପାଇଁ ସାଧାରଣ ଲୋକେ ମୁହଁରେ ମାସ୍କ୍‌ ପିନ୍ଧି ବୁଲୁଥିବା ଦେଖିବାକୁ ମିଳିଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର...

ନ ଛୁଇଁଲେ ବି ବାଜିବ ମନ୍ଦିରର ଘଣ୍ଟି

ମନ୍ଦସୌର,୧୩।୬: କରୋନା ସଂକ୍ରମଣକୁ ନେଇ ଲାଗୁ କରାଯାଇଥିବା ଲକ୍‌ଡାଉନ ହଟିବା ପରେ ଏବେ ଧାର୍ମିକସ୍ଥଳ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ହେଲେ ସେଠାରେ ସାମାଜିକ ଦୂରତା...

‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କ ଲୁକ୍ସକୁ ପସନ୍ଦ କରୁଛନ୍ତି ଦର୍ଶକେ

ମୁମ୍ବାଇ,୧୦।୩: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ୬୯ ବର୍ଷ ବୟସରେ ବି ପ୍ରଶଂସକଙ୍କ ମନରେ ଘର କରି ରହିଛନ୍ତି। ଏବେବି ଦର୍ଶକେ ତାଙ୍କୁ ସେହି ସୁପରଷ୍ଟାର ବୋଲି...

୨୨ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ସୋମବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ଲକ୍ଷ ୧୫ ହଜାର...

ରାଜ୍ୟସଭାରେ ସାମ୍ନାସାମ୍ନି ହେଲେ ଗୋଟିଏ ରାଜ୍ୟର ୨ ପ୍ରତିଦ୍ୱନ୍ଦୀ

ନୂଆଦିଲ୍ଲୀ,୨୨।୭: ରାଜ୍ୟସଭାରେ ୪୫ଜଣ ନବନିର୍ବାଚିତ ସଦସ୍ୟ ବୁଧବାର ଶପଥ ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ୩୬ଜଣ ଏଭଳି ଏମ୍‌ପି ଅଛନ୍ତି ଯେଉଁମାନେ ପ୍ରଥମ ଥର ରାଜ୍ୟସଭାରେ ପହଞ୍ଚିଛନ୍ତି।...

କର୍ନାଟକରେ ପୁଣି ଜଣେ ମୁଖ୍ୟମନ୍ତ୍ରୀଙ୍କ ପୁଅ ହେଲେ ମୁଖିଆ

ବାଙ୍ଗାଲୁରୁ,୨୭।୭: ମଙ୍ଗଳବାର କର୍ନାଟକକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ଭାଜପା ବିଧାୟକଙ୍କ ବୈଠକରେ ବାସବରାଜ ବୋମାଇଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ବଛାଯାଇଛି। ସୋମବାର ଇସ୍ତଫା ଦେଇଥିବା ବି...

Advertisement


Archives

Model This Week