Posted inଜାତୀୟ

ଯୋଗୀ ସରକାରଙ୍କ ବଜେଟ: ଜଳ ଜୀବନ ମିଶନ ପାଇଁ ୩୦୦୦ କୋଟି

ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ୨୦୨୦ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବଜେଟ ଉପସ୍ଥାପନ କରାଯାଇଛି। ମୋଟ ୫,୧୨, ୮୬୦ କୋଟି ୭୨ ଲକ୍ଷ ଟଙ୍କାର ବଜେଟ ଉପସ୍ଥାପିତ ହୋଇଛି। ବଜେଟରେ ରାଜ୍ୟର ଗ୍ରାମୀଣ ଅଞ୍ଚଳରେ ଜଳ ଜୀବନ ମିଶନ ଲାଗି ୩୦୦୦ କୋଟିର ବ୍ୟୟ ଅଟକଳ କରାଯାଇଛି। ସେହିପରି ଗୋରଖପୁର, କାନପୁର ଏବଂ ଆଗ୍ରା ମେଟ୍ରୋ ବିକାଶ ପାଇଁ ୮୦୦ କୋଟିର ବ୍ୟୟ ଅଟକଳ ଉପସ୍ଥାପନା କରାଯାଇଛି। ଅଯୋଧ୍ୟାରେ ବିମାନ ବନ୍ଦରର ବିକାଶ ଲାଗି ୫୦୦ କୋଟିର ବ୍ୟୟ ବରାଦ କରାଯାଇଛି। ବଜେଟରେ ୧୦୯୬୭ କୋଟି ଟଙ୍କାର ନୂତନ ଯୋଜନାକୁ ସାମିଲ କରାଯାଇଛି। ଜିଏସ୍‌ଟି ଏବଂ ଭାଟ୍‌ରୁ ୯୧୫୬୮ କୋଟି ଟଙ୍କାର ରାଜସ୍ବ ମିଳିବ ବୋଲି ଆକଳନ କରାଯାଇଛି। ଅପରପକ୍ଷରେ ଅବକାରୀ ଶୁଳ୍କରୁ ୩୭୫୦୦ କୋଟି, ଷ୍ଟାମ୍ପ୍‌ ଏବଂ ପଞ୍ଜିକରଣରୁ ୨୩୧୯୭ କୋଟି, ବାହନ ଟିକସରୁ ୮୬୫୦ କୋଟି ଟଙ୍କାର ରାଜସ୍ବ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri