Posted inଜାତୀୟ

ଯୋଗ ଦିବସରେ ମନ୍ତ୍ରୀଙ୍କୁ ଜୋତା ପିନ୍ଧାଇଲେ ସରକାରୀ କର୍ମଚାରୀ

ଶାହଜହାଁପୁର,୨୧।୬: ଉତ୍ତରପ୍ରଦେଶର ଶାହଜହାଁପୁରରେ ଯୋଗ ଦିବସ ଅବସରରେ କ୍ୟାବିନେଟ ମନ୍ତ୍ରୀ ଲକ୍ଷ୍ମୀ ନାରାୟଣ ଚୌଧୁରୀଙ୍କ ଏକ ଫଟୋ ଭାଇରାଲ ହୋଇଛି। ଜଣେ ସରକାରୀ କର୍ମଚାରୀ ତାଙ୍କୁ ଜୋତା ପିନ୍ଧାଉଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଲକ୍ଷ୍ମୀନାରାୟଣ ଏଠାରେ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲେ। ଏହି ଅବସରରେ ପୂର୍ବତନ ସ୍ବରାଷ୍ଟ୍ର ମନ୍ତ୍ରୀ ଚିନ୍ମୟାନନ୍ଦ ଓ ଡିଏମ୍‌ ଅମୃତ ତ୍ରିପାଠୀ ମଧ୍ୟ ସାମିଲ ହୋଇଥିଲେ। ତେବେ ଯୋଗ କରିବା ପରେ ଲକ୍ଷ୍ମୀନାରାୟଣଙ୍କୁ ଜୋତା ପିନ୍ଧିବାର ଥିଲା। ହେଲେ ସେ ତଳକୁ ନଇଁ ପାରି ନ ଥିଲେ। ଏହା ପରେ ଜଣେ ବ୍ୟକ୍ତି ତାଙ୍କୁ ନିଜ ହାତରେ ଜୋତା ପିନ୍ଧାଇ ଦେଇଥିଲେ। ତେବେ ଏହି ବ୍ୟକ୍ତି ଜଣଙ୍କ ସରକାରୀ କର୍ମଚାରୀ ବୋଲି କୁହାଯାଉଛି। ଅପରପକ୍ଷରେ ଜୋତା ପିନ୍ଧାଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ମାସର ପୁଅକୁ ହତ୍ୟା କରି ଲୁଚାଇଥିଲେ ପାଣି ଭର୍ତ୍ତି ଡ୍ରମ ଭିତରେ

ଥାଣେ,୨୬।୧୨: ମହାରାଷ୍ଟ୍ରର ଥାଣେ ଜିଲାର କାଲଓ୍ବା ଅଞ୍ଚଳରେ ପାଣି ଭର୍ତ୍ତି ଡ୍ରମ ଭିତରୁ ମିଳିଛି ୫ ମାସର ପୁଅର ମୃତଦେହ। ଏହି ଘଟଣାରେ ରବିବାର ଶିଶୁପୁତ୍ରର...

ଅଳିଆ ଗାଡିରୁ ମିଳିଲା ମୋଦି-ଯୋଗୀଙ୍କ ଫଟୋ: ସଫେଇ କର୍ମଚାରୀ ବହିଷ୍କୃତ

ମଥୁରା,୧୮।୭: ଉତ୍ତରପ୍ରଦେଶ ମଥୁରାର ଜଣେ ସଫେଇ କର୍ମଚାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଅଳିଆ ଗାଡିରେ ନେବା ମହଙ୍ଗା ପଡିଛି।...

ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଓ ଜ୍ୱର ଯୋଗୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ରାଜୀବ...

ତୁର୍କୀ-ସିରିଆ ପରେ ଏବେ ତାଜିକିସ୍ତାନର ସହାୟତା କରିବ ଭାରତ: ଭୂକମ୍ପ ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୨୩।୨: ତୁର୍କୀ-ସିରିଆ ପରେ ଏବେ ଭାରତ ତାକିକିସ୍ତାନକୁ ଭୂକମ୍ପ ପରିସ୍ଥିତିର ମୁକାବିଲା କରିବାରେ ସହାୟତା କରିବ। ଗୁରୁବାର ତାଜିକିସ୍ତାନରେ ହୋଇଥିବା ଭୂକମ୍ପ ପରେ ଭାରତ ପରିସ୍ଥିତି...

ଅନ୍‌ଲାଇନ୍‌ରେ ଚିହ୍ନଟ ହେବ କରୋନା ଆକ୍ରାନ୍ତଙ୍କ ମୃତଦେହ: ପୋର୍ଟାଲରେ ମିଳିବ ସୂଚନା

ଥିରୁଭାନ୍ତମପୁରମ,୬।୮: କେରଳରେ କରୋନା ଦୈନିକ ସଂକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି...

ପ୍ରଜ୍ଞା ଠାକୁର ଜଣେ ଆତଙ୍କବାଦୀ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୮।୧୧: ନାଥୁରାମ ଗଡସେକୁ ଦେଶ ଭକ୍ତ କହି ପୁଣି ବିବାଦ ଘେରକୁ ଆସିଛନ୍ତି ଭାଜପା  ଏମ୍‌ପି ପ୍ରଜ୍ଞା ଠାକୁର। ଏଥିପାଇଁ ତାଙ୍କୁ ପଦ ହରାଇବାକୁ ପଡିଛି।...

ବାହୁବଳୀ ଅନ୍‌ସାରୀଙ୍କୁ ଝଟ୍‌କା: ଦୁଇ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କଲେ ହାଇକୋର୍ଟ

ଲକ୍ଷ୍ନୌ,୨୧।୯: ଉତ୍ତରପ୍ରଦେଶରେ ମାଫିଆରୁ ନେତା ପାଲଟିଥିବା ପୂର୍ବତନ ବିଧାୟକ ମୁଖ୍‌ତାର ଅନ୍‌ସାରୀଙ୍କୁ ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚରୁ ବଡ଼ ଛଟ୍‌କା ଲାଗିଛି। ବୁଧବାର କୋର୍ଟ ତାଙ୍କୁ...

୧୧ ଟ୍ରାକରଙ୍କ ମୃତ ଦେହ ଉଦ୍ଧାର, ବାୟୁସେନାର ଅପରେଶନ୍‌ ଜାରି…

ନୂଆଦିଲ୍ଲୀ,୨୩।୧୦: ବାୟୁସେନା ଉତ୍ତରାଖଣ୍ଡର ଲାମଖାଗା ଗିରିପଥ ନିକଟରୁ ସମୁଦ୍ର ପତ୍ତନଠାରୁ ୧୭,୦୦୦ ଫୁଟ ଉଚ୍ଚରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଏଠାରେ ପ୍ରବଳ ତୁଷାରପାତ ଏବଂ...

Advertisement
Archives

Model This Week